ଜୟପୁର ପୋଲିସ୍‌କୁ ବଡ଼ ସଫଳତା: ଗଞ୍ଜେଇ ରାକେଟର କଲା ପର୍ଦ୍ଦାଫାସ, ୫ ଗିରଫ

ଜୟପୁର,୨୪/ ୧୦: ଜୟପୁର ପୋଲିସ୍‌କୁ ବଡ଼ ସଫଳତା। ଶନିବାର ଏକ ବଡ଼ ଧରଣର ଗଞ୍ଜେଇ ରାକେଟର ପର୍ଦ୍ଦାଫାସ କରିଛି ପୋଲିସ୍। ଏହି ଘଟଣାରେ ପୋଲିସ୍ ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ୫ଜଣଙ୍କୁ ଗିରଫ କରିଛି।

ବେଆଇନ ଭାବେ ଗଞ୍ଜେଇ ଚାଲାଣ ନେଇ ପୋଲିସ କୌଣସି ସୂତ୍ରରୁ ଖବର ପାଇଥିଲା। ଏହାପରେ ପୋଲିସ୍ ଟିମ୍ ଚଢାଉ କରି ପ୍ରାୟ ୩୧୦ କେଜି ଗଞ୍ଜେଇ ଜବତ କରିଛି । ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ପ୍ରାୟ ୩୦ ଲକ୍ଷ ଟଙ୍କା ହେବା ବୋଲି ଜଣାପଡିଛି । ଏହି ଘଟଣାରେ ପୋଲିସ ୫ଜଣଙ୍କୁ ଗିରଫ ମଧ୍ୟ କରିଛି । ସେମାନଙ୍କଠାରୁ ନଗଦ ୧.୫ ଲକ୍ଷ ଟଙ୍କା ସହ ଗୋଟିଏ କାର୍, ୨ଟି ବାଇକ୍, ୫ଟି ମୋବାଇଲ ଫୋନ୍ ଜବତ ହୋଇଛି।

   ସମ୍ବନ୍ଧିତ ଖବର


ସୁର Vs ସମ୍ବିତ – ଏମିତି ଚେତାବନୀ ଦେଲେ ସୁର କହିଲେ ଆତ୍ମାକୁ ବାଧିଲା.. ୧୫ ଦିନ ସମୟ ଦେଲୁ ନହେଲେ

ତଦନ୍ତ ବେଳେ ଆଶ୍ଚର୍ଯ୍ୟ ହୋଇଗଲା ପୁଲିସ- ହତ୍ୟା ଅଭିଯୋଗ କରିଥିବା ବ୍ୟକ୍ତି ହଁ ହତ୍ୟାକାରୀ

ତୃତୀୟ ପର୍ଯ୍ୟାୟରେ ଏମସ୍‌ର ଡାକ୍ତର ନେଲେ କୋଭାକ୍ସିନ୍‌ ଟିକା- କହିଲେ ଏହାର ପାର୍ଶ୍ୱ ପ୍ରତିକ୍ରିୟା ନାହିଁ

ସୋଆ ରେ ପୂର୍ବାଂଚଳ ପ୍ରାକ୍ ସାଧାରଣତନ୍ତ୍ର ଦିବସ ଏନ୍‌ଏସ୍‌ଏସ୍ ପ୍ୟାରେଡ କ୍ୟାମ୍ପ ଉଦ୍‌ଯାପିତ

କରୋନାକୁ ପରାସ୍ତ କଲେ ୯୭ ବର୍ଷୀୟ -ସମ୍ କୋଭିଡ୍ ହସ୍ପିଟାଲ୍‌ରେ ସୁସ୍ଥ ହୋଇ ଘରକୁ ଫେରିଲେ

ବିଲୁଆ, ହରିଆ ଏବଂ ବାଦଲକୁ ଗିରଫ କଲେ କମିଶନରେଟ୍‌ ପୋଲିସ- ବନ୍ଧୁକ ଧରି କରୁଥିଲେ ଡକାୟତି ଯୋଜନା, ୩ ସହଯୋଗୀ ଘଟଣାସ୍ଥଳରୁ ଚମ୍ପଟ