PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଇସ୍ତଫା ଦେଲେ ଦିଲ୍ଲୀ ଉପରାଜ୍ୟପାଳ ଅନୀଲ ବୈଜଲ, ରାଷ୍ଟ୍ରପତିଙ୍କୁ ପଠାଇଲେ ଇସ୍ତଫା ପତ୍ର
  • ||
  • ଜ୍ଞାନବାପୀ ମସଜିଦ ବିବାଦ: ଶିବ ଲିଙ୍ଗକୁ ନେଇ ଆପତ୍ତିଜନକ ମନ୍ତବ୍ୟ ପଡିଲା ମହ‌ଙ୍ଗା, AIMIM ନେତା ଦାନିଶ କ୍ୟୁରେସୀ ଗିରଫ
  • ||
  • ଦେବଗଡ଼ : ମଦ ନିଶାରେ ଭୁଲିଗଲା ରକ୍ତ ସମ୍ପର୍କ, ଜନ୍ମକଲା ପୁଅକୁ କଟୁରୀରେ ହାଣି ହତ୍ୟାକଲା ସଇତାନ ବାପା
  • ||
  • ଭୁବନେଶ୍ଵର : ତିର୍ତ୍ତୋଲ ବିଧାୟକଙ୍କ କୋର୍ଟ ମ୍ୟାରେଜ୍‌କୁ ନେଇ ପରିବାରରେ ଅସନ୍ତୋଷ, ଆତ୍ମହତ୍ୟା ଉଦ୍ୟମ କଲେ ବିଜୟଙ୍କ ମାଆ
  • ||
  • ଭୁବନେଶ୍ଵର : ରାଜ୍ୟରେ ଖସୁଛି କରୋନା ଗ୍ରାଫ୍, ୨୪ ଘଣ୍ଟା ମଧ୍ୟରେ ୧୩ ପଜିଟିଭ୍ ଚିହ୍ନଟ
  • ||
  • ଭୁବନେଶ୍ଵର : ବରମୁଣ୍ଡା ତ୍ରିନାଥ ମନ୍ଦିର ନିକଟରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
  • ||
  • ପୁରୀ : ଜୀବନ ନେଲା ମୁକୁଳା ଡ୍ରେନ୍ ! ପୁରୀ ବଡଦାଣ୍ଡ ନାଳରୁ ଯୁବକଙ୍କ ମୃତଦେହ ଉଦ୍ଧାର
  • ||
  • କଟକ : ପାଣି ଟାଙ୍କି ତଳୁ ଯୁବତୀଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||

ଖୋର୍ଦ୍ଧାରୁ ବିପୁଳ ପରିମାଣରେ ବ୍ରାଉନସୁଗାର ଜବତ, ଜଣେ ଗିରଫ

ଖୋର୍ଦ୍ଧା, ୨୫/୦୧ : ଖୋର୍ଦ୍ଧାରୁ ବିପୁଳ ପରିମାଣରେ ବ୍ରାଉନସୁଗାର ଜବତ। ସାମନ୍ତରାପୁରର ରାଜେନ୍ଦ୍ର ପୃଷ୍ଟିଙ୍କ ଘରେ ଓ ପ୍ରାଣୀଧନ ଚିକିତ୍ସାଳୟ ନିକଟ ପରିବା ଦୋକାନରେ ଚଢାଉ କରି ଏହି ବ୍ରାଉନସୁଗର ଜବତ କରିଛି ଅବକାରୀ ପୋଲିସ । ଏହା ସହ ଏହି ରାକେଟ୍‌ରେ ସଂପୃକ୍ତ ଥିବା ଜଣେ ବ୍ୟକ୍ତିକୁ ଅଟକ ରଖି ପଚରାଉଚୁରା କରୁଛି ପୋଲିସ। ରାଜ୍ୟ ଅବକାରୀ ଫ୍ଲାଇଂ ସ୍କ୍ଵାର୍ଡ କଟକ ଅଧିକ୍ଷକ ଦେବାଶିଷ ପଟେଲଙ୍କ ନେତୃତ୍ଵରେ ଏକ ୧୫ ଜଣିଆ ଟିମ୍ ଏହି ଚଢାଉରେ ସାମିଲ ହୋଇଥିଲେ। ତେବେ ଏହି ଧଳା ଜହର କାରବାରରେ ଆଉ କେଉଁମାନଙ୍କର ସମ୍ପୃକ୍ତି ରହିଛି ସେନେଇ ଖୋଳତାଡ କରୁଛି ପୋଲିସ।