ପ୍ରମୁଖ ଖବର
  • ବିଶ୍ୱରେ ୩୦% ହାରରେ ବଢ଼ୁଛି ଏଆଇ ନିଯୁକ୍ତି, ମେଶିନ ଲଣ୍ଣିଂ ସହ ଜଡିତ ପ୍ରଫେସନାଲଙ୍କ ବଢ଼ୁଛି ଚାହିଦା
  • ||
  • ବିଜେପିରେ ଟିକଟ କସରତ: ଆଜି ଆସିପାରେ ଦ୍ୱିତୀୟ ପର୍ଯ୍ୟାୟ ତାଲିକା, କୋର୍ କମିଟି ବୈଠକରେ ଚୂଡ଼ାନ୍ତ
  • ||
  • ବିଜେପି ଛାଡିଲେ ସାଲେପୁର ପୂର୍ବତନ ବିଧାୟକ ପ୍ରକାଶ ବେହେରା
  • ||
  • ଆଗକୁ ଆହୁରି ବଢ଼ିବ ତାତି, ଆଜି ୪୦ ଡିଗ୍ରୀ ଛୁଇଁବ ପାରଦ ! ଦିନ, ରାତି ତାପମାତ୍ରା ୨ ଡିଗ୍ରୀ ବଢ଼ିପାରେ
  • ||

୩ଟି ସାଇକେଲ ଉପରେ ଚଢିଗଲା ଟ୍ରାକ୍ଟର, ଅଳ୍ପକେ ବର୍ତ୍ତିଲେ ୩ ନାବାଳିକା

ଜଳେଶ୍ଵର ୨୨।୯: ବେପରୁଆ ଗାଡି ଚାଳନା ଯୋଗୁଁ ଘଟିଛି ଏଭଳି ଦୁର୍ଘଟଣା । ସାଇକେଲ ଉପରେ ଚଢିଗଲା ଟ୍ରାକ୍ଟର । ବାଲେଶ୍ବର ଜିଲ୍ଲା ଜଳେଶ୍ଵର ବ୍ଲକ ଛକରେ ଘଟିଛି ଏହି ଦୁର୍ଘଟଣା ।

ଏକାସହ  ତିନିଟି ସାଇକେଲ ଉପର ଟ୍ରାକ୍ଟରଟି ଚଢିଯାଇଥିବାର ଜଣାପଡିଛି । ଦୁର୍ଘଟଣାରେ ଅଳ୍ପକେ ବର୍ତ୍ତିଗଲେ ୩ ନାବାଳିକା ଛାତ୍ରୀ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.