PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ୨୪ ଘଣ୍ଟା ପ୍ରଚାର ବ୍ୟାନ୍ କଲେ ନିର୍ବାଚନ କମିଶନର , ନିର୍ବାଚନ ପ୍ରଚାରରେ ବିବାଦୀୟ ଭାଷଣ ପାଇଁ ଲାଗିଲା କଟକଣା
  • ||
  • ସୁଶିଲ ଚନ୍ଦ୍ରା ନୂଆ ମୁଖ୍ୟ ନିର୍ବାଚନ କମିଶନର ନିଯୁକ୍ତ
  • ||
  • ଆଜି ଭୁବନେଶ୍ୱରରୁ ୧୯୦ କରୋନା ପଜିଟିଭ ଟିହ୍ନଟ, କ୍ୱାରେଣ୍ଟାଇନ୍‌ରୁ ୩୮ ଓ ଲୋକାଲ କଣ୍ଟାକ୍ଟରୁ ୧୫୨ସଂକ୍ରମିତ
  • ||
  • ପିପିଲି ଉପନିର୍ବାଚନ ପାଇଁ ଭର୍ଚୁଆଲ ରାଲିରେ ନବୀନ ପଟ୍ଟନାୟକ କରୁଛନ୍ତି ପ୍ରଚାର , ୬ଟି ଜିଲ୍ଲା ପରିଷଦ ଜୋନ୍‌ ପାଇଁ ସିଧା ପ୍ରସାରଣ ବ୍ୟବସ୍ଥା
  • ||
  • କଟକ ଏସ୍‌ସିବିରୁ ହାଇଦର ଫେରାର ଘଟଣା – ହାଇଦର ଫେରାର ପଛରେ ତାର ପରିବାର ଲୋକଙ୍କ ହାତ ଅଛି, ମଙ୍ଗଳାବାଗ ଥାନାରେ ଏତଲା ଦେଲେ ଗ୍ୟାଙ୍ଗଷ୍ଟରକୁ ଜଗୁଥିବା ନିଲମ୍ୱିତ କନଷ୍ଟେବଲ ମହମ୍ମଦ ମୌସିମ୍,‌
  • ||
  • ଭାରତରେ ରୁଷ୍ ଟିକା ସ୍ପୁଟ୍‌ନିକ୍ –V କୁ ମଞ୍ଜୁରୀ , ବିଶେଷଜ୍ଞ କମିଟି ବୈଠକରେ ନିଆଗଲା ନିଷ୍ପତ୍ତି, ମାନବ ଦେହରେ ବ୍ୟବହାର ପାଇଁ ଅନୁମତି
  • ||
  • ବଲାଙ୍ଗୀର ଓ କଳାହାଣ୍ଡି ବିଶ୍ବବିଦ୍ୟାଳୟ ପାଇଁ ୨ ଜଣ ନୂଆ କୁଳପତିଙ୍କୁ ମିଳିଲା ନିଯୁକ୍ତି
  • ||
  • ଭୁବନେଶ୍ୱର: କ୍ୟାବିନେଟ୍ ବୈଠକରେ ୯ଟି ପ୍ରସ୍ତାବ ଉପରେ ବାଜିଲା ମୋହର
  • ||
  • ଭଞ୍ଜନଗର: ଭାଲୁ ଆକ୍ରମଣରେ ବାଘୁଆପଲ୍ଲୀ ଗ୍ରାମର ୪ ଜଣ ଗୁରୁତର ଆହତ
  • ||
  • ଢେଙ୍କାନାଳ: ମାଛ ଧରିବାକୁ ଯାଇ ନଦୀରେ ବୁଡିଗଲେ ମାଛ ଧରାଳି, ଖୋଜାଖୋଜି ପରେ ଉଦ୍ଧାର ହେଲା ମୃତହେଦ
  • ||
  • କଟକ: ନିଆଳିର ଏକ ବିଲରୁ ଏକ ମୃତଦେହ ଉଦ୍ଧାର
  • ||
  • ଗଜପତି ଜିଲ୍ଲାର ସମସ୍ତ ସୀମା ସିଲ, ବାହାରୁ ଆସୁଥିବା ଲୋକଙ୍କ ଉପରେ କଡା ନଜର
  • ||
  • ଭୁବନେଶ୍ୱର: ଆଜି ପହଞ୍ଚିବ ୨ ଲକ୍ଷ ୭୧ ହଜାର ଟିକା
  • ||
  • ଜଗନ୍ନାଥପୁର ଛକ ପୁକୁଡ଼ିବନ୍ଧ ଜଙ୍ଗସନ୍ରୁ ୯୨୦ କିଲୋ ଗଞ୍ଜେଇ ଧରିଲା ଅବକାରୀ ବିଭାଗର ସ୍ଵତନ୍ତ୍ର ୱିଙ୍ଗ, ୮ ଗିରଫ, ଟ୍ରକ୍ ଓ ମ୍ୟାକ୍ସପିକ୍ପ ଜବତ
  • ||
  • ବୀରମହାରାଜପୁର: ଚନ୍ଦଲି ରାସ୍ତା କଡ଼ରୁ ନବଜାତ ଶିଶୁ ପୁତ୍ର ଉଦ୍ଧାର, ଡାକ୍ତରଖାନାରେ ଭର୍ତ୍ତି
  • ||
  • ନୀଳଗିରି: ଅଭୟାରଣ୍ୟ ଭିତରୁ ଜଣେ ଶିକାରୀ ଗିରଫ,ମାରଣାସ୍ତ୍ର ଜବତ, ଖସିଗଲେ ୩ଜଣ ଶିକାରୀ…
  • ||
  • କଟକ: ଚାଉଳିଆଗଞ୍ଜ ଥାନାରେଆତ୍ମସମର୍ପଣ କଲା ହାଇଦର ସହଯୋଗୀ ୟାକୁବର
  • ||
  • ନୀଳଗିରି: କୂଳଡିହା ଅଭୟାରଣ୍ୟ ସୀମାନ୍ତରୁ ବିରାଟକାୟ ହରିଣ କ୍ଷତବିକ୍ଷତ ଉଦ୍ଧାର କଲେ ଗ୍ରାମବାସୀ
  • ||
  • କଟକ: ହଷ୍ଟେଲ ଭିତରେ ପଶି ନର୍ସିଂ ଛାତ୍ରୀଙ୍କୁ ତଡୁଛି ପୁଲିସ, ଏସସିବି ବିଏସି ନର୍ସିଂ କଲେଜରେ ଉତ୍ତେଜନା
  • ||
  • ନୀଳଗିରି: ଅସନବଣି ଅଞ୍ଚଳରୁ ଉଦ୍ଧାର ହେଲା ୧୫ ଫୁଟ୍ ଲମ୍ବର ଅହିରାଜ ସାପ
  • ||

