ପ୍ରମୁଖ ଖବର
  • କାମାକ୍ଷାନଗର: ଅଜଣା ଗାଡ଼ି ଧକ୍କା ରେ ସାଇକେଲ ଆରୋହୀ ଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ସ୍ଥାନୀୟ ଲୋକଙ୍କ ରାସ୍ତା ରୋକ
  • ||
  • ଆସିଲା ବିଜେଡି ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା, ଚମ୍ପୁଆରୁ ସନାତନ ମହାକୁଡ଼, ବଡଚଣାରୁ ବର୍ଷା ପ୍ରିୟଦର୍ଶିନୀ
  • ||
  • ଦିଲ୍ଲୀପ ରାୟଙ୍କ ରାସ୍ତାରେ ନିହାର କଣ୍ଟା ! ପ୍ରାର୍ଥୀ ଚୟନକୁ ନେଇ ଦେଖା ଦେଇଛି ବିବାଦ
  • ||
  • ଆଜି ପ୍ରକାଶ ପାଇବ ୟୁଜିସି-ନେଟ୍‌ ଜୁନ୍‌ ସେସନ୍‌-୨୦୨୪ ଆବେଦନ ପ୍ରକ୍ରିୟା
  • ||
  • ବାଇକ୍‌କୁ ଧକ୍କା ଦେଲା ଆମ୍ଵୁଲାନ୍ସ, ଦୁଇ ଶିଶୁଙ୍କ ଆଖି ଆଗରେ ଚାଲିଗଲା ବାପା-ମାଙ୍କ ଜୀବନ
  • ||
  • ହୀରାକୁଦରେ ଡଙ୍ଗା ବୁଡି ଟ୍ରାଜେଡି: ମୃତ୍ୟୁ ସଂଖ୍ୟା ୭କୁ ବୃଦ୍ଧି, ଜଣେ ଏବେ ବି ନିଖୋଜ
  • ||
  • ମେ'୧ରୁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଭିତରକନିକା
  • ||
  • ଶନିବାର ବାହୁଡ଼ିବେ ମହାପ୍ରଭୁ ଶ୍ରୀଲିଙ୍ଗରାଜ: ଦିନ ସାଢ଼େ ୧ରେ ପହଣ୍ଡି, ସାଢେ ୩ଟାରେ ରଥଟଣା
  • ||
  • ଶନିବାର ବିଶ୍ବପ୍ରସିଦ୍ଧ ରଥଯାତ୍ରା ପ୍ରଥମ ସମନ୍ୱୟ ବୈଠକ, ଅଧ୍ୟକ୍ଷତା କରିବେ ଆର୍‌ଡିସି
  • ||
  • ଆଜି ବି ଅତି ଭୀଷଣ ଗ୍ରୀଷ୍ମପ୍ରବାହ, ୨୧ ଯାଏ ନିସ୍ତାର ନାହିଁ, କାଳବୈଶାଖୀ ପାଇଁ କମିପାରେ ତାତି
  • ||
  • IPL ୨୦୨୪: ଆଜି ଦିଲ୍ଲୀ-ହାଇଦ୍ରାବାଦ ଲଢ଼େଇ, କ୍ୟାପିଟାଲ୍ସ ଗଡ଼ ଧ୍ୱଂସ ପଥରେ ସନରାଇଜର୍ସ
  • ||
  • ହୀରାକୁଦରେ ଡଙ୍ଗା ବୁଡି ଟ୍ରାଜେଡି, ଦୁଇ ମୃତ, ୭ ନିଖୋଜ, ସକାଳୁ ଉଦ୍ଧାର କାର୍ଯ୍ୟ ଆରମ୍ଭ
  • ||

ଝରିଗାଁରେ ଦୁର୍ବୃତ୍ତଙ୍କ ଆତଙ୍କ- ବ୍ୟବସାୟୀଙ୍କ ହାତ କାଟିଲେ ଲୁଟିଲେ

ଝରିଗାଁ- ନବରରଙ୍ଗପୁର ଝରିଗାଁରେ ମାତିଲେ ଲୁଟେରା । ବ୍ୟବସାୟୀଙ୍କୁ ପ୍ରାଣାନ୍ତକ ଆକ୍ରମଣ କରିବା ସହ ୪ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଲୁଟିଲେ । ନବରଙ୍ଗପୁର ଝରିଗାଁ ବ୍ଲକ ଚକଲାପଦର ଘାଟୀ ନିକଟରେ ଜଣେ ବ୍ୟବସାୟୀ ୪ ଲକ୍ଷରୁ ଅଧିକ ଟଙ୍କା ସାଙ୍ଗରେ ନେଇ ଯାଉଥିବା ବେଳେ ୩ ଜଣ ଦୁର୍ବୃତ୍ତ ତାଙ୍କୁ ରାସ୍ତାରେ ରୋକିଥିଲେ । ବ୍ୟବସାୟୀଙ୍କ ବାଇକ୍‌କୁ ଅଟକାଇବା ସହ ତାଙ୍କର ଟଙ୍କା ଭର୍ତ୍ତି ବ୍ୟାଗ ଝାମ୍ପି ନେବାକୁ ଚେଷ୍ଟା କରିଥିଲେ ।

ଆକ୍ରମଣର ଶିକାର ହୋଇଥିବା ବ୍ୟବସାୟୀ ଜଣଙ୍କ ସାପ୍ତାହୀକ ହାଟକୁ ଧାନ, ମକା ଆଦି କିଣିବା ପାଇଁ ଯାଉଥିଲେ। ସେ ଟଙ୍କା ଭର୍ତ୍ତି ବ୍ୟାଗ ଦେବାକୁ ଅମଙ୍ଗ ହେବାରୁ ଦୁର୍ବୃତ୍ତମାନେ ତାଙ୍କ ହାତକୁ ଏକ ମାରଣାସ୍ତ୍ରରେ କାଟି ଦେଇଥିଲେ। ଏହାପରେ ଟଙ୍କା ଭର୍ତ୍ତି ବ୍ୟାଗ ଛଡାଇ ସେ ସ୍ଥାନରୁ ଚମ୍ପଟ ହୋଇଯାଇଥିଲେ । ବ୍ୟବସାୟୀଙ୍କୁ କ୍ରିକେଟ ବ୍ୟାଟ ଏବଂ ଧାରୁଆ ଅସ୍ତ୍ରରେ ଆକ୍ରମଣ କରାଯାଇଥିବା ସୂଚନା ମିଳିଛି । ଗୁରୁତର ବ୍ୟବସାୟୀଙ୍କୁ ଚିକିତ୍ସା ପାଇଁ ନବରଙ୍ଗପୁର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।

ପୁଲିସ ଏବେ ଘଟଣାସ୍ଥଳରେ ପହଞ୍ଚି ଏହାର ତଦନ୍ତ ଆରମ୍ଭ କରିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.