PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ଵର : ଭ୍ୟାକ୍ସିନ ନେବା ପରେ ବି ହେଉଛି କରୋନା, ଓଡିଶାରେ ଟିକା ନେବା ପରେ କେତେ ଲୋକଙ୍କର ଡେଥ୍ ହୋଇଛି ତାହାର ତର୍ଜମା କରୁଛି ଟେକନିକାଲ ଟିମ୍- ଆଇଏଲଏସ୍ ନିର୍ଦ୍ଦେଶକ
  • ||
  • ମାଲକାନଗିରି : ମାଲକାନଗିରି କାଲିମେଳା ଥାନା ଟେକଗୁଡା ଗ୍ରାମରେ ଥିବା ପରିବାର ଲୋକଙ୍କ ନିକଟରେ ପହଁଚିଲା ମୃତ ମାଓନେତା ରଣଦେଵଙ୍କ ଶବ, ଆନ୍ଧ୍ରପ୍ରଦେଶ ସୀମାନ୍ତରେ ପୁଲିସର ଏନକାଉଣ୍ଟରରେ ଚାଲିଯାଇଥିଲା ଜୀବନ
  • ||
  • ନୂଆପଡ଼ା : ଗାଁରେ ପଶିଗଲା ବାଟବଣା ହରିଣ, ଉଦ୍ଧାର କରି ସୁନାବେଡା ଅଭୟାରଣ୍ୟରେ ଛାଡିଲା ବନ୍ୟପ୍ରାଣୀ ବିଭାଗ
  • ||
  • ଭୁବନେଶ୍ୱର: ଓଡ଼ିଆ ଆଇଏଏସ୍ ଗୁରୁପ୍ରସାଦ ମହାପାତ୍ର ଦେହାନ୍ତ
  • ||
  • ପୁରୀ: ମହାପ୍ରଭୁଙ୍କ ସେନାପଟା ଓ ବାହୁଟ ସେବା ନିମନ୍ତେ ବଉଳ ଗଛ ଚିହ୍ନଟ, ନିର୍ଜ୍ଜଳା ଏକାଦଶୀ ତିଥିରେ ହେବ ବୃକ୍ଷ ଚ୍ଛେଦନ
  • ||
  • ଯାଜପୁର: ଭାଇ ବିହାଘରରେ ନାଗିନ୍‌ ଡ୍ୟାନ୍ସ ପଡ଼ିଲା ମହଙ୍ଗା, କୋଭିଡ୍‌ କଟକଣାକୁ ଫୁ କରି ନିଲମ୍ବିତ ହେଲେ ସୁକିନ୍ଦା ତହସିଲଦାର ବୁଲ୍‌ବୁଲ୍‌ ବେହେରା
  • ||
  • କଟକ: ନରସିଂହପୁର ବ୍ଲକ ଅନ୍ତର୍ଗତ ସାନ ଗାଁରେ ବାଇଗଣ ବିଲକୁ ଯାଇଥିବା ବେଳେ ମହିଳାଙ୍କୁ ଆକ୍ରମଣ କଲା ବାରାହ , ଆହତ ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି
  • ||
  • ବଲାଙ୍ଗୀର : ତାଲା ଭାଙ୍ଗି ମଦ ଦୋକାନରୁ ଚୋରି, ଦୋକାନରୁ ପ୍ରାୟ ୫ ଲକ୍ଷ ଟଙ୍କାର ୪୯ ପେଟି ମଦ ଚୋରି
  • ||
  • ଲମତାପୁଟ : କୋରାପୁଟ ଜିଲ୍ଲା ମାଛକୁଣ୍ଡୁ ପୋଲିସ ଦ୍ୱାରା ଟ୍ରକ୍ ସହ ୨୫ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଜଣେ ଗିରଫ
  • ||
  • ବାଲେଶ୍ୱର: ବାପାକୁ କଟୁରୀରେ ହାଣିଲା ମାତାଲ ପୁଅ, ପ୍ରାଣ ବିକଳରେ ଦୌଡି ପଳାଇଲା ମା’
  • ||
  • ପାଟଣା : ଦୋକାନ ଆଜବେଷ୍ଟସ୍ ଭାଙ୍ଗି ଚୋରି କରୁଥିଲେ, କାବୁ କଲେ ଗ୍ରାମବାସୀ, ଚୋରଙ୍କ ଛୁରା ମାଡ଼ରେ ପୋଲିସ କର୍ମଚାରୀ ଆହତ
  • ||
  • କୋକସରା : ଲିମ୍ବ ଗଛରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା ?
  • ||
  • ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟାରେ ୩୪୨୭ କୋଭିଡ୍ ପଜିଟିଭ୍ ଚିହ୍ନଟ
  • ||
  • ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୨ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୩୫୫୦ ଜଣଙ୍କୁ ବୃଦ୍ଧି
  • ||
  • ଭୁବନେଶ୍ୱର : ଏଯାବତ୍‌ ରାଜ୍ୟରେ ୨୪% ଅଧିକ ବର୍ଷିଛି ମୌସୁମୀ ବର୍ଷା, ଆସନ୍ତା ଦୁଇଦିନ ବଡ଼ ବର୍ଷା ନାହିଁ, ୨୧ରୁ ବଢ଼ିପାରେ
  • ||
  • ଦଶପଲ୍ଲା : ବାଣୀଗୋଛାର ନାବାଳିକା ଦୁଷ୍କର୍ମ ଓ ହତ୍ୟା ମାମଲା, ୩ଦିନ ରିମାଣ୍ଡରେ ଗଲା ଅଭିଯୁକ୍ତ
  • ||
  • ଭୁବନେଶ୍ୱର : ଓଲିଉଡର ବିଶିଷ୍ଟ କଣ୍ଠଶିଳ୍ପୀ ତପୁ ମିଶ୍ରଙ୍କୁ ସଂସ୍କୃତି ବିଭାଗର ସହାୟତା
  • ||
  • ଚଣ୍ଡୀଗଡ଼ : କିମ୍ବଦନ୍ତୀ ଆଥ୍‌ଲେଟ୍‌ ମିଲଖାଙ୍କ ପରଲୋକ, ଶୋକ ପ୍ରକାଶ କଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
  • ||
  • ଭୁବନେଶ୍ୱର : ଭିଜିଲାନସ୍‌ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀଙ୍କ ବିୟୋଗ
  • ||
  • କରଞ୍ଜିଆ : ୧୪ ବର୍ଷୀୟା ନାବାଳିକାକୁ ଗଣଦୁଷ୍କର୍ମ, ମୁହଁରେ କପଡା ଦେଇ ରାତିରେ ଘରୁ ଉଠାଇ ନେଇଥିଲେ ୨ ଦୁର୍ବୃତ୍ତ
  • ||

