PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଇପିଏଲ-୧୪: ଆଜି ଖେଳାଯିବ ଦୁଇଟି ମ୍ୟାଚ୍, କୋହଲି-ମୋର୍ଗାନ ଓ ରାହୁଲ-ପନ୍ଥ ମଧ୍ୟରେ ଲଢେ଼ଇ
  • ||
  • ଭୁବନେଶ୍ୱର : ବଦଳିଲା ମୋ ବସ୍‌ ଚଳାଚଳ ସମୟ। ଏଣିକି ସକାଳ ୭ଟାରୁ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ଚଳାଚଳ କରିବ ମୋ ବସ୍
  • ||
  • ଭୁବନେଶ୍ୱର: ରମାଦେବୀ ଛାତ୍ରୀନିବାସରୁ ୪ ଛାତ୍ରୀ କରୋନା ପଜିଟିଭ୍, ୧୯ ତାରଖ ପୂର୍ବରୁ ହଷ୍ଟେଲ ଛାଡ଼ିବାକୁ ନିର୍ଦ୍ଦେଶ ‌
  • ||
  • ରାଜ୍ୟକୁ ପୁଣି ଫେରିବ ତାତି, ସପ୍ତାହେ ପର୍ଯ୍ୟନ୍ତ ଛଟପଟ କରିବ ଗ୍ରୀଷ୍ମ ପ୍ରକୋପ
  • ||

କୋରାପୁଟ ସୁନାବେଢାରୁ ଦଶ ଚକିଆ ଟ୍ରକ ସହ ୧୭୮ କେଜି ଗଞ୍ଜେଇ ଜବତ, ଜଣେ ଗିରଫ…

ସୁନାବେଢା: କୋରାପୁଟ ଜିଲ୍ଲା ସୁନାବେଢା ଅଂଚଳରୁ ୧୭୮ ଗଞ୍ଜେଇ ଜବତ କରିଛି ପୋଲିସ । ଆଜି ଭୋର୍ ୫ଟା ସମୟରେ ୨୬ ନମ୍ବର ଜାତୀୟ ରାଜପଥର ପନ୍ଥିକ ଚୌକ ନିକଟରେ ଏହି ଗଞ୍ଜେଇକୁ ଜବତ କରାଯାଇଛି । ଏକ ଦଶଚକିଆ ଟ୍ରକରେ ଏହି ଗଞ୍ଜେଇ ଚାଲାଣ ହେଉଥିଲା । ଏଗୁଡିକ ପଟାଙ୍ଗିରୁ ରାଉରକେଲାର ବିଭିନ୍ନ ଅଂଚଳକୁ ଚାଲାଣ କରାଯାଉଥିଲା । ପୋଲିସ ଏହି ଘଟଣାରେ ଜଣକୁ ଗିରଫ କରିବା ସହ ସଂପୃକ୍ତ ଟ୍ରକ ଓ ୨ଟି ମୋବାଇଲ ଫୋନ ଜବତ କରିଛି ।