PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଜଗତସିଂପୁର ଜିଲାର ଢିଙ୍କିଆ ପଞ୍ଚାୟତରେ ଆସନ୍ତା ବର୍ଷ ହେବ ପଞ୍ଚାୟତ ନିର୍ବାଚନ ।
  • ||
  • କୋଭିଡ୍‌ର କେବେ ବି ଅନ୍ତ ହେବ ନାହିଁ, ଭାଇରସ୍ ତାହାର ଚରିତ୍ର ବଦଳାଇବ : ସ୍ଵାସ୍ଥ୍ୟ ନିର୍ଦ୍ଦେଶକ
  • ||
  • ଭୁବନେଶ୍ଵର : ରାଜ୍ୟରେ ପୁଣି ବଢିଲା କରୋନା ଗ୍ରାଫ୍, ୨୪ ଘଣ୍ଟାରେ ୭୪୨୬ କୋଭିଡ୍ ପଜିଟିଭ୍ ଚିହ୍ନଟ
  • ||
  • ପୁରୀ : ଖଣିରେ ଭାସୁଛି ମୃତଦେହ, ହତ୍ୟା ସନ୍ଦେହ
  • ||
  • ଭୁବନେଶ୍ଵର : ଗାନ୍ଧି ମାର୍ଗରେ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ, ପତାକା ଉତ୍ତୋଳନ କଲେ ରାଜ୍ୟପାଳ
  • ||
  • ପଦ୍ମପୁର : ସ୍କୁଲ୍ ନାହିଁ ତ ଭୋଟ୍ ନାହିଁ, ଗାଁ ମୁଣ୍ଡରେ ପୋଷ୍ଟର ଲଗାଇ ଭୋଟ ବର୍ଜନ ପାଇଁ ଘୋଷଣା କଲେ ଗ୍ରାମବାସୀ
  • ||
  • ଯାଜପୁର : ବାଇକକୁ ଧକ୍କା ଦେଲା କାର୍, ଜଣେ ମୃତ
  • ||
  • ଭୁବନେଶ୍ଵର : ଆଜି ଘନ କୁହୁଡ଼ି, ୨୮ରୁ ଶୀତ ଲହରୀ
  • ||
  • ଭୁବନେଶ୍ଵର : ଦେଶ ପାଳନ କରୁଛି ୭୩ତମ ଗଣତନ୍ତ୍ର ଦିବସ, ରାଜପଥରେ ଦୁନିଆ ଦେଖିବ ଭାରତର ଶକ୍ତି
  • ||

ବାଇଗଣ ବୋଝେଇ ଭ୍ୟାନରୁ ୯୦ କେଜି ଗଞ୍ଜେଇ ଜବତ, ୬ ଗିରଫ

ନୟାଗଡ, ୩ ।୬ ଗଞ୍ଜେଇ ଚାଲାଣ କରିବା ପାଇଁ ଅଭିନବ ଉପାୟ ଅବଲମ୍ବନ କରୁଛନ୍ତି ଚାଲାଣକାରୀ । କେତେ ବେଳେ ପଇଡ ବୋଝେଇ ଗାଡିରେ ତ ଆଉ କେତେ ବେଳେ ପରିବା ବୋଝେଇ ଗାଡିରେ । ତେବେ ଏଥର ଗଞ୍ଜେଇ ଚାଲାଣକାରୀ ବାଇଗଣ ବୋଝେଇ ଗାଡିରେ ଗଞ୍ଜେଇ ଚାଲାଣ କରୁଥିଲେ । ତେବେ ଏଭଳି ଅଭିନବ ଉପାୟରେ ଗଞ୍ଜେଇ ଚାଲାଣ କରୁଥିବା ବେଳେ ପୋଲିସ ହାତରେ କିନ୍ତୁ ଧରାପଡିଯାଇଛନ୍ତି । ପୋଲିସ ଉକ୍ତ ଗାଡିରୁ ୯୦ କେଜି ଗଞ୍ଜେଇ ଜବତ କରିବା ସହ ୬ ଜଣଙ୍କୁ ଗିରଫ କରିଛି ।


ଏକ ବାଇଗଣ ବୋଝେଇ ଭ୍ୟାନରେ ବୌଦ୍ଧରୁ କଟକ ଗଞ୍ଜେଇ ଚାଲାଣ ହେଉଥିଲା । କୌଣସି ସୂତ୍ରରୁ ଖବର ପାଇ ନୟାଗଡଠାରେ ପୋଲିସ ଉକ୍ତ ଗାଡିକୁ ଯାଞ୍ଚ କରିଥିଲା । ପ୍ରାୟ ୯୦ କେଜି ଗଞ୍ଜେଇ ଜବତ କରିଥିଲା । ଏଥିସହ ଏହି ଘଟଣାରେ ୬ ଜଣଙ୍କୁ ଗିରଫ କରିଛି ପୋଲିସ ।