୧ନମ୍ବର ହାଟର ବେଆଇନ ଜବରଦଖଲ ଉଚ୍ଛେଦ

ଭୁବନେଶ୍ବର ୧୦/୯: ଆକ୍ସନ ମୁଡରେ ବିଏମସି ଓ ବିଡିଏ। ଏକ ନମ୍ବର ହାଟକୁ ବର୍ଷ ବର୍ଷ ଧରି ଅନୌତି ଉପାୟରେ ସରକାରୀ ଜାଗାକୁ ମାଡି ବସିଥିବା ନିର୍ଘିଷ୍ଟ ଗୋଷ୍ଠୀଙ୍କ ଠାରୁ ବିଏମସି ମୁକ୍ତ କରିଛି। ଗଣେଷ ମଣ୍ଡପକୁ ବିଏମସି ଓ ବିଡିଏ ମିଳିତ ଉଦ୍ୟମରେ ଜବଦଖଲ  ମୁକ୍ତ କରିବା ସହ ସରକାରୀ ଖାତାକୁ ଆଣିଛି।

ଏକ ନମ୍ବର ହାଟରେ ଚାଳିଥିବା ବେଆଇନ କାରବାର ଫଳରେ ବର୍ଷ ବର୍ଷ ଧରି ସରକାରୀ ଟଙ୍କା ହଡପ କରି ନିଜ ପକେଟରେ ଭର୍ତ୍ତି କରୁଥିବା ନିର୍ଦ୍ଦିଷ୍ଟ ଗୋଷ୍ଠୀ ଲାଗିଛି  ଛାଟ । ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ  ବିଏମସି ଆକ୍ସନ ମୋଡକୁ ଆସିବା ପରେ ବିଡିଏ ଏବଂ କ୍ୟାପିଟାଲ ଥାନାରା ମିଳିତ ଟିମ୍‌ର ଉପସ୍ଥିତିରେ  ଗଣେଷ ମଣ୍ଡପରେ ଥିବା ସମସ୍ତ  ଦୋକାନର ଘର ତାଲା ଭାଙ୍ଗ ନିଜ ଅକ୍ତିଆରକୁ ଆଣାଯାଇଛି।

ଗଣେଶ ମଣ୍ଡପକୁ ଜବରଦଖଲ କରି ବେଆଇନ୍ ଭାବେ ଭଡା ଲଗାଇଥିଲେ କିଛି ନିର୍ଦ୍ଦଷ୍ଠ ଗୋଷ୍ଠୀ। ରାଜ୍ୟ ସରକାରଙ୍କୁ ଅର୍ଥ ନଦେଇ ଲୁଟ୍ କରୁଥିଲେ ଜବରଦଖଲକାରୀ। ୩ ବର୍ଷ ତଳେ ନ୍ୟୁଜ ସେଭେନ୍ ଏକ ନମ୍ବର ହାଟରେ ଚାଲିଥିବା ଏଭଳି ବେଆଇନ କାରବାରର ଖୁଲାସା କରିଥିଲା। ଷ୍ଟିଙ୍ଗ୍ ଅପରେସନ କରି ଦୁର୍ନୀତିକୁ ସାମ୍ନାକୁ ଆଣିଥିଲା ନ୍ୟୁଜ ସେଭେନ୍।

ଏହି ଉଚ୍ଛେଦ ବେଳେ ଗଣେଶ ମନ୍ଦିର ନିକଟରେ ମଦ ବୋତଲ ଗଡ଼ୁଥିବା ମଧ୍ୟ ଦେଖିବାକୁ ମିଳିଥିଲା। ଅର୍ଥାତ୍ ଏଠାରେ କିଭଳି କାରବାର ହେଉଥିଲା ତାହା ସ୍ପଷ୍ଟ ହୋଇଛି ।ତେବେ ଗଣେଶଙ୍କ ପୂଜା ଯଥା ରୀତିରେ ଚାଲିବ ବୋଲି ବିଏମସି ଅଧିକାରୀ ସୂଚନା ଦେଇଛନ୍ତି।

ସମ୍ବନ୍ଧିତ ଖବର