PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଝାରସୁଗୁଡ଼ା : ବ୍ରଜରାଜନଗରରେ ଆତଙ୍କରାଜ, ବାପାର ଅପରାଧ ସାମ୍ରାଜ୍ୟ ସମ୍ଭାଳିଲା ପୁଅ, ନାବାଳକଙ୍କ ଛୁରୀ ମାଡ଼ରେ ଯୁବକ ଗୁରୁତର
  • ||
  • ଭୁବନେଶ୍ଵର : ଅଗଷ୍ଟ ୯ରୁ ଖୋଲିବ ରାଜ୍ୟର ସମସ୍ତ ବୈଷୟିକ ଶିକ୍ଷାନୁଷ୍ଠାନ, ହଷ୍ଟେଲ ଖୋଲିବାକୁ ଅନୁମତି
  • ||
  • ଝାରସୁଗୁଡ଼ା : ବ୍ରଜରାଜନଗରରେ ଗତକାଲି ବିଳମ୍ବିତ ରାତିରେ ଛୁରାମାଡ, ଜଣେ ଗୁରୁତର, ପୁଲିସ କବ୍ଜାରେ ଅଭିଯୁକ୍ତ ନାବାଳକ
  • ||
  • ଛତ୍ରପୁର : ଆର୍ଜିପଲ୍ଲୀ ଗ୍ରାମରେ ସୈତାନ ସାଜିଲା ସ୍ୱାମୀ, କିରୋସିନ ଢାଳି ସ୍ତ୍ରୀକୁ ନିଆଁ ଲଗାଇଦେଲା ସ୍ୱାମୀ
  • ||
  • ବରଗଡ଼ : ଭିଜିଲାନ୍ସ ଜାଲରେ ବରଗଡ ପଦ୍ମପୁର ସ୍ଥିତ ସହକାରୀ ଚକ୍ଷୁ ଚିକିତ୍ସକ, ଏକକାଳୀନ ଦୁଇଟି ସ୍ଥାନରେ ଚାଲିଛି ଚଢାଉ
  • ||
  • ବଲାଙ୍ଗୀର : ଦିନିକିଆ ବଲାଙ୍ଗୀର ଗସ୍ତରେ ମୁଖ୍ୟ ଶାସନ ସଚିବ ଓ 5Tସଚିବ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର କରିବେ ସମୀକ୍ଷା
  • ||
  • Tokyo Olympics: ଜାଭେଲିନ୍‌ରେ ନୀରଜଙ୍କ ଦମଦାର ପ୍ରଦର୍ଶନ, ୮୬.୬୫ ମି. ଥ୍ରୋ କରି ଫାଇନାଲରେ କଲେ ଏଣ୍ଟ୍ରି
  • ||
  • ଅନୁଗୁଳ : ବ୍ରାହ୍ମଣୀ ନଦୀରେ ବଢୁଛି ଜଳସ୍ତର, ରେଙ୍ଗାଳି ଡ୍ୟାମରୁ ଛଡାଯିବ ପ୍ରଥମ ବନ୍ୟାଜଳ
  • ||
  • ଭୁବନେଶ୍ଵର : ରାଜ୍ୟରେ ଆଉ ୬୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୬୧୬୮କୁ ବୃଦ୍ଧି
  • ||
  • ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ଆଉ ୧୩୧୫ ଜଣ କୋଭିଡ ପଜିଟିଭ୍
  • ||
  • ଭୁବନେଶ୍ଵର : ‘ପିଏମ୍‌ ଆବାସ’ରେ ପୁଳାପୁଳା ଦୁର୍ନୀତି, ସଂସଦରେ ମନ୍ତ୍ରୀଙ୍କ ଉତ୍ତର-ଓଡ଼ିଶାରେ ୮୫% ଅଯୋଗ୍ୟ ହିତାଧିକାରୀ
  • ||
  • ରାମପୁର : କଳାହାଣ୍ଡି ଜିଲ୍ଳା ଅନ୍ତର୍ଗମ ମ.ରାମପୁର ଥାନା ପାଜିବାହାଲି ଛକ ନିକଟରୁ ନିଖୋଜ ୨ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର
  • ||
  • କେନ୍ଦ୍ରାପଡ଼ା : କୋଭିଡ୍ କଟକଣା ମଧ୍ୟରେ ଖୋଲିଲା ତୁଳସୀକ୍ଷେତ୍ର, ଶ୍ରୀ ବଳଦେବଜୀଉଙ୍କୁ ଦର୍ଶନ କଲେ ଶ୍ରଦ୍ଧାଳୁ
  • ||
  • ବ୍ରହ୍ମପୁର : ବ୍ରହ୍ମପୁର ବଡବଜାର ଥାନା ଅନ୍ତର୍ଗତ କାଳୁପାତ୍ର ସାହିରେ ବେଆଇନ୍ ଗୁଟଖା ୟୁନିଟ୍ ଉପରେ ଚଢାଉ, ୨ ଗିରଫ
  • ||

