PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବଲାଙ୍ଗୀର: ରେଳ ଲାଇନରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା ନେଇ ସନ୍ଦେହ
  • ||
  • ବଲାଙ୍ଗୀର: କପଡ଼ା ବ୍ୟବସାୟୀଙ୍କ ଝୁଲନ୍ତା ମୃତ ଦେହ ଉଦ୍ଧାର, ପରିବାର ପକ୍ଷରୁ ହତ୍ୟା ଅଭିଯୋଗ
  • ||
  • ଲମତାପୁଟରେ ଅଟୋ ସହ ୨ କୁଇଣ୍ଟାଲ ଗଞ୍ଜେଇ ଜବତ, ଜଣେ ଗିରଫ
  • ||
  • ରାଜ୍ୟରେ ସାମନ୍ୟ ହ୍ରାସ ପାଇଲା ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦ ହଜାର ୭୫୭ ଜଣ ପଜିଟିଭ, ୨୨ ଜୀବନ ନେଲା କରୋନା
  • ||
  • ଚୌଦ୍ଵାର : ଟ୍ରକକୁ ପଛ ପଟୁ ପିଟିଲା ସ୍କୁଟି, ମହିଳା ଗୁରୁତର
  • ||
  • ରେଙ୍ଗାଲି : ହାଇୱାରେ ପିଟିହେଲା କାର୍‌ : ମା’ ଝିଅ ମୃତ, ପୁଅ ଗୁରୁତର
  • ||
  • ଭୁବନେଶ୍ୱର : ଆଜି ବସିବ ସର୍ବଦଳୀୟ ବୈଠକ, କୋଭିଡ୍‌ ମୁକାବିଲା ପାଇଁ ସହଯୋଗ ଲୋଡ଼ିବେ ସରକାର
  • ||
  • ଭୁବନେଶ୍ୱର : ଆସନ୍ତା ୪ରୁ ୫ଦିନ ପାଗ ଶୁଖିଲା, ବଢ଼ିବ ତାତି, ଆଜି କାଁ ଭାଁ କିଛି ସ୍ଥାନରେ ସ୍ୱଳ୍ପ ବର୍ଷା ସମ୍ଭାବନା
  • ||
  • ପୁରୀ : ଜୁନ ୧୫ ପର୍ଯ୍ୟନ୍ତ ମହାପ୍ରଭୁଙ୍କ ଦର୍ଶନ ବନ୍ଦ, ପ୍ରଭାବିତ ହେବ ତିନିପର୍ବ
  • ||

ବାପା ଓ ପୁଅଙ୍କ ଉପରେ ମାଡିଗଲା ଟ୍ରକ

ଯାଜପୁର, ୨୪|୧୨: ଯାଜପୁର ଜିଲ୍ଲା ଧର୍ମଶାଳା ନିକଟରେ ଥିବା ବ୍ରାହ୍ମଣୀ ବ୍ରିଜରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏଥିରେ ଉଭୟ ବାପା ଓ ପୁଅ ପ୍ରାଣ ହରାଇଛନ୍ତି।

ସୂଚନାନୁସାରେ, ଆଜି ସଂଧ୍ୟା ପ୍ରାୟ ୭ଟାରେ ଧର୍ମଶାଳାରେ ଥିବା ବ୍ରାହ୍ମଣୀ ବ୍ରିଜ ଉପରେ  ବାଇକରେ ବାପା ଓ ପୁଅ ଜାରକା ଫେରୁଥିଲେ। ସେହି ସମୟରେ ଏକ ଟ୍ରକ ତାଙ୍କୁ ଧକ୍କା ଦେଇଥିଲା। ଏପରିକି ସେମାନଙ୍କ ଉପରେ ଟ୍ରକଟି ମାଡି ଯାଇଥିଲା। ଫଳରେ ଉଭୟ ପ୍ରାଣ ହରାଇଥିଲେ। ପୋଲିସ ଘଟଣାସ୍ଥଳରେ ପହଁଚି ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।