ଏମିତି ବି ଆସେ ମୃତ୍ୟୁ ! ସାଙ୍ଗ ଜନ୍ମ ଦିନରୁ ଫେରିବା ବେଳେ ହଠାତ ତିନି ସାଙ୍ଗ ଉପରେ ଛିଣ୍ଡି ପଡିଲା ମୁଣ୍ଡ ଉପରେ ଥିବା ୧୧ କେଭି ବିଦ୍ୟୁତ ତାର…

ନୂଆଦିଲ୍ଲୀ: ବୁଧବାର ଅପରାହ୍ନରେ ଉତ୍ତରପ୍ରଦେଶର ବାଲିଆରେ ଏକ ରାସ୍ତା ଦେଇ ଯାଉଥିବା ବେଳେ ତିନିଜଣ ବାଇକ୍ ଚାଳକଙ୍କ ଉପରେ ହଠାତ ହାଇ ଟେନସନ୍ ତାର ଛିଣ୍ଡିପଡିଥିଲା । ଏଥିରେ ତିନିଜଣ ବାଇକ୍ ଚାଳକଙ୍କ ମୃତ୍ୟୁ ଘଟିଛି । ସୂଚନା ପାଇବା ମୃତକଙ୍କ ପରିବାର ଲୋକ ଘଟଣାସ୍ଥଳରେ ପହଞ୍ଚିଥିଲେ । ଏଥିରେ କ୍ରୋଧିତ ହୋଇ ଲୋକମାନେ ତିନି ମୃତଦେହ ସହିତ ଘଟଣାସ୍ଥଳରେ ବସିଥିଲେ । ସେ କହିଛନ୍ତି ଯେ ଯେପର୍ଯ୍ୟନ୍ତ ବିଦ୍ୟୁତ୍ ବିଭାଗର ଅଧିକାରୀଙ୍କ ବିରୋଧରେ ମାମଲା ଓ କାର୍ଯ୍ୟାନୁଷ୍ଠାନ ଗ୍ରହଣ ନହୋଇଛି ସେ ପର୍ଯ୍ୟନ୍ତ ମୃତଦେହକୁ ଧରି ଆମେ ରାସ୍ତାରେ ବସିବୁ ।

ବୈରିଆ ପୋଲିସ ଷ୍ଟେସନ ଅଂଚଳର ଦଲଜିତ ଟୋଲା ନିବାସୀ ୨୧ ବର୍ଷୀୟ ସୋନୁ ଗୁପ୍ତା, ୧୮ ବର୍ଷୀୟ ଛୋଟୁ ସିଂ ଏବଂ ୨୧ବର୍ଷୀୟ ଅନୁଜ ସିଂ ବୈରିଆ ଯାଇଥିଲେ । ଅନୁଜଙ୍କ ସମ୍ପର୍କୀୟ ନୀତିକଙ୍କ ଜନ୍ମଦିନ ଥିଲା । ତେଣୁ ତିନିଜଣ ମଧ୍ୟାହ୍ନ ପରେ ସମାନ ବାଇକ୍‌ରେ ଫେରୁଥିଲେ । ଏହି ସମୟରେ, ବୈଇରିଆ-ଜୟପ୍ରକାଶନଗର ରାସ୍ତାରେ ଥିବା ଶୋଭଚାପ୍ରା ଗ୍ରାମ ନିକଟରେ, ଉପର ଦେଇ ଯାଉଥିବା ୧୧ ହଜାର ଭୋଲ୍ଟ ତାର ହଠାତ୍ ଛିଣ୍ଡି ସେମାନଙ୍କ ଉପରେ ପଡିଗଲା । ଏହି ଦୁର୍ଘଟଣାରେ ତିନିଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଛି । ଆଖପାଖର ଲୋକମାନେ ପାଟି କରିବା ପରେ ବହୁ ସଂଖ୍ୟାରେ ଲୋକ ଏକତ୍ରିତ ହୋଇଥିଲେ ।

ସୂଚନା ପାଇବା ମାତ୍ରେ ବୈରିଆ ପୋଲିସ ଏବଂ ତିନି ମୃତକଙ୍କ ସମ୍ପର୍କୀୟ ସେଠାରେ ପହଞ୍ଚିଥିଲେ । ବିଦ୍ୟୁତ ବିଭାଗର ଅବହେଳା ଯୋଗୁଁ ଏହି ଦୁର୍ଘଟଣା ଘଟିଥିବା ଗ୍ରାମବାସୀ କହିଛନ୍ତି ।

ସମ୍ବନ୍ଧିତ ଖବର