ବାଇକ୍‌ରେ ଯାଉଥିଲେ, ଚଢ଼ିଗଲା ଟ୍ରକ୍: ଅଜା-ନାତିଙ୍କ ଚାଲିଗଲା ଜୀବନ

accident

ଆନନ୍ଦପୁର ୩୦।୧୦:  ଟ୍ରକ ତଳେ ଚାପି ହୋଇ ଅଜା-ନାତିଙ୍କ ମୃତ୍ୟୁ। ରାମଚନ୍ଦ୍ରପୁର ଥାନା ଅଧିନ ଏନ୍ଏଚ୍ ୨୦ ର ବରପଦା ଓଭରବ୍ରିଜ୍ ନିକଟରେ ଅଜା-ନାତିଙ୍କ ଉପରେ ଏକ ପଡିଏସ୍ ଗହମ ବୋଝେଇ ଟ୍ରକ୍ ମାଡିଯିବାରୁ ଘଟଣା ସ୍ଥଳରେ ଉଭୟଙ୍କ ମୃତ୍ଯୁ ଘଟିଛି । ମୃତକ ଅଜା ସ୍ଥାନୀୟ ହରିପୁର ଗାଁର କିର୍ତନ ନାଥ ଓ ନାତି କେନ୍ଦୁଝରର କେଶବ ।

କିର୍ତନ ନିଜ ଝିଅ ଘର କେନ୍ଦୁଝରରୁ ନାତି ସହ ବାଇକରେ ଫେରୁଥିବା ସମୟରେ ସାମ୍ମା ପଟୁ ଗହମ ବୋଝେଇ ଟ୍ରକ୍ ଦ୍ରୃତ ଗତିରେ ଆସି ତାଙ୍କ ଉପରେ ମାଡିଯାଇଥିଲା । ଦୃର୍ଘଟଣା ଘଟାଇ ଟ୍ରକଟି ଆନନ୍ଦପୁର ଆଡେ ପଳାଇବାକୁ ଉଦ୍ଯମ କରୁଥିବା ବେଳେ ହସନପୁର ଟୋଲ ଗେଟ୍ ଠାରେ ତାକୁ ଅଟକ ରଖାଯାଇଥିଲା । ଖବରପାଇ ପୋଲିସ୍ ଘଟଣା ସ୍ଥଳରେ ପହଁଞ୍ଚି ମୃତଦେହ ଉଦ୍ଧାର କରି ଆନନ୍ଦପୁର ଡାକ୍ତରଖାନା ପଠାଇଛି।ଦୁର୍ଘଟଣା ଘଟାଇଥିବା ଟ୍ରକ୍ କୁ ଜବତ କରି ପୋଲିସ୍ ଅଧିକ ତଦନ୍ତ ଚଳାଇଛି।