ସୁବର୍ଣ୍ଣପୁର: ବଜ୍ରାଘାତରେ ଚାଷୀ ମୃତ୍ୟୁ

ଡୁଙ୍ଗୁରିପାଲି ୧୯|୪: ବଜ୍ରାଘାତରେ ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ୍ ଇଛାପୁର ଗ୍ରାମର ଜଣେ ଚାଷୀଙ୍କର ମୃତ୍ୟୁ ହୋଇଛି । ମୃତ ବ୍ୟକ୍ତି ହେଲେ ଇଚ୍ଛାପୁର ଗ୍ରାମର ଉଦୟ ସାହୁ। ଗତକାଲି ବିଳମ୍ବିତ ରାତିରେ ସେ ନିଜ ଚାଷ ଜମିକୁ ପାଣି ମଡାଇବାକୁ ଯାଇଥିବା ବେଳେ ହଠାତ୍ ବଜ୍ରପାତ ହୋଇଥିଲା । ଫଳରେ ସେ ବଜ୍ରାଘାତରେ ଗୁରୁତର ହୋଇଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ସ୍ଥାନୀୟ ଲୋକେ ଡୁଙ୍ଗୁରିପାଲି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

   ସମ୍ବନ୍ଧିତ ଖବର


‘ପ୍ରମେୟ’ର ନବମ ସ୍ୱନକ୍ଷତ୍ର

ଜମିବାଡ଼ି ବିବାଦକୁ କେନ୍ଦ୍ର କରି ମହିଳା ଓ ପରିବାର ସଦସ୍ୟଙ୍କୁ ଗାଁ ଦାଣ୍ଡରେ ମରଣାନ୍ତକ ଆକ୍ରମଣ, ଭିଡିଓ ଭାଇରାଲ୍…

ପୁଣି କରୋନା ନେଲା ୫ ମୁଣ୍ଡ: ମୃତକଙ୍କ ସଂଖ୍ୟା ୧୭୪୪କୁ ବୃଦ୍ଧି

କରୋନାମୁକ୍ତ ରାସ୍ତାରେ ଓଡ଼ିଶା: ୨୪ଘଣ୍ଟା ଆଉ ୩୭୮ ପଜିଟିଭ ଚିହ୍ନଟ୍, ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୧୯ ହଜାର ପାର୍

ଡବଲ ମର୍ଡର ଘଟଣାର ମୁଖ୍ୟ ଅଭିଯୁକ୍ତକୁ ନରସିଂହପୁରରୁ ଉଠାଇ ନେଲା କୋଲକାତା ପୁଲିସ

ଜାନୁଆରୀ ପହିଲାରୁ ରାଜ୍ୟରେ ବିଜୁଳି ସଙ୍କଟ ! ଡିସେମ୍ବର ୩୧ ସୁଦ୍ଧା ବନ୍ଦ ହେବ ୪୬୦ ମେଗାୱାଟ୍‌ ବିଶିଷ୍ଟ ଥର୍ମାଲ୍‌ ପ୍ଲାଣ୍ଟ, ଅନିଶ୍ଚିତତାରେ ନୂତନ ପ୍ଲାଣ୍ଟ୍‌ ସ୍ଥାପନ