ପ୍ରମୁଖ ଖବର
  • ବଡ଼ବିଲ : ବାଇକରୁ ୭ ଲକ୍ଷ ଟଙ୍କା ଜବତ, ଜଣକୁ ଅଟକ ରଖିଛି ପୋଲିସ
  • ||
  • ଜି ଉଦୟଗିରି ଅଞ୍ଚଳରେ ହାତୀପଲ,ଫସଲ ନଷ୍ଟ ଭୟରେ ଚାଷୀ ଆଗୁଆ ଧାନ କାଟିଲେ
  • ||
  • ଗଞ୍ଜାମରେ ପୋଲିସ ହେପାଜତରୁ ହତ୍ୟାକାଣ୍ଡର ଆସାମୀକୁ ଖସାଇ ନେବାକୁ ଉଦ୍ୟମ, ପୋଲିସ ସହ ଧସ୍ତାଧସ୍ତି
  • ||
  • ଲାଞ୍ଚ ନେବା ଅଭିଯୋଗରେ ଅବସରପ୍ରାପ୍ତ ASO ରେଣୁକା ଦେବୀଙ୍କୁ ୨ ବର୍ଷ କାରାଦଣ୍ଡାଦେଶ
  • ||
  • ବାରିପଦାରେ ବୁଲୁଥିଲା ଶିମିଳିପାଳର ବାଘ; କାବୁ କରିନେଲା ବନ ବିଭାଗ
  • ||
  • ଭୁବନେଶ୍ୱରରେ ପହଞ୍ଚିଲେ ଡ୍ରିମ୍‌ଗାର୍ଲ, ସାଲିଆ ସାହିରେ ଜନସଭା କରିବେ ହେମାମାଳିନୀ
  • ||
  • ଭାରସାମ୍ୟ ହରାଇ ଡିଭାଇଡରକୁ ପିଟିଲା ବୋଲେରୋ: ୨ ମୃତ, ୮ ଗୁରୁତର
  • ||
  • ସୁନା ଦର ୭୪ ହଜାର ଟଙ୍କା ପାର୍, ବର୍ଷକରେ ୮୫,୦୦୦କୁ ଯିବ
  • ||
  • ରାଜଧାନୀରେ ରାଜନୈତିକ ହିଂସା, ବିଜେଡି କାର୍ଯାଳୟ ଉପରେ ବୋମା ମାଡ଼
  • ||
  • ମେ’ ୨୦ରେ ବଡ଼ଦାଣ୍ଡରେ ମୋଦିଙ୍କ ମେଗା ରୋଡ୍‌ ସୋ’, ମହାପ୍ରଭୁଙ୍କୁ କରିବେ ଦର୍ଶନ
  • ||
  • ରଥଖଳା ହାଲ୍‌ଚାଲ୍‌..ତୁମ୍ବରେ ସୁତା ବାଡ଼ିଆ ପରେ ବିନ୍ଧ ଅନୁକୂଳ, ଖଳାରେ ପହଞ୍ଚିଲା ତୁମ୍ବ ଖୋଦେଇ ଯନ୍ତ୍ର
  • ||
  • ଆଇପିଏଲ୍ ମହାସମର ମୁମ୍ବାଇକୁ ଭେଟିବ ଲକ୍ଷ୍ନୌ, ସମ୍ମାନ ପାଇଁ ଶେଷ ଲଢ଼େଇ
  • ||
  • ଶୁକ୍ରବାର ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ବିଜେଡି ପ୍ରାର୍ଥୀଙ୍କ ପାଇଁ ମାଗିବେ ଭୋଟ
  • ||
  • ରାଜ୍ୟରେ ପୁଣି ତାତି ଲେଉଟିବ: ୪ରୁ ୫ ଡିଗ୍ରୀ ବଢ଼ିବ ତାପମାତ୍ରା, ଆଭ୍ୟନ୍ତର ଓ ପଶ୍ଚିମ ଓଡ଼ିଶାରେ ପାରଦ ୪୪ ଡେଇଁବ
  • ||

ବିଜେଡିକୁ ବାଏ ବାଏ କହିଲେ ପୂର୍ବତନ ସାଂସଦ ରବି ନାରାୟଣ ମହାପାତ୍ର

ଭୁବନେଶ୍ୱର ୦୩/୦୫: ବିଜୁ ଜନତା ଦଳ ଛାଡ଼ିଲେ ପୂର୍ବତନ ରାଜ୍ୟସଭା ସାଂସଦ ରବି ନାରାୟଣ ମହାପାତ୍ର। ବିଜେଡି ପ୍ରାଥମିକ ସଦସ୍ୟ ପଦରୁ ଦେଲେ ଇସ୍ତଫ। |ବିଜେଡି ସୁପ୍ରିମୋଙ୍କ ପାଖକୁ ପଠାଇଲେ ଇସ୍ତଫା ପତ୍ର। ଦଳରେ କ୍ରମାଗତ ଅଣଦେଖା ପାଇଁ ବିଜେଡିକୁ ଛାଡିଛନ୍ତି ଦେଇଥିବା ସୂଚନା।

ସୂଚନା ମୁତାବିକ,  ୨୦୧୪ରୁ ୨୦୧୯ ପର୍ଯ୍ୟନ୍ତ ରଣପୁର ବିଧାୟକ ଥିଲେ ରବି ନାରାୟଣ ମହାପାତ୍ର। ୨୦୧୨ରୁ ୨୦୧୪ ପର୍ଯ୍ୟନ୍ତ ବିଜେଡିର ରାଜ୍ୟସଭା ସାଂସଦ ଭାବେ ନିର୍ବାଚିତ ହୋଇଥିଲେ। ବର୍ତ୍ତମାନ ଦଳରେ କ୍ରମାଗତ ଅଣଦେଖ ହେବାରୁ ବିଜେଡିକୁ ଛାଡିଥିବା ସୂଚନା ଦେଲେ ରବି ନାରାୟଣ ମହାପାତ୍ର।


  • prameyanews
  • PrameyaOdia
  • prameya
  • General Election 2024
  • Odisha election 2024
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.