PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମାଲକାନଗିରି ଜିଲ୍ଲାପାଳଙ୍କ ନାମରେ ଟେଣ୍ଡର ଫିକସିଙ୍ଗ ଓ ଗ୍ରାନାଇଟ ପଥର ଖଣିଲିଜରେ ଦୁର୍ନୀତିର ଅଭିଯୋଗ ଆଣିଲେ ପୁର୍ବତନ ସାଂସଦ ତଥା ପିସିସି କାର୍ଯ୍ୟକାରୀ ସଭାପତି ପ୍ରଦୀପ ମାଝୀ
  • ||
  • କଟକ: ଦୁଷ୍କର୍ମ ମାମଲ, ୧୪ ବର୍ଷ ପରେ ଆଜୀବନ କାରାଦଣ୍ଡ ଆସାମୀ ନିର୍ଦୋଷରେ ଖଲାସ
  • ||
  • ବଲାଙ୍ଗୀର: ମୂଲ୍ୟବାନ ଖଇର ଗଣ୍ଡି ଓ ଗାଡି ଜବତ କଲା ବନ ବିଭାଗ, ଡ୍ରାଇଭର ଫେରାର
  • ||
  • କୋରାପୁଟ: ବାଇକ୍ ଚୋର ଗ୍ୟାଙ୍ଗକୁ ଧରିବା ସଫଳ ହେଲା କୋରାପୁଟ ଟାଉନ ଥାନା ପୋଲିସ, ୧୫ ବାଇକ୍‌ ଉଦ୍ଧାର, ୩ ଚୋର ଗିରଫ
  • ||
  • ଜଗତସିଂହପୁର: ଅଲିପିଙ୍ଗଳ ବାଲିଘାଟରେ ପୁଣି ଚଢ଼ଉ କଲେ ତହସିଲଦାର , ୭ରୁ ଅଧିକ ହାଇଓ୍ବା ଜବତ, ମାଲିକ ମହଲରୁ ତେଜୁଛି ଅସନ୍ତୋଷ
  • ||
  • ଭୁବନେଶ୍ୱର : ଓଡ଼ିଶାରେ ଚିନ୍ତା ବଢ଼ାଉଛି ମୃତ୍ୟୁ ସଂଖ୍ୟା, ୨୪ ଘଣ୍ଟାରେ ଆଉ ୩୮ ଜଣଙ୍କ ଜୀବନ ନେଲା କରୋନା
  • ||
  • ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୯୫୭ କରୋନା ପଜିଟିଭ୍
  • ||
  • ପୁରୀ : ସ୍ନାନ ପୂର୍ଣ୍ଣିମା ପାଇଁ ପୁରୀରେ ୧୪୪ ଧାରା, ୨୩ ତାରିଖ ରାତି ୧୦ଟାରୁ ୨୫ ତାରିଖ ଭୋର ୨ଟା ଯାଏଁ କଟକଣା
  • ||
  • ପୁରୀ : ଏବର୍ଷ ୩ ଦିନ ନବଯୌବନ ଦର୍ଶନ, ଆଜି ଶ୍ରୀମନ୍ଦିରରେ ଦଇତାପତି ସେବାୟତଙ୍କ ପ୍ରବେଶ, ୨୩ରେ ସେନାପଟା ଲାଗି ନୀତି
  • ||
  • ଭୁବନେଶ୍ୱର : ଓଡ଼ିଶାର ୭ ଜିଲ୍ଲାରେ ନିଅଣ୍ଟିଆ ବର୍ଷା, ଆଜି ୧୨ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ୟେଲୋ ୱାର୍ଣ୍ଣିଂ ଜାରି
  • ||

କରୋନା ଯୋଦ୍ଧାଙ୍କୁ ଗାଳି କରି ବନ୍ଧାହେଲେ ଯୁବକ

ସମ୍ବଲପୁର ୨୬/୮: କୋଭିଡ ଯୋଦ୍ଧାଙ୍କୁ ଗାଳିଗୁଳଜ କରି ବନ୍ଧା ହେଲେ ଯୁବକ । ଏଭଳି ଘଟଣା ଘଟିଛି ସମ୍ବଲପୁର ଟାଉନଥାନା ଅଂଚଳ ତଅଁଲାପଡାରେ । କୋଭିଡ ସ୍ଥିତି ପରଖିବା ପାଇଁ ସେହି ପଡାକୁ ଯାଇଥିବାବେଳେ ଯୁବକ ଜଣକ ମଦ ପିଇ ଆଶାକର୍ମୀ ଓ ଜଣେ ସ୍ୱାସ୍ଥ୍ୟକର୍ମୀଙ୍କ ଅସଭ୍ଯ ଭାଷାରେ ଗାଳିଗୁଳଜ କରିବା ସହ ଧମକଚମକ ଦେଇଥିଲେ । ଏହି ସବୁ ଘଟଣାର ଭିଡିଓ ଭାଇରାଲ୍ ହୋଇଥିଲା ।ତେବେ ଅଭିଯୋଗ ଆଧାରରେ ଟାଉନଥାନା ପୋଲିସ ଯୁବକକୁ ଗିରଫ କରିବା ସହ କୋର୍ଟ ଚାଲାଣ କରିଛି । ଗିରଫ ଅଭିଯୁକ୍ତ ଜଣକ ହେଲେ ତଅଁଲାପଡାର ପଙ୍କଜ କୁମାର ଦାସ । ତାଙ୍କଜାମିନ ନାମଂଜୁର ହେବାପରେ ତାଙ୍କୁ ଜେଲକୁ ପଠାଇ ଦିଆଯାଇଛି ।

ସମ୍ବନ୍ଧିତ ଖବର