PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସମ୍ବଲପୁର: ଆଜିଠୁ ଖୋଲିଲା ମା’ ସମଲେଶ୍ବରୀଙ୍କ ମନ୍ଦିର, କଟକଣା ମଧ୍ୟରେ ଦର୍ଶନ କଲେ ଶ୍ରଦ୍ଧାଳୁ
  • ||
  • ଭୁବନେଶ୍ୱର : ଅଗଷ୍ଟରେ ବି ନିଅଣ୍ଟିଆ ବର୍ଷା, ପୁଣି ଘନେଇଲା ମରୁଡ଼ି ଆଶଙ୍କା, ୧୫ ଦିନରେ ଉପକୂଳ ଜିଲ୍ଲାରେ ଉଭେଇ ଯିବ ବର୍ଷା
  • ||
  • ପଟ୍ଟାଙ୍ଗି : ବାଇକ୍‌ର କିସ୍ତି ଟଙ୍କା ବାନ୍ଧି ଘରକୁ ଫେରୁଥିଲେ ଧକ୍କା ଦେଲା ୧୦ ଚକିଆ ଟ୍ରକ୍, ଆଖି ବୁଜିଲେ ମାମୁଁ-ଭଣଜା
  • ||
  • ରାଉରକେଲା : ରାଉରକେଲା ପ୍ଲାଣ୍ଟସାଇଡ୍ ଥାନା ଗୋପବନ୍ଧୁ ପଲ୍ଲୀ ଅଞ୍ଚଳରେ ୧୩ ବର୍ଷର ଝିଅକୁ ବିକ୍ରି କରୁଥିଲା ଜନ୍ମକଲା ମାଆ, ବାପାଙ୍କ ଅଭିଯୋଗ ପରେ ଉଦ୍ଧାର ହେଲା ନାବାଳିକା
  • ||
  • ପଦ୍ମପୁର : ଗାଇସିଲେଟ ବ୍ଲକ ଅଧୀନ ଚାରିଛକଠାରୁ ମଲମଣ୍ଡା ବୌଦ୍ଧବିହାର ଗନିଆଁପାଲି ରାସ୍ତା ମରାମତି ପାଇଁ ଶୁଣିଲାନି ପ୍ରଶାସନ, ଧାନ ରୋଇ ପ୍ରତିବାଦ କଲେ ଗ୍ରାମବାସୀ
  • ||
  • କୋରାପୁଟ : ଆଜିଠୁ ଖୋଲିବ ଶାବର ଶ୍ରୀକ୍ଷେତ୍ର, ବାହାର ଭୋଗ ମନା, କଟକଣାରେ ଦର୍ଶନ କରିବେ ଭକ୍ତ
  • ||
  • ଭୁବନେଶ୍ୱର : ଓଡ଼ିଶାରେ ସାମାନ୍ୟ ବଢ଼ିଲା କରୋନା ଗ୍ରାଫ୍, ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ଆଉ ୧୧୨୯ ଜଣ କୋଭିଡ ପଜିଟିଭ୍
  • ||
  • ବ୍ରହ୍ମପୁର : ଦୀର୍ଘ ଦିନ ପରେ ଖୋଲିଲା ବ୍ରହ୍ମପୁରର ସବୁ ମନ୍ଦିର, ଦିଅଁଙ୍କ ନିକଟରେ ଭୋଗ କରିପାରିବେନି ଭକ୍ତ
  • ||
  • ଭୁବନେଶ୍ଵର : ରାଜ୍ୟରେ ଆଉ ୬୯ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୬୧୦୨କୁ ବୃଦ୍ଧି
  • ||

ଏହି ୧୬ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ଚାଲିଛି ମାଗଣା କରୋନା ପରୀକ୍ଷା, ସକାଳ ୮ଟାରୁ ୨ଟା ମଧ୍ୟରେ କରାଇପାରିବେ ଟେଷ୍ଟ

ଭୁବନେଶ୍ବର ୧୨।୮ : ରାଜଧାନୀର ମୋଟ ୧୬ଟି ସହରାଞ୍ଚଳ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର ଓ ସହରାଞ୍ଚଳ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ମାଗଣା ଆଣ୍ଟିଜେନ୍‌ ପରୀକ୍ଷା କରିବାକୁ ନିଷ୍ପତ୍ତି ହୋଇଛି । ଆଜିଠାରୁ ୯ଟି ସହରାଞ୍ଚଳ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରରେ ଏହା ଆରମ୍ଭ ହୋଇସାରିଛି । ଆଜି ମୋଟ ୧୦୭ଜଣ ଏଠାକୁ ଯାଇ ପରୀକ୍ଷା କରିଛନ୍ତି । ବୁଧବାରଠାରୁ ଆଉ ୭ଟି କେନ୍ଦ୍ରରେ ଏହା ଆରମ୍ଭ ହେବ ବୋଲି ବିଏମ୍‌ସି ପକ୍ଷରୁ କୁହାଯାଇଛି । ସକାଳ ୮ଟାରୁ ୨ଟା ଯାଏ ଲୋକେ ଏଠାକୁ ଯାଇ ପରୀକ୍ଷା କରାଇ ପାରିବେ ।

୧: ୟୁପିଏଚସି ଆଇଆରସି ଭିଲେଜ୍‌
୨: ଘାଟିକିଆ
୩: କଳ୍ପନା
୪: ବ୍ରହ୍ମେଶ୍ୱରପାଟଣା
୫: କପିଳପ୍ରସାଦ
୬: ଚନ୍ଦ୍ରଶେଖରପୁର
୭: ନୀଳାଦ୍ରିବିହାର
୮: ୟୁନିଟ୍‌-୩
୯: ୟୁନିଟ୍‌-୪୮
୧୦: ୟୁନିଟ୍‌-୯
୧୧: ୟୁନିଟ୍‌-୮
୧୨: ପୋଖରୀପୁଟ
୧୩: ସହିଦନଗର
୧୪: ପଟିଆ
୧୫: ଡୁମୁଡୁମା
୧୬: ବିଏମ୍‌ସି ହସ୍ପିଟାଲ

ସମ୍ବନ୍ଧିତ ଖବର