ପ୍ରମୂଖ ଖବର
  • ରଥଯାତ୍ରା ଏଂବ ସ୍ନାନ ପୂର୍ଣ୍ଣିମାକୁ ନେଇ ଗୁରୁତ୍ଵପୂର୍ଣ୍ଣ ବୈଠକ ବସିବ, ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ବସିବ
  • ||
  • ପଙ୍କରେ ଫସିଲେ ୩ ଦନ୍ତା ହାତୀ, ଖାଦ୍ୟ ଅନ୍ବେଷଣରେ ଆସି ଅଟକି ରହିଛନ୍ତି
  • ||
  • ମୋହନା: ଶଳାକୁ ଗୁଳି କରି ହତ୍ୟା କଲା ଭିଣୋଇ
  • ||
  • ଜମି ବିବାଦକୁ ନେଇ ମାଆ ଓ ଝିଅଙ୍କୁ ଛୁରା ମାଡ଼ ଘଟଣା, ଜେଲ ଗଲା ଅଭିଯୁକ୍ତ ସୂରଜ
  • ||
  • ଭାରତୀୟ ରେଳବାଇ ରଚିଲା ଇତିହାସ, 'ଲିମକା ବୁକ୍ ଅଫ୍ ରେକର୍ଡସ'ରେ ପାଇଲା ସ୍ଥାନ
  • ||
  • କରଞ୍ଜିଆ: ଫେରିଲେ ଝାଡ଼ଖଣ୍ଡି ହାତୀପଲ, ୨୦ରୁ ଊର୍ଦ୍ଧ୍ବ ଗାଁରେ ଭୟର ବାତାବରଣ
  • ||
  • ଅଗ୍ନିକାଣ୍ଡରେ ଜଳିଗଲା ଦୁଇ ବଖରା ଘର, ନିଆଁରେ ପୋଡି ହୋଇ ମହିଳା ଗୁରୁତର
  • ||
  • ଆଜି ଶେଷ ରଜ ଉତ୍ସବ: ସବୁଠି ପିଠା, ମିଠା, ପାନର ଆସର
  • ||
  • ଆଜି ପିତୃ ଦିବସ: ବାପାଙ୍କ ପାଇଁ ଦିନଟିଏ, ବାପା ବିଶ୍ବାସର ବରଗଛ, ଭରଷାର ଭବିଷ୍ୟତ
  • ||
  • ଓଡ଼ିଶାରେ ନାକେଦମ୍ କରୁଛି ତାତି, କାଲିଠୁ ମିଳିବ ଆଶ୍ୱସ୍ତି: ୨୪ ସୁଦ୍ଧା ରାଜ୍ୟରେ ମୌସୁମୀ ବର୍ଷା ସମ୍ଭାବନା
  • ||

କଣ୍ଟାମାଳ ବରଗାଁରେ ପୋଲିସ-ମାଓବାଦୀ ମୁହାଁମୁହିଁ, ଗୁଳି ବିନିମୟ ଜାରି

ବୌଦ୍ଧ, ୨୫।୦୪ :  ବୌଦ୍ଧ ଜିଲ୍ଲା କଣ୍ଟାମାଳ ବରଗାଁ ପଞ୍ଚାୟତ ପାଢେଲ ଡ୍ୟାମ୍ ନିକଟରେ ପୋଲିସ-ମାଓବାଦୀ ମୁହାଁମୁହିଁ ହୋଇଛନ୍ତି। ଉଭୟ ପକ୍ଷରୁ ଗୁଳିବିନିମୟ ଜାରି ରହିଛି। ଜଙ୍ଗଲରେ ଏବେବି ସର୍ଚ୍ଚ ଅପରେସନ ଚାଲିଛି। 

ସୂଚନା ଅନୁଯାୟୀ, କଣ୍ଟାମାଳ ବରଗାଁ ପଞ୍ଚାୟତ ଡ୍ୟାମ୍ ନିକଟରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ କମ୍ବିଂ ଅପରେସନ ଚାଲିଥିଲା। ଏହି ସମୟରେ ସୁରକ୍ଷାକର୍ମୀ ଏବଂ ମାଓବାଦୀ ମୁହାଁମୁହିଁ ହୋଇଥିଲେ। ପୋଲିସଙ୍କୁ ଦେଖି ମାଓବାଦୀମାନେ ଗୁଳି ଚଳାଇଥିଲେ। ସୁରକ୍ଷାକର୍ମୀ ଏହାର ଦୃଢ ଜବାବ ଦେଉଛି। ଦୀର୍ଘ ସମୟ ଧରି ଉଭୟଙ୍କ ମଧ୍ୟରେ ଗୁଳିବିନିମୟ ଜାରି ରହିଛି। ପୋଲିସର କୁମ୍ବିଂ ପରେ ସବୁ ସାମ୍ନାକୁ ଆସିବ ବୋଲି ଅନୁମାନ କରାଯାଉଛି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.