PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କୋରାପୁଟ: କୋଟିଆରେ ଆନ୍ଧ୍ର କର୍ମଚାରୀଙ୍କୁ ଅଧାରାସ୍ତାରେ ଅଟକାଇଲା ଓଡ଼ିଶା ପୋଲିସ
  • ||
  • କଳାହାଣ୍ଡି: ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ଅଫିସ ଘେରାଉ, ଘଟଣାସ୍ଥଳରେ ଉତ୍ତେଜନା ଜାରି
  • ||
  • ଭଦ୍ରକ: ବଉଳ ପୋଖରୀ ଅଞ୍ଚଳରୁ ୩୧୬ ଗ୍ରାମ୍ ବ୍ରାଉନସୁଗର ଜବତ କଲା ଗ୍ରାମଞ୍ଚଳ ଥାନା ପୋଲିସ, ୩ ଗିରଫ
  • ||
  • କେନ୍ଦୁଝର: ନିଖୋଜ ୪ ବର୍ଷର ଶିଶୁକନ୍ୟାର ଉଲଂଗ୍ନ ମୃତଦେହ ଉଦ୍ଧାର, ଦୁଷ୍କର୍ମ ପରେ ହତ୍ୟା କରି ଫିଙ୍ଗିଦେଇଥିବା ସନ୍ଦେହ
  • ||
  • ଖପ୍ରାଖୋଲ: ଯୁବକ ନିଖୋଜ ଅଭିଯୋଗ, ଶୁଳିଆବାହାଳ ଜଙ୍ଗଲ ମାଟିତଳୁ ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ୱର: ନନ୍ଦନକାନନରେ ବିରଳ ହିମାଳୟ ଅଣ୍ଡିରା ଭାଲୁ ‘ମୋତି’ର ମୃତ୍ୟୁ, ୫କୁ ଖସିଲା ସଂଖ୍ୟା
  • ||
  • ଢ଼େଙ୍କାନାଳ: ଷଢ଼ଙ୍ଗୀ ରେଞ୍ଜ ଅନ୍ତର୍ଗତ ଲହଡ଼ା ସରଂକ୍ଷିତ ଜଙ୍ଗଲରେ ଚିକିତ୍ସାଧୀନ ଅବସ୍ଥାରେ ଆଖିବୁଜିଲା ଦନ୍ତା, ସେପ୍ଟିସିମିଆ ରୋଗରେ ଥିଲା ପୀଡିତ
  • ||
  • ନୂଆଦିଲ୍ଲୀ : ଆରପାରିରେ ଭେଟେରାନ୍ ଅଭିନେତ୍ରୀ ମୀନୁ ମୁମତାଜ
  • ||
  • ବାଙ୍କୀ : ଜଙ୍ଗଲୀ ବାରହା ଉପଦ୍ରବ, ରାତିହେଲେ ଉଜାଡୁଛନ୍ତି ଏକର ଏକର ଫସଲ
  • ||
  • ଭୁବନ : ବାଲି ଘାଟକୁ କେନ୍ଦ୍ର କରି ମରଣାନ୍ତକ ଆକ୍ରମଣ, ବାପ-ପୁଅ ଗୁରୁତର
  • ||
  • ଭୁବନେଶ୍ୱର: ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୩୦୫କୁ ବୃଦ୍ଧି
  • ||
  • ଭୁବନେଶ୍ୱର: ରାଜ୍ୟରେ ସାମାନ୍ୟ ଖସିଲା କରୋନା ଗ୍ରାଫ୍, ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୪୧ କୋଭିଡ୍ ପଜିଟିଭ୍
  • ||
  • ନୂଆଦିଲ୍ଲୀ : ନଭେମ୍ବର ୨୯ରୁ ସଂସଦର ଶୀତ ଅଧିବେଶନ, ୨୦ଟି କାର୍ଯ୍ୟ ଦିବସ ରହିବ
  • ||
  • ଭୁବନେଶ୍ୱର : ଆଗକୁ ବଢ଼ିବ ଶୀତ, ଆଭ୍ୟନ୍ତରୀଣ ଓଡ଼ିଶାରେ ୨ ଡିଗ୍ରୀ ଖସିଲା ତାପମାତ୍ରା
  • ||
  • ଭୁବନେଶ୍ୱର : ଓଏଏସ୍‌ ସ୍ତରରେ ଛୋଟ ଧରଣର ଅଦଳବଦଳ, ପୁରୀ ସଦର ବିଡିଓ ଭାବେ ନୂଆ ଦାୟିତ୍ଵ ସମ୍ଭାଳିବେ ସମ୍ବିତ ଶତପଥୀ
  • ||
  • ସୁନ୍ଦରଗଡ଼ : ହାତୀପଲଙ୍କୁ ଘଉଡାଇବା ବେଳେ ଅଘଟଣ, ହାତୀ ଆକ୍ରମଣରେ ଯୁବକ ମୃତ
  • ||

ଅଟୋରୁ ୧୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଗାଡି ଛାଡି ୨ ମାଫିଆ ଫେରାର୍

ଲମତାପୁଟ, ୨୨/୦୯ : ପାଡୁଆ ପୋଲିସକୁ ସଫଳତା। ଅତଣ୍ଡା ଅଞ୍ଚଳରୁ ଆନ୍ଧରପ୍ରଦେଶକୁ ଗଞ୍ଜେଇ ଚୋରା ଚାଲଣ ହେଉଥିବା ବେଳେ ମାଡ଼ିବସିଲା ପାଡ଼ୁଆ ପୋଲିସ । ଏକ ଅଟୋରୁ ୧୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ ହୋଇଛି। ତେବେ ଏହି ସମୟରେ ୨ ଗଞ୍ଜେଇ ମାଫିଆ ଘଟଣାସ୍ଥଳରୁ ଫେରାର୍ ହୋଇଯାଇଛନ୍ତି।

ବିଶେଷ ସୂତ୍ରରୁ ଖବର ପାଇ କୋରାପୁଟ ଏସପିଙ୍କ ନିର୍ଦ୍ଦେଶ କ୍ରମେ ନନ୍ଦପୁର ଏସ.ଡି.ପି.ଓ. ନେତୃତ୍ୱରେ ପାଡୁଆ ଥାନା ଅଧିକାରୀ ଡ଼ାକବଙ୍ଗଳା ନିକଟରେ ନାକାବନ୍ଦୀ କରିଥିଲେ । ଏହି ସମୟରେ ଅତଣ୍ଡା ଅଞ୍ଚଳରୁ ଆସୁଥିବା ଏକ ଅଟୋକୁ ପୋଲିସ ଅଟକାଇଥିଲା। ଫଳରେ ଅଟୋରେ ଥିବା ୨ ଜଣ ଗଞ୍ଜେଇ ମାଫିଆ ଅନ୍ଧାର ରାତିର ସୁଯୋଗ ନେଇ ଗାଡ଼ି ଛାଡି ଫେରାର ହୋଇଯାଇଥିଲେ। ଗାଡ଼ି ଯାଞ୍ଚ୍ କରିବାରୁ ଏହା ଭିତରୁ ୧ କ୍ଵିଣ୍ଟାଲ ଗଞ୍ଜେଇ ଜବତ ହୋଇଛି। ଜବତ ହୋଇଥିବା ଗଞ୍ଜେଇର ଆନୁମାନିକ ମୂଲ୍ୟ ୧୦ ଲକ୍ଷ ଟଙ୍କା ହେବ ବୋଲି ସୂଚନା ମିଳିଛି। ତେବେ ଜବତ ହୋଇଥିବା ଅଟୋର ମାଲିକଙ୍କ ନାମରେ ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି।