PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ଵର : ବହୁ ଚର୍ଚ୍ଚିତ ବୁଲିବାଇ ଆପ୍ ମାମଲା, ଭୁବନେଶ୍ଵରରୁ ମୁଖ୍ୟ ଅଭିଯୁକ୍ତ ଗିରଫ
  • ||
  • ମାଲକାନଗିରି : ଦାନ୍ତେୱାଡାରେ ଏନକାଉଣ୍ଟର, ହାର୍ଡକୋର୍ ମାଓନେତା ମୁଇଆ ମାଡକାମ ନିହତ
  • ||
  • ବାଲିପାଟଣା : କଟନି ଛଟନୀକୁ ବିରୋଧ କରି ଚାଷୀଙ୍କ ରାସ୍ତାରୋକ
  • ||
  • ରାୟଗଡ଼ା : ବିଷାକ୍ତ ମଦ୍ୟପାନ କରି ଦୁଇ ଭାଇଙ୍କ ମୃତ୍ୟୁ ଅଭିଯୋଗ
  • ||
  • କାମାକ୍ଷାନଗର : ସାହି ଭିତରେ ପଶି ଆକ୍ରମଣ କଲା ଜଙ୍ଗଲୀ ବାରହା, ୬ ଆହତ ଜଣେ ଗୁରୁତର
  • ||
  • ଭୁବନେଶ୍ଵର: ଆଇସିୟୁରେ ରୋଗୀ ନାହାଁନ୍ତି, ଅକ୍ସିଜେନ୍‌ର ଆବଶ୍ୟକତା ନାହିଁ, ସ୍ଥିତି ନିୟନ୍ତ୍ରଣାଧୀନ : ଜନସ୍ଵାସ୍ଥ୍ୟ ନିର୍ଦ୍ଦେଶକ
  • ||
  • ଭୁବନେଶ୍ୱର: ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୦୧କୁ ବୃଦ୍ଧି
  • ||
  • କଟକ : ଲିଙ୍ଗ ନିରୂପଣ ମାମଲାରେ ଦୁଇ ଦଲାଲ୍‌ ଗିରଫ, ଦେଢ଼ ହଜାର କମିସନ୍‌ ରଖି ମହିଳାଙ୍କୁ ପଠାଉଥିଲେ
  • ||
  • ଚୌଦ୍ଵାର : ସୁନା ବ୍ୟବସାୟୀଙ୍କ ଉପରକୁ ଗୁଳିମାଡ଼, ଲକ୍ଷାଧିକ ଟଙ୍କାର ସୁନାଗହଣା ଲୁଟିନେଲେ ୩ ଦୁର୍ବୃତ୍ତ
  • ||
  • ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ୧୦,୩୬୮ ଜଣ କରୋନା ପଜିଟିଭ
  • ||
  • ଭୁବନେଶ୍ୱର : ବଦଳିଲା ପାଗ, ଆସନ୍ତାକାଲିଠୁ ପୁଣି ବର୍ଷିବ
  • ||

୨ ଟ୍ରକ ମୁହାଁମୁହିଁ ଧକ୍କା: ଡ୍ରାଇଭର ମୃତ, ଦୁର୍ଘଟଣାରେ ଜଳିଗଲା ଟ୍ରକ


ଦେବଗଡ,୩୦ ।୫ ଦେବଗଡ ଜିଲା ବାରକୋଟ ଥାନା ଅନ୍ତର୍ଗତ ୪୯ ଜାତୀୟ ରାଜପଥ ବମ୍ପରଡା ନିକଟ ରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିିଛି । ୨ଟି ଟ୍ରକ ମୁହାଁମୁହଁ ଧକ୍କା ହୋଇଛି । ଏଥିରେ ଏଥିରେ ଡ୍ରାଇଭରଙ୍କ ମୃତ୍ୟୁ ଘଟିଛି ।

ଆଜି ସକାଳେ ବମ୍ପରଡା ନିକଟରେ ଏକ ୧୦ ଚକିଆ ଟ୍ରକ ସହ କେମିକାଲ ବୋଝେଇ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା । ଏହି ସମୟରେ ଟ୍ରକ ଡ୍ରାଇଭର ଛିଟିକି ପଡିଥିବା ବେଳେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଛି । ଦୁର୍ଘଟଣା ପରେ ଗୋଟିଏ ଟ୍ରକରେ ନିଆଁ ଲାଗି ଯାଇଥିଲା । ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ । କେମିକାଲ ବୋଝେଇ ଟ୍ରକ ଓଲଟି ପଡିଛି । ପୋଲିସ ପହଞ୍ଚି ମୃତଦେହ ଜବତ କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି ।