ଦିଲ୍ଲୀ-ଏନସିଆର୍ ସମେତ ଉତ୍ତର ଭାରତର ଅନେକ ସ୍ଥାନରେ ଭୂକମ୍ପ, ଜମ୍ମୁ କଶ୍ମୀର ସବୁଠାରୁ ଅଧିକ ପ୍ରଭାବିତ

ନୁଆଦିଲ୍ଲୀ ୨୪/୯: ଦିଲ୍ଲୀ-ଏନସିଆରରେ ମଙ୍ଗଳବାର ସନ୍ଧ୍ୟାରେ ଭୂକମ୍ପର ଝଟକା ଅନୁଭୁତ ହୋଇଛି । ଭୂକମ୍ପ ଅନୁଭବ ହେବା ମାତ୍ରେ ଲୋକମାନେ ନିଜ ନିଜ ଘରୁ ଓ ଅଫିସରୁ ବାହାରି ଆସିଥିଲେ । କୁହାଯାଉଛି ଭୂକମ୍ପର ଝଟକା କଶ୍ମୀର, ହରିୟାଣା, ଉତ୍ତର ପ୍ରଦେଶ, ପଞ୍ଜାବ, ଚଣ୍ଡୀଗଡର ଅନେକ ଅଞ୍ଚଳରେ ଅନୁଭବ ହୋଇଛି । ଭୂକମ୍ପ ଅପରାହ୍ନ ୪.୩୩ ମିନିଟରେ ଅନୁଭବ ହୋଇଛି । ଭୂକମ୍ପର କେନ୍ଦ୍ର ଭାରତ-ପାକିସ୍ତାନ ସୀମା ବୋଲି କୁହାଯାଇଛି । ଏହାର ତୀବ୍ରତା ରିକ୍ଟର ସ୍କେଲରେ ୬.୩ ମପାଯାଇଛି ।

   ସମ୍ବନ୍ଧିତ ଖବର


ଜମ୍ମୁ-କଶ୍ମୀର: କୁଲଗ୍ରାମରେ ଆତଙ୍କୀ ଆକ୍ରମଣ, ଚାଲିଗଲା ୩ ବିଜେପି ନେତାଙ୍କ ଜୀବନ

କଲରାପତରିଆର ଡିଆଁ ଦେଖି ଲୋକେ କହିଲେ ଅଲମ୍ପିକ୍ ଯିବା ଉଚିତ୍, ଭିଡିଓ ଭାଇରାଲ

ସୂର୍ଯ୍ୟକୁମାର ଯାଦବ ଇଣ୍ଟରନ୍ୟାସନାଲ ମ୍ୟାଚ ଖେଳିବାକୁ ଚାହୁଁଛନ୍ତି ଯଦି ଆମ ଦେଶରୁ ଖେଳନ୍ତୁ, ପୂର୍ବତନ ଖେଳାଳି ଟ୍ବିଟ କରି ଦେଲେ ଅଫର

କରୋନା ଟିକା ଲଞ୍ଚ କରିବା ପାଇଁ ପ୍ରସ୍ତୁତ ହେଉଛି ମୋଡେର୍ଣ୍ଣା

ପିଏମ୍‌ ମୋଦୀଙ୍କ ‘ଜଙ୍ଗଲରାଜ କି ଯୁବରାଜ’ ଆକ୍ଷେପର ଜବାବ ରଖିଲେ ତେଜସ୍ବୀ, କହିଲେ ‘ସେ ଦେଶର ପ୍ରଧାନମନ୍ତ୍ରୀ, ଯାହା ବି କହି ପାରିବେ’

୯ ବର୍ଷ ତଳେ ଭବିଷ୍ୟବାଣୀ କରିଥିଲେ ରୋହିତ ଶର୍ମା, ଏବେ କରି ଦେଖାଇ ଦେଲେ ସୂର୍ଯ୍ୟ କୁମାର