PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ଵର : ବହୁ ଚର୍ଚ୍ଚିତ ବୁଲିବାଇ ଆପ୍ ମାମଲା, ଭୁବନେଶ୍ଵରରୁ ମୁଖ୍ୟ ଅଭିଯୁକ୍ତ ଗିରଫ
  • ||
  • ମାଲକାନଗିରି : ଦାନ୍ତେୱାଡାରେ ଏନକାଉଣ୍ଟର, ହାର୍ଡକୋର୍ ମାଓନେତା ମୁଇଆ ମାଡକାମ ନିହତ
  • ||
  • ବାଲିପାଟଣା : କଟନି ଛଟନୀକୁ ବିରୋଧ କରି ଚାଷୀଙ୍କ ରାସ୍ତାରୋକ
  • ||
  • ରାୟଗଡ଼ା : ବିଷାକ୍ତ ମଦ୍ୟପାନ କରି ଦୁଇ ଭାଇଙ୍କ ମୃତ୍ୟୁ ଅଭିଯୋଗ
  • ||
  • କାମାକ୍ଷାନଗର : ସାହି ଭିତରେ ପଶି ଆକ୍ରମଣ କଲା ଜଙ୍ଗଲୀ ବାରହା, ୬ ଆହତ ଜଣେ ଗୁରୁତର
  • ||
  • ଭୁବନେଶ୍ଵର: ଆଇସିୟୁରେ ରୋଗୀ ନାହାଁନ୍ତି, ଅକ୍ସିଜେନ୍‌ର ଆବଶ୍ୟକତା ନାହିଁ, ସ୍ଥିତି ନିୟନ୍ତ୍ରଣାଧୀନ : ଜନସ୍ଵାସ୍ଥ୍ୟ ନିର୍ଦ୍ଦେଶକ
  • ||
  • ଭୁବନେଶ୍ୱର: ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୦୧କୁ ବୃଦ୍ଧି
  • ||
  • କଟକ : ଲିଙ୍ଗ ନିରୂପଣ ମାମଲାରେ ଦୁଇ ଦଲାଲ୍‌ ଗିରଫ, ଦେଢ଼ ହଜାର କମିସନ୍‌ ରଖି ମହିଳାଙ୍କୁ ପଠାଉଥିଲେ
  • ||
  • ଚୌଦ୍ଵାର : ସୁନା ବ୍ୟବସାୟୀଙ୍କ ଉପରକୁ ଗୁଳିମାଡ଼, ଲକ୍ଷାଧିକ ଟଙ୍କାର ସୁନାଗହଣା ଲୁଟିନେଲେ ୩ ଦୁର୍ବୃତ୍ତ
  • ||
  • ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ୧୦,୩୬୮ ଜଣ କରୋନା ପଜିଟିଭ
  • ||
  • ଭୁବନେଶ୍ୱର : ବଦଳିଲା ପାଗ, ଆସନ୍ତାକାଲିଠୁ ପୁଣି ବର୍ଷିବ
  • ||

ଗାଈକୁ ବଞ୍ଚାଇବାକୁ ଯାଇ ଛେଳି ପଲ ଉପରେ ଚଢିଗଲା ଟ୍ରକ, ଘଟଣାସ୍ଥଳରେ ୭ ଛେଳି ମୃତ

ତୁମୁଡିବନ୍ଧ,୨୮/୧୧ : ଗୋଟିଏ ମାଲ୍ ବୋଝେଇ ଟ୍ରକ୍ (ନମ୍ୱର୍ ଓଡି୧୮ ଡି୮୧୯୯) ଏକ ଗାଇକୁ ବଞ୍ଚାଇବାକୁ ଯାଇ ଛେଳିପଲ ଉପରେ ଚଢ଼ିଗଲା। ଫଳରେ ଘଟଣାସ୍ଥଳରେ ୭ଟି ଛେଳିର ମୃତ୍ୟୁ ହୋଇଛି। କନ୍ଧମାଳ ଜିଲ୍ଲା ତୁମୁଡ଼ିବନ୍ଧ ଥାନା ଅନ୍ତର୍ଗତ କଦଳୀ ବଗିଚା ଠାରେ ଘଟିଛି ଏହିଭଳି ଅଭାବନୀୟ ଘଟଣା।

ଦୁର୍ଘଟଣା ପରେ ଟ୍ରକଟି ଭାରସାମ୍ୟ ହରାଇ ଏକ ବିଦ୍ୟୁତ ଖୁଣ୍ଟରେ ବାଡ଼େଇ ହୋଇ ଓଲଟି ପଡିଛି। ଘଟଣା ସ୍ଥଳରେ କୋଟଗଡ ବିଦ୍ୟୁତ୍ କର୍ମଚାରୀ ପହଞ୍ଚି ଡ୍ରାଇଭରଙ୍କୁ ବିଦ୍ୟୁତ୍ ଆଘାତରୁ ବଞ୍ଚାଇ ଥିଲେ। ତୁମୁଡ଼ି ବନ୍ଧ ପୋଲିସ ପହଞ୍ଚି ତଦନ୍ତ ଚଲାଇଥିବା କହିଛନ୍ତି ଥାନା ଅଧିକାରୀ ।