କୋରାପୁଟ ଜିଲ୍ଲାରେ ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର ୨୭/୪: କରୋନାରେ କୋରାପୁଟ ଜିଲ୍ଲା ଖାତା ଖୋଲିଛି । କୋରାପୁଟ ଜିଲ୍ଲାରେ ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂକ୍ରମିତ ଜଣକ ଜଶମନ୍ତପୁରର ଜଣେ ୨୨ ବର୍ଷୀୟ ସ୍ୱାସ୍ଥ୍ୟକର୍ମୀ ବୋଲି ଜଣାପଡିଛି । କିଛି ସମୟ ପୂର୍ବରୁ ୨ ଜଣ ଆକ୍ରାନ୍ତ ଚିହ୍ନଟ ହେବା ପରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧୦ ଛୁଇଁଛି । ୨ ଜଣଙ୍କ ମଧ୍ୟରେ ଜଣେ କୋରାପୁଟ ଜିଲ୍ଲାର ଦଶମନ୍ତପୁର ବ୍ଲକର ଜଣେ ୨୨ ବର୍ଷୀୟ ସ୍ୱାସ୍ଥ୍ୟକର୍ମୀ ଏବଂ ଅନ୍ୟ ଜଣେ ବାଲେଶ୍ୱର ଜିଲ୍ଲାର ଜଣେ ୩୨ ବର୍ଷୀୟ ପୁରୁଷ । ତେବେ ବାଲେଶ୍ୱର ଜିଲ୍ଲାର ନୂଆ ଆକ୍ରାନ୍ତ ଜଣକ ପଶ୍ଚିମବଙ୍ଗ ଫେରନ୍ତା ବୋଲି ଜଣାପଡିଛି ।

   ସମ୍ବନ୍ଧିତ ଖବର


ଖାଲି ପାଦରେ ନିତି ୧୦ କି.ମି. ସାଇକେଲ ଚଲାଇ ଯାଉଛନ୍ତି ଡାକ୍ତର, ୮୭ ବର୍ଷରେ ବି କମିନି ସେବାର ନିଶା

ଦିନ ଦ୍ୱିପ୍ରହରେ ଲୁଟ୍, ସାଢେ ୩ ଲକ୍ଷ ଟଙ୍କା ଲୁଟିଲେ ଦୁର୍ବୃତ୍ତ

ପିଆଜ ଦର ବୃଦ୍ଧି, ଗ୍ରାହକ ହନ୍ତସନ୍ତ

କରୋନା ଭାଇରସ୍ : ଏହି ସବୁ ଜିନିଷରେ କରୋନା ସଂକ୍ରମଣ ମାତ୍ରା ଅଧିକ – ଅଧ୍ୟୟନରୁ ସ୍ପଷ୍ଟ

ଭାରତକୁ କ’ଣ ପାଇଁ ଆସିଥିଲା ଗିରଫ ହୋଇଥିବା ଚୀନ୍‌ ସୈନିକ? ତା ପାଖରୁ ସେନାକୁ ମିଳିଥିଲା ସ୍ଲିପିଙ୍ଗ୍‌ ବ୍ୟାଗ୍‌ ଓ ଷ୍ଟୋରେଜ ଡିଭାଇସ୍

ନିଟ୍ ପରୀକ୍ଷାରେ ସୋଆ ଆଇ.ଏଚ୍‌.ଏସ୍‌.ଇ ର ଛାତ୍ରଛାତ୍ରୀଙ୍କ ସଫଳତା