PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ରାଜ୍ୟରେ ଉପରମୁହାଁ ହେଲା କରୋନା ଗ୍ରାଫ୍, ୨୪ ଘଣ୍ଟା ମଧ୍ୟରେ ଆଉ ୬୨୮ ପଜିଟିଭ୍ ଚିହ୍ନଟ
  • ||
  • ନୂଆଦିଲ୍ଲୀ : ୭୧ ବର୍ଷରେ ପାଦ ଦେଲେ ପ୍ରଧାନମନ୍ତ୍ରୀ ମୋଦି
  • ||
  • ଭୁବନେଶ୍ୱର : ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ, ୧୮ରୁ ପୁଣି ବଢ଼ିବ ବର୍ଷା, ଉତ୍ତର ଓଡିଶାରେ ପ୍ରବଳ ଛେଚିବ
  • ||
  • ସମ୍ବଲପୁର : ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତିି
  • ||
  • ପୁରୀ : ଆଜି ଶ୍ରୀମନ୍ଦିରରେ ବାମନ ଜନ୍ମ ଓ ସୁନିଆଁ ପର୍ବ ପାଳନ, ଜଗା ଦର୍ଶନ ବନ୍ଦ
  • ||
  • ଭୁବନେଶ୍ୱର : ଆଜି ଦେବଶିଳ୍ପୀ ବିଶ୍ୱକର୍ମାଙ୍କ ପୂଜା, ଓଡ଼ିଶାର ପୁରପଲ୍ଲୀ ଚଳଚଞ୍ଚଳ
  • ||
  • ନୀଳଗିରି : ଡାକବଙ୍ଗଳା ରାସ୍ତାରେ ବୁଲୁଛି ଭାଲୁ
  • ||
  • ସାନଖେମୁଣ୍ଡି : ଗାଧୋଇ ଯିବା ବେଳେ ଧକ୍କା ଦେଲା ଅଜଣା ଗାଡ଼ି, ୨ ମହିଳା ମୃତ
  • ||
  • ସୁନ୍ଦରଗଡ଼ : ସୁନ୍ଦରଗଡ଼ ସହର ୧୨ ଘଣ୍ଟିଆ ବନ୍ଦ, ୪ ଦଫା ଦାବି ନେଇ ବନ୍ଦ ଡ଼କରା ଦେଇଛି ଟ୍ରକ୍ ମାଲିକ ସଙ୍ଘ
  • ||
  • ଜଳେଶ୍ଵର : ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା, ଜଳମଗ୍ନ ୫ଟି ପଞ୍ଚାୟତ
  • ||
  • ପାଟଣା : ଦାଉ ସାଧିଲା ଲଗାଣ ବର୍ଷା, ବନ୍ଧ ଭାଙ୍ଗି ବାଲି ଚରିଗଲା ଏକର ଏକର ଚାଷ ଜମି
  • ||

ହିିମାଚଳ ପ୍ରଦେଶ ବନ୍ୟାରୁ ଅଭିନେତ୍ରୀ ଉଦ୍ଧାର

ଥିରୁୱନନ୍ତପୁରମ୍‌ ୨୧/୮ : ହିମାଚଳପ୍ରଦେଶ ବନ୍ୟାରେ ଫସି ରହିଥିବା ମାଲାୟାଲମ ଅଭିନେତ୍ରୀ ମଞ୍ଜୁ ୱାରିୟରଙ୍କ ସମେତ ତାଙ୍କ ଟିମ୍‌ର ସମସ୍ତ ସଦସ୍ୟଙ୍କୁ ଉଦ୍ଧାର କରାଯାଇଛି । ଏକ ଫିଲ୍ମର ସୁଟିଂ ପାଇଁ ମଞ୍ଜୁ ନିଜ ଟିମ୍‌ର ସଦସ୍ୟମାନଙ୍କ ସହ ହିମାଚଳ ପ୍ରଦେଶର ଚତରୁଠାରେ ପହଞ୍ଚିଥିଲେ । କିନ୍ତୁ ହଠାତ୍‌ ବନ୍ୟା ଆସିବାରୁ ସେମାନେ ସେଠାରେ ଫସି ଯାଇଥିଲେ ।

ସେ ଏବଂ ତାଙ୍କର ଟିମ୍‌ ବ୍ୟତୀତ ୨୨୦ ଜଣରୁ ଅଧିକ ଲୋକ ସେଠାରେ ଫସି ରହିଥିଲେ । ଅନ୍ୟମାନଙ୍କୁ ଉଦ୍ଧାର କରିବା କାର୍ଯ୍ୟ ବର୍ତ୍ତମାନ ସୁଦ୍ଧା ଜାରି ରହିଛି । ଉଦ୍ଧାର କାର୍ଯ୍ୟରେ ସେନା ଏନଡିଆରଏଫ୍ ନିୟୋଜିତ ଆଛନ୍ତି।