PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭଦ୍ରକ : ବିଶିଷ୍ଟ ଗାନ୍ଧିବାଦୀ ଭଦ୍ରକ ମହାବିଦ୍ୟାଳୟର ପ୍ରାକ୍ତନ ଅଧକ୍ଷ ପ୍ରଫେସର ସନାତନ ମହାନ୍ତିଙ୍କ ପରଲୋକ
  • ||
  • ମାଲକାନଗିରି : ମାଲକାନଗିରି ମୋଟୁ ସୀମାନ୍ତ ୪ ରାଜ୍ୟ ପ୍ରବେଶ ଦ୍ୱାର ଚେକପୋଷ୍ଟ ପରିଦର୍ଶନ କଲେ ପୁଲିସ ମହାନିର୍ଦ୍ଦେଶକ ଅଭୟ, କୋଭିଡ ସ୍ଥିତି ଓ ମାଓ ସମୀକ୍ଷା କଲେ ପୁଲିସ ଡିଜି
  • ||
  • କପିଲାଭଟା : ପାରିବାରିକ କଳହରୁ ସ୍ତ୍ରୀର ତଣ୍ଟି ଚିପି ହତ୍ୟା କଲା ସ୍ୱାମୀ
  • ||
  • ଓଡ଼ିଶା: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧ ହଜାର ୮୦୫ ଜଣ କରୋନା ପଜିଟିଭ, ୨୧ ଜଣଙ୍କ ଜୀବନ ନେଲା ମହାମାରୀ
  • ||
  • ବାଲେଶ୍ଵର : ଭାରସାମ୍ୟ ହରାଇ ପୋଲ ତଳକୁ ଖସିଲା କାର୍, ୩ ମୃତ ୨ ଗୁରୁତର
  • ||
  • OJEE: ଜୁନ୍‌ ୧୫ ଯାଏ ଛାତ୍ରଛାତ୍ରୀମାନେ ଅନ୍‌ଲାଇନ୍‌ରେ ଆବେଦନ କରିପାରିବେ, ଜୁନ୍‌ ୧୭ତାରିଖ ସୁଦ୍ଧା ଅନ୍‌ଲାଇନ୍‌ରେ ଫି’ଦାଖଲ କରିପାରିବେ
  • ||
  • ପୁରୀ:ଏ ବର୍ଷ ବି ବିନା ଭକ୍ତରେ ହେବ ବିଶ୍ଵ ପ୍ରସିଦ୍ଧ ରଥଯାତ୍ରା, କେବଳ ସେବାୟତ ଟାଣିବେ ରଥ
  • ||
  • ପୁରୀ: ଆଜି ମହାପ୍ରଭୁଙ୍କ ବାହାର ଚନ୍ଦନ ଯାତ୍ରା, ମେ ୧୫ରୁ ଜୁନ୍‌ ୬ ଯାଏଁ ୧୪୪ ଧାରା ଜାରି
  • ||
  • ଚାଷୀ କୂଳ ପାଇଁ ଖୁସି ଖବର: ମେ’ ୩୧ରେ କେରଳ ଛୁଇଁବ ମୌସୁମୀ,ଜୁନ୍ ୧୦ରୁ ୧୨ ସୁଦ୍ଧା ଓଡ଼ିଶା
  • ||
  • ଆଜି ପବିତ୍ର ଅକ୍ଷୟ ତୃତୀୟା, ମାଟି ମା’କୁ ପୂଜା କରି ଚାଷ କାମ ଅନୁୁକୂଳ କରିବେ ଚଷା ପୁଅ
  • ||

ଧାନ କାଟିବାକୁ ଯାଇଥିଲେ, ଦଳିଦେଲା ଦନ୍ତା

ଢେଙ୍କାନାଳ:୨୦|୧୨:  ଢେଙ୍କାନାଳ ଜିଲ୍ଲାରେ ଅନେକ ଦିନ ହେବ ମଣିଷ ଓ ହାତୀଙ୍କ ମଧ୍ୟରେ ଏକ ସଙ୍ଘର୍ଷ ଲାଗିରହିଛି। କେତେବେଳେ ହାତୀ ଆକ୍ରମଣରେ ବ୍ୟକ୍ତି ପ୍ରାଣ ହରାଉଛନ୍ତି, ପୁଣି କେତେବେଳେ ହାତୀର ଶିକାର କରାଯାଉଛି। ତେବେ ଫସଲ ଅମଳ ସମୟରେ ହାତୀପଲ ଗାଁ ମୁହାଁ ହେବା ସହ ଧନଜୀବନ ନଷ୍ଟ କରୁଛନ୍ତି।

ଆଜି ସକାଳେ ଢେଙ୍କାନାଳ ଜିଲ୍ଲା ମହାବିରୋଡ ଅନ୍ତର୍ଗତ କୁନନ୍ଦେଇପୁର ଗ୍ରାମରେ ଏକ ଦନ୍ତା ଆକ୍ରମଣରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତ  ଚାଷୀଜଣଙ୍କ ହେଲେ ଶ୍ରୀକାନ୍ତ ନାୟକ ।

ଶ୍ରୀକାନ୍ତ ସକାଳୁ ଧାନ କାଟିବାକୁ ବିଲକୁ ଯାଇଥିବା ବେଳେ ଦନ୍ତା ହାବୁଡ଼ରେ ପଡ଼ିଥିଲେ। ଏହାପରେ ହାତୀଟି ତାଙ୍କୁ ଆକ୍ରମଣ କରିବା ସହ ଦଳି ଦେଇଥିଲା। ଘଟଣା ସ୍ଥଳରେ ହିଁ ତାଙ୍କର ମୃତ୍ୟୁ ଘଟିଥିଲା।