PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର: ବାତ୍ୟା ପ୍ରଭାବିତ ୧୧ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା
  • ||
  • ଭୁବନେଶ୍ଵର : ବାତ୍ୟା ପ୍ରଭାବିତ ୧୧ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା
  • ||
  • ଭୁବନେଶ୍ଵର : ମଧ୍ୟରାତ୍ରୀ ସୁଦ୍ଧା ଲ୍ୟାଣ୍ଡଫଲ୍ କରିବ ବାତ୍ୟା ଗୁଲାବ, ଗଞ୍ଜାମ ଓ ଗଜପତିରେ ପଡିବ ବେଶି ପ୍ରଭାବ
  • ||
  • ମାଲକାନଗିରି : ବାତ୍ୟା ମୁକାବିଲା ପାଇଁ ସଜାଗ ମାଲକାନଗିରି ଜିଲ୍ଲା ପ୍ରଶାସନ, ୬ଟି ଓଡ୍ରାଫ୍ ଓ ଗୋଟିଏ ଏନଡିଆରଏଫ୍ ଟିମ୍ ନିୟୋଜିତ
  • ||
  • କଟକ : ମହାନଦୀ ପୋଲ ଉପରୁ ପାଣିକୁ ଡେଇଁଲେ ବିଜେବି କଲେଜ କେମେଷ୍ଟ୍ରି ଲାବୋରେଟୋରୀ ଆସିଷ୍ଟାଣ୍ଟ
  • ||
  • ସୋରୋ : ବ୍ୟବସାୟୀଙ୍କୁ ମରଣାନ୍ତକ ଆକ୍ରମଣ, ୨୦ ହଜାର ଟଙ୍କା ଓ ସୁନା ଚେନ୍ ଲୁଟିନେଲେ ଦୁର୍ବୃତ୍ତ
  • ||
  • କଟକ: କଟକ ଯୋବ୍ରା ନିକଟରୁ ଠାବ ହେଲା ନିଖୋଜ ହାତୀର ମୃତଦେହ, ଶୁକ୍ରବାର ରାତିରେ ମହନଦୀରେ ଭାସଯାଇଥିଲା
  • ||
  • ଭୁବନେଶ୍ୱର: ରାଜ୍ୟରେ ଖସୁଛି ସଂକ୍ରମଣ, ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ୫୮୫ ଜଣ ପଜିଟିଭ୍
  • ||
  • ଭୁବନେଶ୍ୱର: ରାଜ୍ୟରେ ଆଉ ୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୧୭୫କୁ ବୃଦ୍ଧି
  • ||
  • ଅନୁଗୁଳ: କୋଡିଏମାଇଲ ଛକରେ ଥିବା ୨ଟି ଦୋକାନରୁ ଚୋରି କରୁଥିବା ବେଳେ ଧରାପଡିଗଲେ ୩ ଯୁବକ, ଖୁଣ୍ଟରେ ବାନ୍ଧି ଉତ୍ତମ ମଧ୍ୟମ ଦେଲେ ସ୍ଥାନୀୟଲୋକ
  • ||
  • ଭୁବନେଶ୍ୱର: ମାଡ଼ି ଆସୁଛି ବାତ୍ୟା ଗୁଲାବ୍, ମଧ୍ୟ ରାତ୍ରରେ ହେବ ଲ୍ୟାଣ୍ଡଫଲ୍
  • ||
  • ଆଇପିଏଲ୍- ୨୦୨୧: ଆଜି ରୋହିତ ଓ ବିରାଟଙ୍କ ମଧ୍ୟରେ କଡ଼ା ମୁକାବିଲା, ବିଜୟ ଲକ୍ଷ୍ୟରେ ଉଭୟ ଦଳ
  • ||
  • ଭୁବନେଶ୍ୱର: ‘ରମାଦେବୀ’ରେ ପିଏଚ୍‌ଡି ନାମଲେଖା ପାଇଁ ପ୍ରକାଶ ପାଇଲା ମେରିଟ ଲିଷ୍ଟ୍, ୧୧ଟି ବିଭାଗରେ ମୋଟ୍ ୬୦ ଛାତ୍ରୀଙ୍କୁ ଚୟନ..
  • ||
  • ପଞ୍ଜାବ: ଆଜି ପଞ୍ଜାବ କ୍ୟାବିନେଟ ସମ୍ପ୍ରସାରଣ ,ଶପଥ ନେବେ ମନ୍ତ୍ରୀ, ଚନ୍ନୀଙ୍କ ଟିମ୍‌ରେ ସାମିଲ ହେବେ ୭ ନୂଆ ଚେହେରା
  • ||

୧୭ ବର୍ଷୀୟ ଯୁବକଙ୍କ ଗୁପ୍ତାଙ୍ଗ କାଟି ହତ୍ୟା -ପ୍ରେମିକା ଘର ଆଗରେ ପ୍ରେମିକର ଜୁଇ ଜାଳିଲେ ପରିବାର ଲୋକ


ମୁଜାଫରପୁର : ବିହାରର ମୁଜାଫରପୁର ଜିଲ୍ଲାରେ ସୌରଭ କୁମାର ନାମକ ଜଣେ ୧୭ ବର୍ଷୀୟ ଯୁବକଙ୍କର ଯୌନାଙ୍ଗ କାଟି ତାଙ୍କୁ ହତ୍ୟା କରାଯାଇଛି । ସୌରଭ ତାଙ୍କ ପ୍ରେମିକାଙ୍କ ଘରକୁ ଯାଇଥିବା ସମୟରେ ପ୍ରେମିକାଙ୍କ ଘର ଲୋକେ ଉଭୟଙ୍କୁ ଦେଖିଥିଲେ । ଏଥିରେ ଉତ୍ୟକ୍ତ ହୋଇ ପ୍ରେମିକାଙ୍କ ପରିବାର ଲୋକେ ସୌରଭଙ୍କର ଯୌନାଙ୍ଗକୁ କାଟି ଦେବା ସହ ପିଟିପିଟି ହତ୍ୟା କରିଥିଲେ ।

କଣ୍ଟି ଥାନା ଅନ୍ତର୍ଗତ ରେପୁରା ରାମପୁରୁଶ ଗ୍ରାମରେ ଏହି ଅଭାବନୀୟ ଘଟଣା ଘଟିଛି । ନ୍ୟାୟ ଦାବି କରି ସୌରଭଙ୍କ ପରିବାର ଓ ସମ୍ପର୍କୀୟମାନେ ପ୍ରେମିକାଙ୍କ ଘର ଆଗରେ ତାଙ୍କର ଶବଦାହ କରିଛନ୍ତି । କଣ୍ଟି ଥାନାରେ ଏନେଇ ଏଫ୍‌ଆଇଆର୍‌ ରୁଜୁ କରାଯାଇଛି ।

https://www.aajtak.in/

ପୁଲିସ ଘଟଣାର ପ୍ରାଥମିକ ତଦନ୍ତ କରି ପ୍ରେମିକାଙ୍କ ପରିବାରର ୨ ଜଣ ସଦସ୍ୟଙ୍କୁ ଗିରଫ କରିଛି ।