PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟ: କରୋନାରେ ଆଖିବୁଜିଲେ ୧୭ ଜଣ ସଂକ୍ରମିତ, ମୃତକଙ୍କ ସଂଖ୍ୟା ୨୧୨୧କୁ ଛୁଇଁଲା
  • ||
  • ଓଡ଼ିଶାରେ ୫ ଲକ୍ଷ ଟପିଲା କରୋନା ସଂକ୍ରମିତଙ୍କ ସଂଖ୍ୟା, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୫୨୧ ଜଣ ଆକ୍ରାନ୍ତ
  • ||
  • ଜାମ୍ମୁ କାଶ୍ମୀର : ସୁରକ୍ଷାବାହିନୀକୁ ବଡ଼ ସଫଳତା, ୩ ଆତଙ୍କୀ ନିପାତ, ଭୟରେ ଜଣେ ଆତଙ୍କବାଦୀ କଲା ଆତ୍ମସମର୍ପଣ
  • ||
  • ଭୁବନେଶ୍ଵର : ତାତିରୁ ମିଳିଛି ସାମାନ୍ୟ ଆଶ୍ଵସ୍ତି, ଖସିଛି ପାରଦ, ୯ ଯାଏଁ କାଳବୈଶାଖୀ ସମ୍ଭାବନା
  • ||
  • ତାଳଚେର : ଅନୁଗୁଳ ତଳଗଡ଼ ଗ୍ରାମରେ ହାତୀ ଆକ୍ରମଣରେ ଜଣେ ମହିଳା ମୃତ
  • ||

ଚାକିରୀର ପ୍ରଲୋଭନ ଦେଖାଇ ଯୁବତୀଙ୍କୁ ଗଣଦୁଷ୍କର୍ମ, ୨ ଅଟକ

ଝାରସୁଗୁଡା, ୨୬|୧୨:    ଝାରସୁଗୁଡା ଜିଲ୍ଲାରେ ଚାକିରୀ ଦେବାର ପ୍ରତିଶ୍ରୁତି ଦେଇ ଜଣେ ୟୁବତୀଙ୍କୁ ଗଣଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଏହି ଘଟଣାରେ ୨ ଜଣଙ୍କୁ ଅଟକ ରଖିଛି।

ଯୁବତୀଙ୍କ ଅଭିଯୋଗ ଅନୁଯାୟୀ, ତାଙ୍କୁ ଚାକିରୀ ଦେବାର ପ୍ରତିଶ୍ରୁତି ଦେଇ ୨ଜଣ ଯୁବକ ତାଙ୍କୁ ଏକ କୋଠରୀରେ ଗଣଦୁଷ୍କର୍ମ କରିଥିଲେ। ଏନେଇ ପୀଡିତା ଥାନାରେ ଅଭିଯୋଗ କରିବା ପରେ ପୋଲିସ ଲାଇକେରା ଅଞ୍ଚଳର ୨ଜଣଙ୍କୁ ଅଟକ ରଖିଛି। ସେମାନଙ୍କୁ ପଚରାଉଚରା ମଧ୍ୟ କରୁଛି। ଏପରିକି ମୁଖ୍ୟ ଅଭିଯୁକ୍ତ ଫେରାର ହୋଇଯାଇଥିବା ସୂଚନା ମିଳିଛି।