ପ୍ରମୁଖ ଖବର
  • ନୂଆଦିଲ୍ଲୀ: ଅରବିନ୍ଦ କେଜ୍ରିୱାଲଙ୍କୁ ଝଟକା, ଏପ୍ରିଲ୍ ୧ ପର୍ଯ୍ୟନ୍ତ ବଢ଼ିଲା ରିମାଣ୍ଡ ଅବଧି
  • ||
  • କଂଗ୍ରେସ ପ୍ରାର୍ଥୀ ଘୋଷଣା କେବେ ? ଚିନ୍ତାରେ ଆଶାୟୀ ଓ କର୍ମୀ..
  • ||
  • ଆଜି ରଥଯାତ୍ରା ପ୍ରସ୍ତୁତି ବୈଠକ, ପୁରୀ ସର୍କିଟ୍ ହାଉସ୍‌ରେ ବସିବ ମିଟିଂ
  • ||
  • IPL 2024: ଆଜି ରାଜସ୍ଥାନ ରୟାଲ୍ସ-ଦିଲ୍ଲୀ କ୍ୟାପିଟାଲ୍ସ ମୁକାବିଲା, ପ୍ରଥମ ବିଜୟ ପାଇଁ ବ୍ୟଗ୍ର ପନ୍ତ ବାହିନୀ
  • ||
  • ଆହୁରି ଜଳାଇବ ତାତି, ୩ ଦିନରେ ଆହୁରି ୩ ଡିଗ୍ରୀ ବଢ଼ିବ ତାପମାତ୍ରା
  • ||

ବ୍ୟାଙ୍କ ଅଫ ବରୋଦାରେ ଅଗ୍ନିକାଣ୍ଡ

ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ
ବଲାଙ୍ଗିର ଆପ୍ର): ସ୍ଥାନିୟ ଦୁର୍ଗା ମନ୍ଦିର ନିକଟ ବ୍ୟାଙ୍କ ଅଫ ବରୋଦାରେ ଅଗ୍ନିକାଣ୍ଡ ଘଟିଛି । ସର୍ଟ ସର୍କିଟ କାରଣରୁ ନିଆଁ ଲାଗିଥିବା ଅନୁମାନ କରାଯାଉଛି । ଏଥିରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଥିବା ଜଣାଯାଇଛି । ସୂଚନା ଅନୁସାରେ, ରାତି ପ୍ରାୟ ସାଢେ ନଟାରେ ହଠାତ ବ୍ୟାଙ୍କରେ ନିଆଁ ଲାଗିଯାଇଥିବା ଦେଖାଯାଇଥିଲା । ଖବର ପାଇ ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆକୁ ଆୟତ୍ତ କରିଥିଲେ । ତେବେ ବ୍ୟାଙ୍କରେ ଥିବା ଏସି, କମ୍ପୁଟର, ଆସଭାବପତ୍ର ଆଦି ଜଳି ନଷ୍ଟ ହୋଇଯାଇଛି । ତେବେ ସ୍ୱପାଖ ଘର ଗୁଡିକୁ ନିଆଁ ବ୍ୟାପିନଥିବା ଦେଖାଯାଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.