PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବଲାଙ୍ଗୀର: ରେଳ ଲାଇନରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା ନେଇ ସନ୍ଦେହ
  • ||
  • ବଲାଙ୍ଗୀର: କପଡ଼ା ବ୍ୟବସାୟୀଙ୍କ ଝୁଲନ୍ତା ମୃତ ଦେହ ଉଦ୍ଧାର, ପରିବାର ପକ୍ଷରୁ ହତ୍ୟା ଅଭିଯୋଗ
  • ||
  • ଲମତାପୁଟରେ ଅଟୋ ସହ ୨ କୁଇଣ୍ଟାଲ ଗଞ୍ଜେଇ ଜବତ, ଜଣେ ଗିରଫ
  • ||
  • ରାଜ୍ୟରେ ସାମନ୍ୟ ହ୍ରାସ ପାଇଲା ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦ ହଜାର ୭୫୭ ଜଣ ପଜିଟିଭ, ୨୨ ଜୀବନ ନେଲା କରୋନା
  • ||
  • ଚୌଦ୍ଵାର : ଟ୍ରକକୁ ପଛ ପଟୁ ପିଟିଲା ସ୍କୁଟି, ମହିଳା ଗୁରୁତର
  • ||
  • ରେଙ୍ଗାଲି : ହାଇୱାରେ ପିଟିହେଲା କାର୍‌ : ମା’ ଝିଅ ମୃତ, ପୁଅ ଗୁରୁତର
  • ||
  • ଭୁବନେଶ୍ୱର : ଆଜି ବସିବ ସର୍ବଦଳୀୟ ବୈଠକ, କୋଭିଡ୍‌ ମୁକାବିଲା ପାଇଁ ସହଯୋଗ ଲୋଡ଼ିବେ ସରକାର
  • ||
  • ଭୁବନେଶ୍ୱର : ଆସନ୍ତା ୪ରୁ ୫ଦିନ ପାଗ ଶୁଖିଲା, ବଢ଼ିବ ତାତି, ଆଜି କାଁ ଭାଁ କିଛି ସ୍ଥାନରେ ସ୍ୱଳ୍ପ ବର୍ଷା ସମ୍ଭାବନା
  • ||
  • ପୁରୀ : ଜୁନ ୧୫ ପର୍ଯ୍ୟନ୍ତ ମହାପ୍ରଭୁଙ୍କ ଦର୍ଶନ ବନ୍ଦ, ପ୍ରଭାବିତ ହେବ ତିନିପର୍ବ
  • ||

ଶ୍ରୀକ୍ଷେତ୍ର ଯାତ୍ରା ହେଲା ଶେଷ ଯାତ୍ରା : ବୋଲେରୋ-ବସ୍ ମୁହାଁମୁହିଁ ଧକ୍କାରେ ୪ ମୃତ, ୬ ଆହତ

ଅନୁଗୋଳ ୨୪।୧୨: ଶ୍ରୀକ୍ଷେତ୍ର ଯାତ୍ରା ହେଲା ଶେଷଯାତ୍ରା । ୫୫ ନମ୍ବର ଜାତୀୟ ରାଜପଥ ଅନୁଗୋଳ ଜଲଙ୍ଗ ନିଟକରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି। ଦୁର୍ଘଟଣାରେ ୪ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୬ ଜଣ ଆହତ ହୋଇଛନ୍ତି । ଘଟଣାସ୍ଥଳରେ ପୋଲିସ ଏବଂ ଅଗ୍ନିଶମ ବାହିନୀ କର୍ମଚାରୀ ପହଞ୍ଚି ଉଦ୍ଧାର କରିଛନ୍ତି ।

ସୂଚନାଯୋଗ୍ୟ ଯେ, ୫୫ ନମ୍ବର ଜାତୀୟ ରାଜପଥ ଅନୁଗୋଳ ଜଲଙ୍ଗ ନିଟକରେ ଯାତ୍ରୀବାହୀ ବସ୍ ସହ ବୋଲେରୋ ମୁହାଁମୁହିଁ ଧକ୍କା ହୋଇଥିଲା । ବୋଲେରୋରେ ଥିବା ୪ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୬ଜଣ ଆହତ ହୋଇଛନ୍ତି । ଘଟଣାସ୍ଥଳରେ ପୋଲିସ ଏବଂ ଅଗ୍ନିଶମ କର୍ମଚାରୀ ପହଞ୍ଚି ଗାଡିରୁ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ହସ୍ପିଟାଲକୁ ପଠାଇଛନ୍ତି । ଆହତମାନଙ୍କୁ ଅନୁଗୋଳ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।ବୋଲେରୋ ଯୋଗେ ଛତିଶଗଡରୁ ପୁରୀ ଶ୍ରୀକ୍ଷେତ୍ର ଅଭିମୁଖେ ଆସୁଥିଲେ । ସମସ୍ତ ମୃତାହତଙ୍କ ଘର ଛତିଶଗଡରେ ବୋଲି ଜଣାପଡିଛି ।