PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନୂଆଦିଲ୍ଲୀ : ଆଜିଠାରୁ ରାଜଧାନୀରେ ଖୋଲିବ ମଲ୍, ବଜାର ଏବଂ ଦୋକାନ, ୫୦ ପ୍ରତିଶତ କ୍ଷମତାରେ ଚାଲିବ ମେଟ୍ରୋ
  • ||
  • ନୂଆଦିଲ୍ଲୀ : ଇସ୍ରାଇଲରେ ନେତ୍‌ନ୍ୟାହୁଙ୍କ ଯୁଗ ଶେଷ, ନଫତାଲୀ ବେନେଟ୍ ହେଲେ ନୂଆ ପ୍ରଧାନମନ୍ତ୍ରୀ
  • ||
  • ଭୁବନେଶ୍ୱର : ରଜ ପାଇଁ ଓଟିଡିସି ଆରମ୍ଭ କଲା ‘ପିଠା ଅନ୍‌ ହ୍ୱିଲ୍‌’, ଭୁବନେଶ୍ୱର ସହ ସମ୍ବଲପୁର ଓ କଟକରେ ମିଳିବ ପିଠା
  • ||
  • ବଅଁରପାଳ : ସୁନାର ସଂସାରକୁ ଛାରଖାର କରିଦେଲା କରୋନା, ଆଗପଛ ହୋଇ ଚାଲିଗଲେ ପୁଅ-ବୋହୂ ଓ ମା, ଅନାଥ ହୋଇଗଲା ୧୪ ମାସର ଶିଶୁପୁତ୍ର
  • ||
  • ପୁରୀ : ଆଜି ଶ୍ରୀମନ୍ଦିରରେ କନ୍ୟା ଚୋରି ନୀତି
  • ||
  • ଭୁବନେଶ୍ୱର : ଆଜି ପହିଲି ରଜ, ଗାଁଠାରୁ ସହର ସବୁଠି ଜମୁଛି ପିଠାପଣାର ଆସର
  • ||
  • ଭୁବନେଶ୍ୱର : ସାରା ରାଜ୍ୟକୁ ଛୁଇଁଲା ମୌସୁମୀ, ଆହୁରି ଦୁଇଦିନ ସ୍ୱଳ୍ପରୁ ମଧ୍ୟମ ବର୍ଷା ସମ୍ଭାବନା, ୧୫ ପର୍ଯ୍ୟନ୍ତ ଧୀବରଙ୍କୁ ସମୁଦ୍ର ମନା
  • ||

ପୋଲିସ-ମାଓବାଦୀ ଗୁଳିବିନିମୟ: ଜଣେ ଯବାନ ସହିଦ, ଜଣେ ଗୁରୁତର ଏବଂ ଜଣେ ମାଓବାଦୀ ନିହତ

ମାଲକାନଗିରି ୨୮।୮:  ମାଲକାନଗିରି ଜିଲ୍ଲାରେ ମାଓବାଦୀ ଓ ପୋଲିସ ମଧ୍ୟରେ ଗୁଳିବିନିମୟ ହୋଇଛି । ଗୁଳି ବିନିମୟ ବେଳେ ଜଣେ ଯବାନ ସହିଦ ହୋଇଥିବାବେଳେ ଜଣେ ଯବାନ ଗୁରୁତର ଭାବେ ଆହତ ହୋଇଛନ୍ତି । ଆହତ ଯବାନଙ୍କୁ ମାଲକାନଗିରି ମେଡିକାଲକୁ ସ୍ଥାନାନ୍ତର କରାଯାଇଛି ।

ବଣ୍ଡାଘାଟି କଦମଗୁଡା ପଞ୍ଚାୟତର ଡାବୁଗୁଡା ଓ ସୋନୁଗୁଡା ଜଙ୍ଗଲରେ ଗୁଳି ବିନିମୟ ଜାରି ରହିଛି । ପୋଲିସ ଗୁଳିରେ ଜଣେ ମାଓବାଦୀର ମୃତ୍ୟୁ ହୋଇଥିବା ଜଣାପଡିଛି ।