PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ଵର : ବହୁ ଚର୍ଚ୍ଚିତ ବୁଲିବାଇ ଆପ୍ ମାମଲା, ଭୁବନେଶ୍ଵରରୁ ମୁଖ୍ୟ ଅଭିଯୁକ୍ତ ଗିରଫ
  • ||
  • ମାଲକାନଗିରି : ଦାନ୍ତେୱାଡାରେ ଏନକାଉଣ୍ଟର, ହାର୍ଡକୋର୍ ମାଓନେତା ମୁଇଆ ମାଡକାମ ନିହତ
  • ||
  • ବାଲିପାଟଣା : କଟନି ଛଟନୀକୁ ବିରୋଧ କରି ଚାଷୀଙ୍କ ରାସ୍ତାରୋକ
  • ||
  • ରାୟଗଡ଼ା : ବିଷାକ୍ତ ମଦ୍ୟପାନ କରି ଦୁଇ ଭାଇଙ୍କ ମୃତ୍ୟୁ ଅଭିଯୋଗ
  • ||
  • କାମାକ୍ଷାନଗର : ସାହି ଭିତରେ ପଶି ଆକ୍ରମଣ କଲା ଜଙ୍ଗଲୀ ବାରହା, ୬ ଆହତ ଜଣେ ଗୁରୁତର
  • ||
  • ଭୁବନେଶ୍ଵର: ଆଇସିୟୁରେ ରୋଗୀ ନାହାଁନ୍ତି, ଅକ୍ସିଜେନ୍‌ର ଆବଶ୍ୟକତା ନାହିଁ, ସ୍ଥିତି ନିୟନ୍ତ୍ରଣାଧୀନ : ଜନସ୍ଵାସ୍ଥ୍ୟ ନିର୍ଦ୍ଦେଶକ
  • ||
  • ଭୁବନେଶ୍ୱର: ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୦୧କୁ ବୃଦ୍ଧି
  • ||
  • କଟକ : ଲିଙ୍ଗ ନିରୂପଣ ମାମଲାରେ ଦୁଇ ଦଲାଲ୍‌ ଗିରଫ, ଦେଢ଼ ହଜାର କମିସନ୍‌ ରଖି ମହିଳାଙ୍କୁ ପଠାଉଥିଲେ
  • ||
  • ଚୌଦ୍ଵାର : ସୁନା ବ୍ୟବସାୟୀଙ୍କ ଉପରକୁ ଗୁଳିମାଡ଼, ଲକ୍ଷାଧିକ ଟଙ୍କାର ସୁନାଗହଣା ଲୁଟିନେଲେ ୩ ଦୁର୍ବୃତ୍ତ
  • ||
  • ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ୧୦,୩୬୮ ଜଣ କରୋନା ପଜିଟିଭ
  • ||
  • ଭୁବନେଶ୍ୱର : ବଦଳିଲା ପାଗ, ଆସନ୍ତାକାଲିଠୁ ପୁଣି ବର୍ଷିବ
  • ||

ମଦ ଜବତ କରିବାକୁ ଯାଇଥିବା ବେଳେ ଅବକାରୀ କର୍ମଚାରୀଙ୍କୁ ଆକ୍ରମଣ


ଭୁବନେଶ୍ୱର,୩ ।୬ ଚୋରା ଦେଶୀ ମଦ ଜବତ କରିବାକୁ ଯାଇଥିବା ବେଳେ ଆକ୍ରମଣର ଶିକାର ହୋଇଛନ୍ତି ଅବକାରୀ କର୍ମଚାରୀ । ଏଥିରେ ୫ ଜଣ ଅବକାରୀ କର୍ମଚାରୀ ଆହତ ହୋଇଛନ୍ତି । ଭୁବନେଶ୍ୱର ଭରତପୁର ବସ୍ତିରେ ଏଭଳି ଘଟଣା ଘଟିଛି ।

ଭରତପୁର ବସ୍ତିରେ ଦେଶୀ ମଦ ବେପାର ଚାଲିଥିଲା । ଖବର ପାଇ ଅବକାରୀ ପୋଲିସ ପହଞ୍ଚି ଚଢାଉ କରିଥିଲା । ତେବେ ଚଢାଉ ସମୟରେ ବସ୍ତିର କେତେ ଜଣ ଲୋକ ଅବକାରୀ କର୍ମଚାରୀଙ୍କ ଉପରେ ଆକ୍ରମଣ କରିଥିଲେ । ଏଭଳିକି ଅବକାରୀ କର୍ମଚାରୀଙ୍କ ଗାଡିକୁ ଭଙ୍ଗାରୁଜୁା କରିଥିଲେ ।