PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର ମଞ୍ଚେଶ୍ୱର ଶିଳ୍ପାଞ୍ଚଳରେ ୱାର୍ଲଡ ସ୍କିଲ୍‌ ସେଣ୍ଟରକୁ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ଭୁବନେଶ୍ୱର ଖଣ୍ଡଗିରି ପାହାଡ଼ରେ ନିଆଁ ଲାଗି ଜଳିଗଲା ୫ଏକର ଜଙ୍ଗଲ, ନିଆଁକୁ ଆୟତ୍ତ କଲା ଅଗ୍ନିଶମ ବାହିନୀ
  • ||
  • ଫୁଲବାଣୀ: ନାବାଳିକା ବଳାତ୍କାରୀକୁ ୧୦ ବର୍ଷ ଜେଲଦଣ୍ଡ
  • ||
  • ଫୁଲବାଣୀ: ସରକାରୀ ଅନୁଦାନ ହଡ଼ପ ଅଭିଯୋଗରେ ଦୁଇ ଶିକ୍ଷକଙ୍କୁ ୪ ବର୍ଷ ଲେଖାଏଁ ଜେଲ
  • ||
  • ଆଣ୍ଟିଲିଆ ବାହାରୁ ମିଳିଲା ସ୍କର୍ପିଓ ମାଲିକଙ୍କ ମୃତଦେହ, କଲାବା ଡ୍ୟାମ୍‌କୁ ଡେଇଁ ମନସୁଖ ହିରନଙ୍କ ଆତ୍ମହତ୍ୟା ସନ୍ଦେହ , ରିଲାଏନ୍ସ ଅଧ୍ୟକ୍ଷ ମୁକେଶ ଅମ୍ୱାନୀଙ୍କ ଘର ଆଣ୍ଟିଲିଆ
  • ||
  • ମୋହନା ବିଡ଼ିଓ ବଂଶୀଧର ଖୋସଲା ନିଲମ୍ୱିତ, କାଜୁ ନିଲାମ ପ୍ରକ୍ରିୟାରେ ହେରଫେର ଅଭିଯୋଗରେ ନିଲମ୍ୱନ କଲା ପଞ୍ଚାୟତିରାଜ ବିଭାଗ
  • ||
  • ବହୁ ଚର୍ଚ୍ଚିତ ଅଞ୍ଜନା ଗଣଦୁଷ୍କର୍ମ ମାମଲା , ୨ ଦିନିଆ ରିମାଣ୍ଡ ଶେଷ ପରେ ଝାରପଡ଼ା ଜେଲକୁ ଫେରିଲା ଅଭିଯୁକ୍ତ ବିବନ
  • ||
  • ବାଲେଶ୍ୱର: ଏସଏଫଡ଼ିଆର କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ
  • ||
  • ଶ୍ରୀମନ୍ଦିରର ବିକାଶ ପାଇଁ ମହାରାଜା ଦିବ୍ୟସିଂହ ଦେବଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
  • ||
  • ନନ୍ଦପୁର: ଭୁସୁଡ଼ିଲା ସିଡ଼ାପୁଟ ପୋଲ, ୮ ଗ୍ରାମବାସୀ ଯୋଗାଯୋଗରୁ ବିଛିନ୍ନ
  • ||
  • ସ୍କାଏ ଲାଇଟ୍ ଭାଙ୍ଗି ଚନ୍ଦ୍ରଶେଖରପୁର ଥାନାରୁ ଅଭିଯୁକ୍ତ ଚମ୍ପଟ, ଚୋରି ମାମଲାରେ ବୁଧବାର ରାତିରେ ପୁଲିସ ଉଠାଇ ଆଣିଥିଲା
  • ||
  • କଟକ: ପିଲଗ୍ରିମ ରୋଡ ଦାସ ସାହି ବସ୍ତି ଉଚ୍ଛେଦ ଉପରେ ହାଇକୋର୍ଟଙ୍କ ରହିତାଦେଶ
  • ||
  • କଟକ: ମହାନଦୀ ପଠାର ୨୪ ଏକର ଜମି ଏସସିବିକୁ ଦିଆଯିବା ମାମଲା। କେନ୍ଦ୍ରୀୟ ଜଳ ଆୟୋଗ ରାଜ୍ୟ ଜଳସମ୍ପଦ ବିଭାଗକୁ ତଥ୍ୟ ମାଗିଲେ ମହାନଦୀ ପଠାର ୨୪ ଏକର ଜମି ଏସସିବିକୁ ଦିଆଯିବା ମାମଲା। କେନ୍ଦ୍ରୀୟ ଜଳ ଆୟୋଗ ରାଜ୍ୟ ଜଳସମ୍ପଦ ବିଭାଗକୁ ତଥ୍ୟ ମାଗିଲେ ହାଇକୋର୍ଟ
  • ||
  • ଚାନ୍ଦବାଲି : ବାବା ଆଖଣ୍ଡଳମଣିଙ୍କ ପୀଠରେ ଜାଗର ଯାତ୍ରା ଉପରେ କଟକଣା, ୧୦ ତାରିଖ ସକାଳ ୭ଟାରୁ ୧୨ତାରିଖ ସକାଳ ୭ଟା ପର୍ଯ୍ୟନ୍ତ ପୀଠରେ ଲାଗୁ ହେବ ୧୪୪ ଧାରା
  • ||
  • ଭୁବନେଶ୍ଵର : ଦିଲ୍ଲୀରେ ନୁହେଁ କଟକରେ ଶୁଣାଣି ହେବ ଅନୁଭବ-ବର୍ଷାଙ୍କ ପାରିବାରିକ ବିବାଦ ମାମଲା, ପଟିଆଲା ହାଉସ କୋର୍ଟ ବଦଳରେ କଟକ ଫ୍ୟାମିଲି କୋର୍ଟରେ ଚାଲିବ ମାମଲା
  • ||
  • ଗୁଣପୁର: ପୁଟାସିଂ ଥାନାର ମହିଳା ଆଇଆଇସି ଗଞ୍ଜେଇ ଜବତ ପାଇଁ ଯାଇଥିବା ବେଳେ ଘଟିଲା ଘଟଣା, ବିଳମ୍ବିତ ରାତିରେ ମହିଳା ଅଧିକାରୀକୁ ଆକ୍ରମଣ କଲେ ଶତାଧିକ ଲୋକ, ପୋଡ଼ିଲେ ଜବତ ଗଞ୍ଜେଇ
  • ||
  • ଘଟଗାଁ: ମହିଳା ତାରିଣୀ ଭକ୍ତ ଉପରେ ଚଢ଼ିଗଲା ବାଲି ବୋଝେଇ ଟ୍ରକ, ଗୁରୁତର ଅବସ୍ଥାରେ ଡାକ୍ତରଖାନରେ ଭର୍ତ୍ତି
  • ||
  • ଭୁବନେଶ୍ବର: ପଞ୍ଚାୟତିରାଜ ଦିବସ ପାଇଁ ଆଜି ରାଜ୍ୟର ସମସ୍ତ ସ୍କୁଲ , କଲେଜ୍ ଓ ବିଶ୍ଵବିଦ୍ୟାଳୟ ଛୁଟି
  • ||
  • ସମ୍ବଲପୁର: ସମଲେଶ୍ବରୀ ମନ୍ଦିର ପୂଜକଙ୍କ ରାସ୍ତାରୋକ, ମନ୍ଦିରର ମୁଖ୍ୟ ଦ୍ବାର ଖୋଲିବା ସହିତ ମନ୍ଦିରକୁ ପୂଜା ସାମଗ୍ରୀ ଅନୁମତି ଦାବି
  • ||
  • ବଲାଙ୍ଗିର : ଧୋବା ପଡା ଡ୍ରେନରୁ ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||

