PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଜଗତସିଂପୁର ଜିଲାର ଢିଙ୍କିଆ ପଞ୍ଚାୟତରେ ଆସନ୍ତା ବର୍ଷ ହେବ ପଞ୍ଚାୟତ ନିର୍ବାଚନ ।
  • ||
  • କୋଭିଡ୍‌ର କେବେ ବି ଅନ୍ତ ହେବ ନାହିଁ, ଭାଇରସ୍ ତାହାର ଚରିତ୍ର ବଦଳାଇବ : ସ୍ଵାସ୍ଥ୍ୟ ନିର୍ଦ୍ଦେଶକ
  • ||
  • ଭୁବନେଶ୍ଵର : ରାଜ୍ୟରେ ପୁଣି ବଢିଲା କରୋନା ଗ୍ରାଫ୍, ୨୪ ଘଣ୍ଟାରେ ୭୪୨୬ କୋଭିଡ୍ ପଜିଟିଭ୍ ଚିହ୍ନଟ
  • ||
  • ପୁରୀ : ଖଣିରେ ଭାସୁଛି ମୃତଦେହ, ହତ୍ୟା ସନ୍ଦେହ
  • ||
  • ଭୁବନେଶ୍ଵର : ଗାନ୍ଧି ମାର୍ଗରେ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ, ପତାକା ଉତ୍ତୋଳନ କଲେ ରାଜ୍ୟପାଳ
  • ||
  • ପଦ୍ମପୁର : ସ୍କୁଲ୍ ନାହିଁ ତ ଭୋଟ୍ ନାହିଁ, ଗାଁ ମୁଣ୍ଡରେ ପୋଷ୍ଟର ଲଗାଇ ଭୋଟ ବର୍ଜନ ପାଇଁ ଘୋଷଣା କଲେ ଗ୍ରାମବାସୀ
  • ||
  • ଯାଜପୁର : ବାଇକକୁ ଧକ୍କା ଦେଲା କାର୍, ଜଣେ ମୃତ
  • ||
  • ଭୁବନେଶ୍ଵର : ଆଜି ଘନ କୁହୁଡ଼ି, ୨୮ରୁ ଶୀତ ଲହରୀ
  • ||
  • ଭୁବନେଶ୍ଵର : ଦେଶ ପାଳନ କରୁଛି ୭୩ତମ ଗଣତନ୍ତ୍ର ଦିବସ, ରାଜପଥରେ ଦୁନିଆ ଦେଖିବ ଭାରତର ଶକ୍ତି
  • ||

ଅଜଣା ଗାଡି ଧକ୍କାରେ ଜଣକର ମୃତ୍ୟୁ, ଘଟଣାସ୍ଥଳରେ ଉତ୍ତେଜନା

କୋରାପୁଟ ୧।୬: କୋରାପୁଟ ସଦର ଥାନା ମହାଦେଇପୁଟ ନିକଟରେ ଅଜଣା ଗାଡି ଧକ୍କାରେ ଜଣକର ମୃତ୍ୟୁ ଘଟିଛି । ମୃତକ ହେଲେ ସଦାଶିବ ପ୍ରଧାନୀ, ତାଙ୍କ ଘର ମହାଦେଇପୁଟ।

ମିଳିଥିବା ସୂଚନାନୁସାରେ, ସକାଳୁ ବାଇକ ଯୋଗେ କୋରାପୁଟକୁ ଆସୁଥୁବାବେଳେ ମୁସାଗୁଡା କନ୍ୟାଶ୍ରମ ନିକଟରେ ଦୁର୍ଘଟଣା ଘଟିଛି। ରାସ୍ତାଟି ନିଛାଟିଆ ହୋଇଥିବା ସୁଯିଗରେ ଗାଡିଟି ଦୁର୍ଘଟଣା ଘଟାଇ ଖସି ଯାଇଛି। ରାସ୍ତାରେ ରକ୍ତାକ୍ତ ଅବସ୍ଥାରେ ବାଇକ ସହ ମୃତଦେହ ପଡିଥିବାଦେଖି ଲୋକେ ପୋଲିସକୁ ସୁଚନା ଦେଇଥିଲେ । କୋରାପୁଟ ସଦର ଥାନା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଶବକୁ ଜବତ କରିଛି। ଘଟଣାସ୍ଥଳରେ ପୋଲିସ ତଦନ୍ତ ଜାରି ରଖିଛି । ଘଟଣା ସ୍ଥଳରେ ଉତେଜନା ପ୍ରକାଶ ପାଇଛି ।