PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବଦଳିଲେ ବିଏମସି କମିଶନର, ସଞ୍ଜୟ କୁମାର ସିଂହ ହେଲେ ନୂଆ କମିଶନର
  • ||
  • ବିନିକା : ପରିବା ବୋଝେଇ ପିକଅପ ଭ୍ୟାନକୁ ପିଟିଲା ଟ୍ରକ୍, ୩ ଗୁରୁତର
  • ||
  • ରାଜସୁନାଖଳା : ବନ୍ଧୁକ ମୁନରେ ଦମ୍ପତିଙ୍କୁ ଲୁଟ୍
  • ||
  • କେନ୍ଦୁଝର : କେନ୍ଦୁଝର ଜେଲରେ ପଶିଲା କରୋନା, ୯ କଏଦୀ ପଜିଟିଭ ଚିହ୍ନଟ
  • ||
  • ମାଲକାନଗିରି : ମାଓବାଦୀଙ୍କ ବର୍ବରକାଣ୍ଡ, ଯବାନଙ୍କୁ ଗଳାକାଟି ହତ୍ୟା
  • ||
  • ବୋରିଗୁମ୍ମା : ବୋରିଗୁମ୍ମା ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ରରେ ଟିକା ନେବାକୁ ଛକାପଞ୍ଝା, ସାମାଜିକ ଦୂରତାକୁ ଫୁ, ଯେତିକି ଆସୁଛି ଅଣ୍ଟୁନି, ସ୍ଥାନୀୟ ଲୋକେ ଅସନ୍ତୋଷ
  • ||
  • ଭୁବନେଶ୍ଵର : ରାଜ୍ୟରେ ପୁଣି ୧୦ ହଜାର ଟପିଲା ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦ ହଜାର ୯୮୨ ପଜିଟିଭ୍, ସଂକ୍ରମିତଙ୍କ ସଂଖ୍ୟା ୫ଲକ୍ଷ ୬୫ ହଜାର ପାର୍
  • ||
  • ଭୁବନେଶ୍ଵର : ଓଡ଼ିଶାରେ ଆଉ ୧୭ ମୁଣ୍ଡ ନେଲା କରୋନା, ମୃତ୍ୟୁ ସଂଖ୍ୟା ୨୨୩୨କୁ ବୃଦ୍ଧି
  • ||

ରଦ୍ଦି କାଗଜ ଗୋଦାମରେ ଭୟାବହ ଅଗ୍ନିକାଣ୍ଡ : ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳି ପୋଡି ପାଉଁଶ

ବାରିପଦା ୧୭।୧୨: ରଦ୍ଦି କାଗଜ ଗୋଦାମରେ ଭୟାବହ ଅଗ୍ନିକାଣ୍ଡ । ବାରିପଦା ଜିଲ୍ଲା ସଦର ଥାନା  ମଞ୍ଚାବନ୍ଧା ନିକଟରେ ଥିବା କାଗଜ ଗୋଦାମରେ ଏହି ଅଗ୍ନିକାଣ୍ଡ ହୋଇଛି । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିବା ପାଇଁ ଉଦ୍ୟମ ଚାଳିଛି ।

ସୂଚନାଯୋଗ୍ୟ ଯେ, ଗତକାଲି ବିଳମ୍ବିତ ରାତିରେ ସଦର ଥାନା ମଞ୍ଚାବନ୍ଧା ଠାରେ ଏକ ରଦ୍ଦି କାଗଜ ଗୋଦାମରେ ନିଆଁ ଲାଗିଯାଇଛି । ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର କାର୍ଟୁନ ଜଳି ପୋଡି ପାଉଁଶ ହୋଇଯାଇଛି । ତେବେ ଅଗ୍ନିକାଣ୍ଡର କାରଣ ବର୍ତ୍ତମାନ ସୁଦ୍ଧା ଜଣାପଡ଼ିନାହିଁ ।