ପ୍ରମୁଖ ଖବର
  • ହିଞ୍ଜିଳି : ହିଞ୍ଜିଳିରୁ ଶଙ୍ଖନାଦ କଲେ ମୁଖ୍ୟମନ୍ତ୍ରୀ, କହିଲେ ଆରମ୍ଭ ହେଲା ବିଜେଡିର ବିଜୟ ଯାତ୍ରା
  • ||
  • ଭୁବନେଶ୍ୱର : ମସଲା ବ୍ୟାନ୍‌ ପ୍ରସଙ୍ଗ: ମସଲା ବ୍ୟାନ୍‌ର ମୂଳ କାରଣକୁ ଚିହ୍ନଟ କରାଯିବ
  • ||
  • ଭୁବନେଶ୍ୱର : ନକଲି ପୁଲିସ୍‌, ସିବିଆଇ ଅଧିକାରୀ କହି ଲୁଟୁଥିଲେ; ଇରାନୀ ମୁସଲିମ୍‌ ଗ୍ୟାଙ୍ଗ୍‌ର ୭ ଗିରଫ
  • ||
  • ଭୁବନେଶ୍ୱର : ଲିଭୁନି ଚନ୍ଦକା ନିଅ, ୧୨ ଘଣ୍ଟା ନାକେଦମ୍‌ ବନ କର୍ମଚାରୀ
  • ||
  • ଫୁଲବାଣୀ : ବାରହା ଆକ୍ରମଣରେ ମହିଳା ମୃତ
  • ||
  • ମାଲକାନଗିରି ଜିଲ୍ଲାରୁ ନଗଦ ୩୦ ଲକ୍ଷ ଜବତ, ୨ ଗିରଫ
  • ||
  • ଭୁବନେଶ୍ଵର : ମେ ୧ରେ ୪୮ ଡିଗ୍ରୀ ଛୁଇଁବ, ଆହୁରି ୬ ଡିଗ୍ରୀ ବଢ଼ିଯିବ ତାତି
  • ||

ପୋଲିସ-ମାଓବାଦୀ ଗୁଳିବିନିମୟ: ଜଣେ ଯବାନ ସହିଦ, ଜଣେ ଗୁରୁତର ଏବଂ ଜଣେ ମାଓବାଦୀ ନିହତ

ମାଲକାନଗିରି ୨୮।୮:  ମାଲକାନଗିରି ଜିଲ୍ଲାରେ ମାଓବାଦୀ ଓ ପୋଲିସ ମଧ୍ୟରେ ଗୁଳିବିନିମୟ ହୋଇଛି । ଗୁଳି ବିନିମୟ ବେଳେ ଜଣେ ଯବାନ ସହିଦ ହୋଇଥିବାବେଳେ ଜଣେ ଯବାନ ଗୁରୁତର ଭାବେ ଆହତ ହୋଇଛନ୍ତି । ଆହତ ଯବାନଙ୍କୁ ମାଲକାନଗିରି ମେଡିକାଲକୁ ସ୍ଥାନାନ୍ତର କରାଯାଇଛି ।

{"id":39336,"width":688,"height":516}

ବଣ୍ଡାଘାଟି କଦମଗୁଡା ପଞ୍ଚାୟତର ଡାବୁଗୁଡା ଓ ସୋନୁଗୁଡା ଜଙ୍ଗଲରେ ଗୁଳି ବିନିମୟ ଜାରି ରହିଛି । ପୋଲିସ ଗୁଳିରେ ଜଣେ ମାଓବାଦୀର ମୃତ୍ୟୁ ହୋଇଥିବା ଜଣାପଡିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.