ଲାଞ୍ଜିଗଡ ବ୍ଲକରେ ହାତୀ ଉପଦ୍ରବ: ଭାଙ୍ଗିଲେ ଘର, ନଷ୍ଟ କଲେ ଫସଲ

କଳାହାଣ୍ଡି, ୦୬|୧୨:  କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ ବ୍ଲକରେ ହାତୀ ଉପଦ୍ରବ ଦେଖାଦେଇଛି। ହାତୀମାନେ ଘର ଭାଙ୍ଗିବା ସହ ବ୍ୟାପକ ଫସଲ ନଷ୍ଟ କରିଛନ୍ତି।

ଗତ କିଛି ଦିନ ତଳେ ହାତୀପଲ ବେଡାଗାଁ ପଚାଂୟତରେ ଉପଦ୍ରବ କରିଥିବା ବେଳେ ବର୍ତ୍ତମାନ ପୋଖରୀବନ୍ଧ ଅଚଂଳରେ ଆତଙ୍କ  ଚଳାଇଛନ୍ତି । ସେମାନେ ୫ଟି ଘର ଭାଙ୍ଗିବା ସହ ମାଣ୍ଡିଆ ଓ ଧାନ ଫସଲ ନଷ୍ଟ କରିଦେଇଛନ୍ତି। ମେଲଭୁଟୁ ଅଂଚଳରେ ମଧ୍ୟ ହାତୀଙ୍କ ଉତ୍ପାତ ଦେଖିବାକୁ ମିଳିଛି।

ଘଟଣାସ୍ଥଳରେ  ବନବିଭାଗ ଓ ବ୍ଲକ ପ୍ରଶାସନ ପହଁଚି ହାତୀଙ୍କୁ ଘଉଡାଇବା ପାଇଁ ଉଦ୍ୟମ ଆରମ୍ଭ କରିଛି।

   ସମ୍ବନ୍ଧିତ ଖବର


ଚାଉଳ ଡବାରୁ ମିଳିଲା ଚାରି ଲକ୍ଷ, ଟଙ୍କା ଚୋରି ଅଭିଯୋଗରେ ଜଣେ ଗିରଫ

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ତ୍ରିବିକ୍ରମ ବେଶ

ରାଜ୍ୟରେ ବାକି ପଡ଼ିଛି ୩୯୩୬ କୋଟିର ଜଳ କର

ବଦଳିଲା ୨ ସ୍ୱତନ୍ତ୍ର ଟ୍ରେନ୍‌ର ଚଳାଚଳ ସମୟ: ଡିସେମ୍ବର ୧ରୁ ହାଓଡା-ସିକନ୍ଦରାବାଦ, ବିଶାଖାପାଟଣା-ବିଜୟୱାଡା ଚାଲିବ

ଟ୍ୱିନ୍‌ ସିଟି ଏନ୍‌ଏଚ୍‌ରେ ଲେନ୍‌ ଡ୍ରାଇଭିଂ: ନିୟମ ଭାଙ୍ଗିଲେ ଧରିବ ସିସିଟିଭି ଓ ଇଣ୍ଟରସେପ୍ଟର, ଘରରକୁ ପଠାଯିବ ଇ-ଚାଲାଣ

ପାଟିରେ ସୁନା ବିସ୍କୁଟ ପୂରାଇ ଚେନ୍ନାଇ ଯିବାକୁ ଚେଷ୍ଟା କରୁଥିଲେ ସ୍ମଗଲର: କଥା କହି ପାରିଲେନି ବୋଲି ଏୟାରପୋର୍ଟରେ ଧରାପଡିଲେ, ୪୦୦ ଗ୍ରାମର ସୁନା ଜବତ