PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିଶ୍ୱର ସବୁଠୁ ବଡ଼ କ୍ରିକେଟ ଷ୍ଟାଡ଼ିୟମ୍‌ରେ ଖେଳା ଯିବ ଆଇପିଏଲ ୨୦୨୨ ଫାଇନାଲ
  • ||
  • ଆନନ୍ଦପୁର : ଝରକା ଗ୍ରୀଲ୍ ଭାଙ୍ଗି ଶିକ୍ଷକଙ୍କ ଘରେ କଳାକନା ବୁଲାଇଦେଲେ ଦୁର୍ବୃତ୍ତ, ୧୫ ଭରି ସୁନାଅଳଙ୍କାର ସହ ନଗଦ ୫୨ ହଜାର ଟଙ୍କା ଲୁଟ୍
  • ||
  • ସୋର : ଗୋରୁ ବୋଝେଇ କଣ୍ଟେନର ଜବତ, ୪୦ ରୁ ଉର୍ଦ୍ଧ୍ଵ ଗୋରୁ ଉଦ୍ଧାର, ୧୧ ଗିରଫ
  • ||
  • ସମାନ ନାଗରିକ ସଂହିତା ଲାଗୁ କରିବା ପ୍ରସ୍ତୁତିରେ ମୋଦି ସରକାର , ପ୍ରଥମେ ଉତ୍ତରାଖଣ୍ଡରେ ଏହି ଆଇନ୍‌ ଲାଗୁ କରାଯିବାର ଅଭ୍ୟାସ ଆରମ୍ଭ କରାଯାଇଛି
  • ||
  • ଗୁଜରାଟରେ ବଡ଼ ବିଜୟର ପ୍ରସ୍ତୁତିରେ ବିଜେପି , କଂଗ୍ରେସ ଦୁର୍ବଳତାର ବି ମିଳିବ ଫାଇଦା
  • ||

ପୁରୀ ବାଲୁଖଣ୍ଡ ଜଙ୍ଗଲରେ ଅଗ୍ନିକାଣ୍ଡ, ଜଳୁଛି ଶହ ଶହ ଗଛ

ପୁରୀ, ୨୬।୧ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ ରୋଡ ବାଲୁଖଣ୍ଡ ଜଙ୍ଗଲରେ ଅଗ୍ନିକାଣ୍ଡ। ନିଆଁ ଲାଗି ଶହ ଶହ ଗଛ ଜଳିଯାଇଛି। ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ କରିଛି। ତେବେ କିପରି ବାଲୁଖଣ୍ଡରେ ନିଆଁ ଲାଗିଲା ତାହା ଜଣାପଡି ନାହିଁ।