PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସୁନ୍ଦରଗଡ଼: ପୁଲିସ ପଞ୍ଝାରେ ଆନ୍ତରାଜ୍ୟ ଡକାୟତି ଗ୍ୟାଙ୍ଗ, ଧରିଲା ବୀରମିତ୍ରପୁର ପୋଲିସ
  • ||
  • ବୌଦ୍ଧ: ବିଦ୍ୟୁତ ଆଘାତରେ ଟଳିପଡିଲେ ଯୁବକ, କଣ୍ଟାମାଳ ବ୍ଲକ ତେନ୍ତୁଳୀଖୁଣ୍ତି ଗ୍ରାମରୁ ଆସିଲା ଦୁଃଖଦ ଖବର
  • ||
  • ବୁର୍ଲା: ରୋଗୀ ସମ୍ପର୍କୀୟଙ୍କୁ ବାରମ୍ବାର ଲୁଟ କରୁଥିବା ୪ ଜଣିଆଁ ଡ଼କାୟତ ଗ୍ୟାଙ୍ଗକୁ ଗିରଫ କଲା ବୁର୍ଲା ପୁଲିସ…
  • ||
  • ରାଜନଗର: ଅଗଷ୍ଟ ୫ରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଭିତରକନିକା, ରାତ୍ରୀଯାପନ ପାଇଁ ମିଳିବନି ଅନୁମତି…
  • ||
  • ସହିଦ ସପ୍ତାହରେ ମାଲକାନଗିରି ଜିଲ୍ଲା ସୀମାନ୍ତରେ ଗୁଳିବିନିମୟ ଜଣେ ହାର୍ଡକୋର ମାଓବାଦୀ ମୃତ
  • ||
  • ମାଲକାନଗିରି: ସହିଦ ସପ୍ତାହରେ ମାଲକାନଗିରି ଜିଲ୍ଲା ସୀମାନ୍ତରେ ମାଓ ଓ ଯବାନଙ୍କ ମଧ୍ୟରେ ଗୁଳିବିନିମୟ, ଜଣେ ହାର୍ଡକୋର ମାଓବାଦୀ ନିହତ
  • ||
  • ବଲାଙ୍ଗୀର: ଆତ୍ମସମର୍ପଣ କଲା କେକେବିଏନ ଡିଭିଜନର କ୍ୟାଡରର ମାଓବାଦୀ
  • ||
  • ବ୍ରହ୍ମପୁର: ଖଲ୍ଲିକୋଟ ଏକକ ବିଶ୍ୱବିଦ୍ୟାଳୟ ଉଦଘାଟିତ, ଦାୟିତ୍ୱ ନେଲେ ଭାରପ୍ରାପ୍ତ କୁଳପତି
  • ||
  • ଭୁବନେଶ୍ୱର: କେନ୍ଦ୍ରାପଡ଼ାର ରସାବଳିକୁ ଜିଆଇ ଟ୍ୟାଗ ମାନ୍ୟତା ଦାବି, କେନ୍ଦ୍ର ମନ୍ତ୍ରୀ ପୀୟୂଷ ଗୋଏଲଙ୍କୁ ଭେଟି ଦାବି କଲେ ମୁନ୍ନା ଖାଁ, ସୁବାସ ସିଂ, ମମତା ମହନ୍ତ
  • ||
  • ଭୁବନେଶ୍ୱର: ଥମୁନି କରୋନ ମୃତ୍ୟୁ, ଆଉ ୬୪ ଜଣଙ୍କ ଜୀବନ ନେଲା ମହାମାରୀ
  • ||
  • ଯଶିପୁର ନିକଟସ୍ଥ ବଡ଼ବିଲ କୁଆବଣି ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଗାଡି ଚକତଳେ ଚାପିହୋଇ ଯୁବକଙ୍କ ମୃତ୍ୟୁ…
  • ||
  • ପୁରୀ: ହଟିବ ଜଗା ଦର୍ଶନ କଟକଣା ! ଅଗଷ୍ଟ ୪ରେ ଶ୍ରୀମନ୍ଦିର ସମନ୍ୱୟ କମିଟି ବୈଠକ
  • ||
  • ଭୁବନେଶ୍ୱର: ଓଡ଼ିଶା ସହ ୧୦ ରାଜ୍ୟ ବଢ଼ାଉଛି ଚିନ୍ତା, ୪୬ ଜିଲ୍ଲାରେ ୧୦%ରୁ ଅଧିକ ଟିପିଆର
  • ||
  • ଭୁବନେଶ୍ୱର: ଓଡ଼ିଶାରେ କୁମିଛି ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୪୩୭ କୋଭିଡ୍ ପଜିଟିଭ
  • ||

ଆଜି ଘୋଷଣା ହେବ ଲୋକସଭା ନିର୍ବାଚନ ତାରିଖ, ସନ୍ଧ୍ୟା ୫ଟାରେ ନିର୍ବାଚନ କମିଶନଙ୍କ ପ୍ରେସମିଟ୍

source:zeenews.india.com

ନୁଆଦିଲ୍ଲୀ ୧୦/୩: ଆଜି ସନ୍ଧ୍ଯା ପ୍ରାୟ ୫ଟା ସମୟରେ ଘୋଷଣା ହୋଇପାରେ ଲୋକସଭା ନିର୍ବାଚନ ତାରିଖ । ଏନେଇ ସନ୍ଧ୍ଯାରେ ବିଜ୍ଞାନ ଭବନରେ ଏକ ପ୍ରେସ୍ ମିଟ୍ ଡକାଇଛନ୍ତି ନିର୍ବାଚନ ଆୟୋଗ । ସାମ୍ବାଦିକ ସମ୍ମିଳନୀରେ ନିର୍ବାଚନ ତାରିଖ ଘୋଷଣା କରିପାରନ୍ତି ଆୟୋଗ ।

ଅନୁମାନ ଲଗାଯାଉଛି ଲୋକସଭା ନିର୍ବାଚନ ସହିତ ୪ ରାଜ୍ଯରେ ହେବାକୁ ଥିବା ବିଧାନସଭା ନିର୍ବାଚନ ତାରିଖ ମଧ୍ଯ ଘୋଷଣା ହୋଇପାରେ । ତାରିଖ ଘୋଷଣା ହେବାପରେ ନିର୍ବାଚନ ଆଚରଣ ବିଧି ଲାଗୁହେବ ।