PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିଶ୍ୱର ସବୁଠୁ ବଡ଼ କ୍ରିକେଟ ଷ୍ଟାଡ଼ିୟମ୍‌ରେ ଖେଳା ଯିବ ଆଇପିଏଲ ୨୦୨୨ ଫାଇନାଲ
  • ||
  • ଆନନ୍ଦପୁର : ଝରକା ଗ୍ରୀଲ୍ ଭାଙ୍ଗି ଶିକ୍ଷକଙ୍କ ଘରେ କଳାକନା ବୁଲାଇଦେଲେ ଦୁର୍ବୃତ୍ତ, ୧୫ ଭରି ସୁନାଅଳଙ୍କାର ସହ ନଗଦ ୫୨ ହଜାର ଟଙ୍କା ଲୁଟ୍
  • ||
  • ସୋର : ଗୋରୁ ବୋଝେଇ କଣ୍ଟେନର ଜବତ, ୪୦ ରୁ ଉର୍ଦ୍ଧ୍ଵ ଗୋରୁ ଉଦ୍ଧାର, ୧୧ ଗିରଫ
  • ||
  • ସମାନ ନାଗରିକ ସଂହିତା ଲାଗୁ କରିବା ପ୍ରସ୍ତୁତିରେ ମୋଦି ସରକାର , ପ୍ରଥମେ ଉତ୍ତରାଖଣ୍ଡରେ ଏହି ଆଇନ୍‌ ଲାଗୁ କରାଯିବାର ଅଭ୍ୟାସ ଆରମ୍ଭ କରାଯାଇଛି
  • ||
  • ଗୁଜରାଟରେ ବଡ଼ ବିଜୟର ପ୍ରସ୍ତୁତିରେ ବିଜେପି , କଂଗ୍ରେସ ଦୁର୍ବଳତାର ବି ମିଳିବ ଫାଇଦା
  • ||

୬ ଜିଲାକୁ ଘନ କୁହୁଡି ସର୍ତକତା, ୨ ଜିଲାରେ ବର୍ଷା ସମ୍ଭାବନା

fog

ଭୁବନେଶ୍ବର, ୨୬।୧  ରାଜ୍ୟର ୬ ଜିଲାକୁ ଘନକୁହୁଡି ସର୍ତକତା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ।  ଜଗତସିଂହପୁର, ନୟାଗଡ କଟକ, କନ୍ଧମାଳ, ଗଜପତି, ଗଞ୍ଜାମ ଜିଲାରେ ଘନ କୁହୁଡି  ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ୬ଟି ଜିଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ରାଜ୍ୟର ୮ଟି ଜିଲାରେ କୁହୁଡି ହେବାର ସମ୍ଭାବନା ରହିଛି। ୮ଟି ଜିଲା ହେଲା କୋରାପୁଟ, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, କନ୍ଧମାଳ, ରାୟଗଡା , କଳାହାଣ୍ଡି।

ସେହିପରି  ଉତ୍ତର ଓଡିଶାର ୨ ଜିଲାରେ ବର୍ଷା ସମ୍ଭାବନା  ରହିଛି। କେନ୍ଦୁଝର ଓ ମୟୂରଭଞ୍ଜ ଜିଲାରେ କିଛି କିଛି ସ୍ଥାନରେ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।  

ସମ୍ବନ୍ଧିତ ଖବର