ଝରିଗାଁରେ ଦୁର୍ବୃତ୍ତଙ୍କ ଆତଙ୍କ- ବ୍ୟବସାୟୀଙ୍କ ହାତ କାଟିଲେ ଲୁଟିଲେ

ଝରିଗାଁ- ନବରରଙ୍ଗପୁର ଝରିଗାଁରେ ମାତିଲେ ଲୁଟେରା । ବ୍ୟବସାୟୀଙ୍କୁ ପ୍ରାଣାନ୍ତକ ଆକ୍ରମଣ କରିବା ସହ ୪ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଲୁଟିଲେ । ନବରଙ୍ଗପୁର ଝରିଗାଁ ବ୍ଲକ ଚକଲାପଦର ଘାଟୀ ନିକଟରେ ଜଣେ ବ୍ୟବସାୟୀ ୪ ଲକ୍ଷରୁ ଅଧିକ ଟଙ୍କା ସାଙ୍ଗରେ ନେଇ ଯାଉଥିବା ବେଳେ ୩ ଜଣ ଦୁର୍ବୃତ୍ତ ତାଙ୍କୁ ରାସ୍ତାରେ ରୋକିଥିଲେ । ବ୍ୟବସାୟୀଙ୍କ ବାଇକ୍‌କୁ ଅଟକାଇବା ସହ ତାଙ୍କର ଟଙ୍କା ଭର୍ତ୍ତି ବ୍ୟାଗ ଝାମ୍ପି ନେବାକୁ ଚେଷ୍ଟା କରିଥିଲେ ।

ଆକ୍ରମଣର ଶିକାର ହୋଇଥିବା ବ୍ୟବସାୟୀ ଜଣଙ୍କ ସାପ୍ତାହୀକ ହାଟକୁ ଧାନ, ମକା ଆଦି କିଣିବା ପାଇଁ ଯାଉଥିଲେ। ସେ ଟଙ୍କା ଭର୍ତ୍ତି ବ୍ୟାଗ ଦେବାକୁ ଅମଙ୍ଗ ହେବାରୁ ଦୁର୍ବୃତ୍ତମାନେ ତାଙ୍କ ହାତକୁ ଏକ ମାରଣାସ୍ତ୍ରରେ କାଟି ଦେଇଥିଲେ। ଏହାପରେ ଟଙ୍କା ଭର୍ତ୍ତି ବ୍ୟାଗ ଛଡାଇ ସେ ସ୍ଥାନରୁ ଚମ୍ପଟ ହୋଇଯାଇଥିଲେ । ବ୍ୟବସାୟୀଙ୍କୁ କ୍ରିକେଟ ବ୍ୟାଟ ଏବଂ ଧାରୁଆ ଅସ୍ତ୍ରରେ ଆକ୍ରମଣ କରାଯାଇଥିବା ସୂଚନା ମିଳିଛି । ଗୁରୁତର ବ୍ୟବସାୟୀଙ୍କୁ ଚିକିତ୍ସା ପାଇଁ ନବରଙ୍ଗପୁର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।

ପୁଲିସ ଏବେ ଘଟଣାସ୍ଥଳରେ ପହଞ୍ଚି ଏହାର ତଦନ୍ତ ଆରମ୍ଭ କରିଛି ।

ସମ୍ବନ୍ଧିତ ଖବର