PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟୋକିଓ ଅଲମ୍ପିକ୍ସ : ଭାରତକୁ ଆଉ ଏକ ପଦକ, ପୁରୁଷ ୫୭ କେଜି ଫ୍ରିଷ୍ଟାଇଲ କୁସ୍ତିରେ ରବିଙ୍କୁ ରୌପ୍ୟ
  • ||
  • କଟକ : ରାଜ୍ୟ ଜିଏସଟି ଏନଫୋର୍ସମେଣ୍ଟ ୱିଙ୍ଗ୍ ଦ୍ଵାରା ୬୪୧ କୋଟି ଟଙ୍କାର ଜାଲ ବିଲ୍ ରାକେଟ ମାମଲାରେ ତୃତୀୟ ମାଷ୍ଟର ମାଇଣ୍ଡ୍ ଗିରଫ
  • ||
  • ସମ୍ବଲପୁର : ସମ୍ବଲପୁର ସଦର ଥାନା ଅଞ୍ଚଳରେ ଯୁବକଙ୍କୁ ହତ୍ୟା ପରେ ରାସ୍ତାରେ ଫିଙ୍ଗିଦେଲେ ଦୁର୍ବୃତ୍ତ
  • ||
  • ଅଲିମ୍ପିକ୍ସ ହକି : ଭାରତ ଜର୍ମାନୀକୁ ୫-୪ ଗୋଲରେ ହରାଇ ଜିତିଲା ବ୍ରୋଞ୍ଚ ପଦକ
  • ||
  • ଟୋକିଓ : ଭାରତୀୟ ହକି ଟିମ୍‌ର ଐତିହାସିକ ବିଜୟ ନେଇ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା, କହିଲେ-ଆଗାମୀ ପିଢିର ଖେଳାଳିଙ୍କ ପାଇଁ ହେବ ପ୍ରେରଣାର ଉତ୍ସ ’
  • ||
  • ବୌଦ୍ଧ : ବୌଦ୍ଧ ଜିଲ୍ଲା ପୁରୁଣାକଟକ ଥାନା ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ଚାରିଛକଠାରେ ୧୬ ପେଟି କଫ୍ ସିରପ୍ ଜବତ, ସ୍କର୍ପିଓ ସହ ଜଣେ ଗିରଫ
  • ||
  • ଲମତାପୁଟ : ଲମତାପୁଟ ବ୍ଲକ ବଡ଼ପଡା ଘାଟି ନିକଟ ଜଙ୍ଗଲରୁ ବିପୁଳ ପରିମାଣର ଗଞ୍ଜେଇ ଜବତ
  • ||
  • କୋଣାର୍କ : ଗ୍ୟାସ୍ ସିଲିଣ୍ଡର ଫାଟି ୪ ଛେଳି ଜୀବନ୍ତ ଦଗ୍ଧ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ
  • ||
  • ମାଲକାନଗିରି : ନକ୍ସଲଙ୍କ ବର୍ବର କାଣ୍ଡ, ଲ୍ୟାଣ୍ଡମାଇନ୍ ବିସ୍ଫୋରଣ କରି ଉଡ଼ାଇଦେଲେ ବୋଲେରୋ, ୨ ମୃତ
  • ||

ଆରଟିଓ ଅଫିସ ପ୍ରବେଶ ଉପରେ କଟକଣା: ସ୍ଲଟ ବୁକିଂ ପରେ ଆବେଦନକାରୀଙ୍କୁ ମିଳିବ ଅନୁମତି

ଭୁବନେଶ୍ୱର,୧୪/୦୮: କରୋନା ସଂକ୍ରମଣ ମୁକାବିଲା କରିବାକୁ ରାଜ୍ୟ ସରକାର ବିଭିନ୍ନ କଟକଣା ଜାରି କରିଛନ୍ତି। ଏହାକୁ ଦୃଷ୍ଟିରେ ରଖି ପରିବହନ ବିଭାଗ ପକ୍ଷରୁ ସବୁ ଆରଟିଓ କାର୍ଯ୍ୟାଳୟରେ ସର୍ବସାଧାରଣ ପ୍ରବେଶ ଉପରେ କଟକଣା ଜାରି କରିଛନ୍ତି । ଏନେଇ ପରିବହନ କମିଶନର ସବୁ ଆଂଚଳିକ ପରିବହନ ଅଧିକାରୀଙ୍କୁ ଚିଠି ଲେଖିଛନ୍ତି । ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ଓ ମୁଖ୍ୟ କାର୍ଯ୍ୟାଳୟର କର୍ମଚାରୀଙ୍କୁ କାର୍ଯ୍ୟାଳୟରେ ପ୍ରବେଶ ଅନୁମତି ମିଳିବ ।

ଏବା ବାଦ ଡ୍ରାଭିଂ ଲାଇସେନ୍ସ ବା ଲନର୍ସ ଲାଇସେନ୍ସ ପାଇଁ ଆବେଦନ କରିଥିବା ବ୍ୟକ୍ତି ବିଶେଷଙ୍କୁ ପରିବହନ କାର୍ଯ୍ୟାଳୟ ଭିତରକୁ ପ୍ରବେଶ ଅନୁମତି ମିଳିବ। ଡ୍ରାଇଭିଂ ଲାଇସେନ୍ସ/ଲନର୍ସ ଲାଇସେନ୍ସ ପାଇଁ ମାତ୍ର ଆଧା ଘଣ୍ଟାର ସ୍ଲଟ ରହିବ। ତେବେ ଦିନରେ କେତୋଟି ସ୍ଲଟ ରହିବ ତାହା ସଂପୃକ୍ତ ପରିବହନ ଅଧିକାରୀ ନିର୍ଦ୍ଧାରଣ କରିବେ। ଫିଟନେସ ସାର୍ଟିଫିକେଟ, ଆରସି ବୁକ ପଞ୍ଜିକରଣ, ଟ୍ରାନ୍ସଫର ଏଫ ଓନପସିପ ପାଇଁ ଆବେଦନ କରିଥିବା ବ୍ୟକ୍ତିଙ୍କୁ ମଧ୍ୟ ପ୍ରବେଶ ଅନୁମତି ଦିଆଯିବ । ଏସବୁ ବାଦ କାର୍ଯ୍ୟାଳୟରେ ସାମାଜିକ ଦୂରତ୍ୱ ରଖାଯିବା ସହିତ ସମସ୍ତେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ ବୋଲି ପରିବହନ କମିଶନର ନିର୍ଦ୍ଦେଶ ଦେଇଛନ୍ତି ।

ସମ୍ବନ୍ଧିତ ଖବର