ସୁପ୍ରିମକୋର୍ଟର ୪ ନୂଆ ବିଚାରପତି ନେଲେ ଶପଥ, ଏବେ ବିଚାରପତିଙ୍କ ସଂଖ୍ୟା ୩୪କୁ ବୃଦ୍ଧି

ନୂଆଦିଲ୍ଲୀ ୨୩।୯: ସୁପ୍ରିମକୋର୍ଟର ୪ଜଣ ନୂଆ ବିଚାରପତି ସୋମବାର ଶପଥ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇ ସେମାନଙ୍କୁ ପଦ ଓ ଗୋପନୀୟତାର ସହ ଶପଥପାଠ କରାଇଛନ୍ତି। ୪ ନୂଆ ବିଚାରପତିଙ୍କ ଶପଥ ଗ୍ରହଣ ପରେ ସୁପ୍ରିମକୋର୍ଟ ବିଚାରପତିଙ୍କ ସଂଖ୍ୟା ୩୪କୁ ବୃଦ୍ଧି ପାଇଛି।

ନିକଟରେ ୪ଟି ହାଇକୋର୍ଟର ମୁଖ୍ୟ ବିଚାରପତିଙ୍କୁ ସୁପ୍ରିମକୋର୍ଟରେ ବିଚାରପତି ଭାବେ ପଦୋନ୍ନତି ମିଳିଥିଲା। ସେମାନେ ହେଲେ ପଞ୍ଜାବ ଓ ହରିୟାଣା ହାଇକୋର୍ଟର ମୁଖ୍ୟ ବିଚାରପତି କ୍ରିଷ୍ଣା ମୁରାରୀ, ରାଜସ୍ଥାନ ହାଇକୋର୍ଟ ମୁଖ୍ୟ ବିଚାରପତି ଏସ. ରବୀନ୍ଦ୍ର ଭଟ୍ଟ, ହିମାଚଳ ପ୍ରଦେଶର ମୁଖ୍ୟ ବିଚାରପତି ଭି. ରାମସୁବ୍ରମଣ୍ୟମ, କେରଳ ହାଇକୋର୍ଟର ମୁଖ୍ୟ ବିଚାରପତି ହଷିକେଶ ରାୟ।

   ସମ୍ବନ୍ଧିତ ଖବର


ED ସ୍କାନରରେ ପଞ୍ଜାବ ମୁଖ୍ୟମନ୍ତ୍ରୀଙ୍କ ପୁଅ

ଇମ୍ରାନ୍‌ଙ୍କୁ ଝଟକା : ପୂର୍ବଭଳି ଗ୍ରେ ଲିଷ୍ଟରେ ପାକିସ୍ତାନ, FATF କହିଲା…

୬ ବର୍ଷ ବୟସରେ ଇନ୍ସପେକ୍ଟର ! ସମ୍ଭାଳିଲେ ଏହି ଦାୟିତ୍ୱ

ଭାରତକୁ କ’ଣ ପାଇଁ ଆସିଥିଲା ଗିରଫ ହୋଇଥିବା ଚୀନ୍‌ ସୈନିକ? ତା ପାଖରୁ ସେନାକୁ ମିଳିଥିଲା ସ୍ଲିପିଙ୍ଗ୍‌ ବ୍ୟାଗ୍‌ ଓ ଷ୍ଟୋରେଜ ଡିଭାଇସ୍

୯ ମାସ ହେଲା ଗାଏବ କିମ୍‌ ଜୋଙ୍ଗ ଉନ୍‌ଙ୍କ ପତ୍ନୀ : ଏମିତି ଚାଲିଛି ଗୁଜବ !

ଆଗାମୀ ୨୦ ବର୍ଷ ଯାଏ ରହିବ କରୋନା, ଏଭଳି ଯୁକ୍ତି ରଖିଲା ସିରମ୍‌ ଇନଷ୍ଟିଚ୍ୟୁଟ୍‌