PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ଓଡ଼ିଶା ଅନଲକ୍‌ ହେବା ନେଇ ସୋସିଆଲ ମିଡିଆରେ ପ୍ରଚାର ହେଉଛି ଗୁଜବ, ସ୍ପଷ୍ଟୀକରଣ ଦେଲେ SRC- ଏଭଳି ମାର୍ଗଦର୍ଶିକା ଜାରି ହୋଇନି
  • ||
  • ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟାରେ ଚିହ୍ନଟ ହେଲେ ଆଉ ୪ ହଜାର ୩୩୯ କରୋନା ପଜିଟିଭ, ସଂକ୍ରମିତଙ୍କ ସଂଖ୍ୟା ୮ ଲକ୍ଷ ୫୬ ହଜାର ପାର୍
  • ||
  • ଭୁବନେଶ୍ୱର : ଗଣପର୍ବ ରଜ ଅବସରରେ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
  • ||
  • ନୂଆଦିଲ୍ଲୀ : ଆଜିଠାରୁ ରାଜଧାନୀରେ ଖୋଲିବ ମଲ୍, ବଜାର ଏବଂ ଦୋକାନ, ୫୦ ପ୍ରତିଶତ କ୍ଷମତାରେ ଚାଲିବ ମେଟ୍ରୋ
  • ||
  • ନୂଆଦିଲ୍ଲୀ : ଇସ୍ରାଇଲରେ ନେତ୍‌ନ୍ୟାହୁଙ୍କ ଯୁଗ ଶେଷ, ନଫତାଲୀ ବେନେଟ୍ ହେଲେ ନୂଆ ପ୍ରଧାନମନ୍ତ୍ରୀ
  • ||
  • ଭୁବନେଶ୍ୱର : ରଜ ପାଇଁ ଓଟିଡିସି ଆରମ୍ଭ କଲା ‘ପିଠା ଅନ୍‌ ହ୍ୱିଲ୍‌’, ଭୁବନେଶ୍ୱର ସହ ସମ୍ବଲପୁର ଓ କଟକରେ ମିଳିବ ପିଠା
  • ||
  • ବଅଁରପାଳ : ସୁନାର ସଂସାରକୁ ଛାରଖାର କରିଦେଲା କରୋନା, ଆଗପଛ ହୋଇ ଚାଲିଗଲେ ପୁଅ-ବୋହୂ ଓ ମା, ଅନାଥ ହୋଇଗଲା ୧୪ ମାସର ଶିଶୁପୁତ୍ର
  • ||
  • ପୁରୀ : ଆଜି ଶ୍ରୀମନ୍ଦିରରେ କନ୍ୟା ଚୋରି ନୀତି
  • ||
  • ଭୁବନେଶ୍ୱର : ଆଜି ପହିଲି ରଜ, ଗାଁଠାରୁ ସହର ସବୁଠି ଜମୁଛି ପିଠାପଣାର ଆସର
  • ||
  • ଭୁବନେଶ୍ୱର : ସାରା ରାଜ୍ୟକୁ ଛୁଇଁଲା ମୌସୁମୀ, ଆହୁରି ଦୁଇଦିନ ସ୍ୱଳ୍ପରୁ ମଧ୍ୟମ ବର୍ଷା ସମ୍ଭାବନା, ୧୫ ପର୍ଯ୍ୟନ୍ତ ଧୀବରଙ୍କୁ ସମୁଦ୍ର ମନା
  • ||

ଜବରଦଖଲ ଉଚ୍ଛେଦର ଆଜି ଦ୍ବିତୀୟ ଦିନ; ଶ୍ରୀମନ୍ଦିର ଚାରିପାଖେ ବୁଲିଲା ବୁଲଡୋଜର

ପୁରୀ ୨୦|୮: ପୁରୀ ଶ୍ରୀମନ୍ଦିର ଚାରିକଡରେ ଥିବା ଜବରଦଖଲ ଉଚ୍ଛେଦର ଆଜି ଦ୍ବିତୀୟ ଦିନ । ପୁରୀ ପ୍ରଶାସନ ପକ୍ଷରୁ ହେଉଥିବା ଏହି ଉଚ୍ଛେଦ ପ୍ରକ୍ରିୟାରେ ଗତକାଲି ମେଘନାଦ ପାଚେରୀ ପାଖରେ ଥିବା ପୋଲିସ ଫାଣ୍ଡି, ଜୋତା ଷ୍ଟାଣ୍ଡ, ସୂଚନା କେନ୍ଦ୍ର, ଶୌଚାଳୟ ଆଦି ଭଙ୍ଗାଯାଇଥିଲା ।

ବିଳମ୍ବିତ ରାତି ଯାଏଁ ଏହି ଉଚ୍ଛେଦ ପ୍ରକ୍ରିୟା ଜାରି ରହିଥିଲା ।ଆଜି ପୁଣି ବାକି ରହିଯାଇଥିବା ନିର୍ମାଣ ଗୁଡ଼ିକର ଉଚ୍ଛେଦ କାର୍ଯ୍ୟ କରାଯିବ ।  ଉଚ୍ଛେଦ ସମୟରେ ଜିଲ୍ଲାପାଳ, ଏସପିଙ୍କ ସମେତ ୧୦ରୁ ଅଧିକ ମାଜିଷ୍ଟ୍ରେଟ୍ ଉପସ୍ଥିତି ଥିଲେ । ଆଇନଶୃଙ୍ଖଳା ପରିସ୍ଥିତିକୁ ନଜରରେ ରଖି ୨୪ ପ୍ଲାଟୁନ୍ ଫୋର୍ସ ମୁତୟନ କରାଯାଇଛି ବୋଳି ସୂଚନା ମିଳିଛି ।