PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର: ଆଜି ଅପରାହ୍ନ ୫ଟାରେ କୋଭିଡ଼ ନେଇ ସମିକ୍ଷା କରି​‌ବେ ମୁଖ୍ୟମନ୍ତ୍ରୀ
  • ||
  • ପଞ୍ଜାବ ନିର୍ବାଚନ: ପଞ୍ଜାବ ପାଇଁ ଆପ୍‌ର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା, ମୁଖ୍ୟମନ୍ତ୍ରୀ ଚେହେରା ହେଲେ ଭାଗୱତ ମାନ୍
  • ||
  • ଭୁବନେଶ୍ୱର: ପଞ୍ଚାୟତ ନିର୍ବାଚନ ଲାଗି ବଡ଼ ଘୋଷଣା, ଡ୍ୟୁଟିରେ ଥାଇ ମୃତ୍ୟୁ ହେଲେ ମିଳିବ ୩୦ଲକ୍ଷ ଅନୁକୁମ୍ପା
  • ||
  • ଭୁବନେଶ୍ଵର : ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୮କୁ ବୃଦ୍ଧି
  • ||
  • ଭୁବନେଶ୍ୱର : ରାଜ୍ୟରେ ୮୦ ହଜାର ଟପିଲା ଆକ୍ଟିଭ କେସ୍, ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ୧୧,୦୮୬ ଜଣ କରୋନା ପଜିଟିଭ
  • ||
  • ଭୁବନେଶ୍ଵର : ଏଟିଏମ୍‌ରୁ ଲୁଟ୍ ଉଦ୍ୟମ ବେଳେ ଧରାପଡ଼ିଲେ ୨ ଯୁବକ, ଗ୍ୟାସ୍ କଟର ମେସିନ୍ ଜବତ
  • ||
  • ଭୁବନେଶ୍ୱର : ରାଜ୍ୟରେ ଗାଏବ ହେବ ଶୀତ, ୨ ଦିନ ଘନ କୁହୁଡ଼ି, ୨୩ରୁ ବର୍ଷା ସମ୍ଭାବନା
  • ||
  • କଣ୍ଟାବାଞ୍ଜି : ବାଇକ୍ ଦୁର୍ଘଟଣାଗ୍ରସ୍ତ, ୨ ବାଇକ୍ ଆରୋହୀ ମୃତ
  • ||
  • ଚେନ୍ନାଇ : ୧୮ ବର୍ଷର ବୈବାହିକ ସମ୍ପର୍କରେ ପୂର୍ଣ୍ଣଛେଦ ପକାଇଲେ ସାଉଥ୍ ସୁପରଷ୍ଟାର ଧନୁଷ-ଐଶ୍ଵର୍ଯ୍ୟା, ଟ୍ଵିଟ୍ କରି ଦେଲେ ସୂଚନା
  • ||
  • ଲମତାପୁଟ : ପିକଅପ୍ ଭ୍ୟାନ୍‌ରୁ ୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୨ ଗିରଫ
  • ||

ଟ୍ରକ୍‌ରୁ ବିପୁଳ ପରିମାଣର ଗଞ୍ଜେଇ ଜବତ, ୨ ଗିରଫ

ବୌଦ୍ଧ ୨।୬: ବୌଦ୍ଧ ମହାନଦୀ ବ୍ରିଜ ଛକ ନିକଟରୁ କେନ୍ଦ୍ରୀୟ ସ୍କ୍ବାର୍ଡ ଆଜି ଗୋଟିଏ ଟ୍ରକରୁ ଗଞ୍ଜେଇ ଜବତ କରିଛି। ଉକ୍ତ ଟ୍ରକରୁ ୬.୨୩ କୁଇଣ୍ଟାଲ ଗଂଜେଇ ଜବତ୍ କରିଛି। ଗଞ୍ଜେଇ ସହ ଚାଲାଣରେ ସମ୍ପୃକ୍ତ ୨ ଅଭିଯୁକ୍ତଙ୍କୁ ଗିରଫ କରିଛି l

ମିଳିଥିବା ସୂଚନା ଅନୁଯାୟୀ, ଆଜି ସକାଳ ସମୟରେ ଗୋଟିଏ ଟ୍ରକ JH10 AL 8211 ରେ ବିପୁଳ ପରିମାଣର ଗଂଜେଇ କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ଅଞ୍ଚଳରୁ ଝାଡ଼ଖଣ୍ଡ ରାଜ୍ୟକୁ ଚାଲାଣ ହେଉଥିବା ବିଶେଷ ସୂତ୍ରରୁ ଖବର ପାଇ କେନ୍ଦ୍ରୀୟ ସ୍କ୍ବାର୍ଡ ବୌଦ୍ଧ ବ୍ରିଜ ଛକ ନିକଟରେ ଟ୍ରକକୁ ଜବତ କରିଥିଲେ । ଚାଲାଣ କାରୀ ଅନୁଗୁଳ ଜିଲ୍ଲା ହଣ୍ଡପା ଅଂଚଳର ଭକ୍ତବନ୍ଧୁ ପ୍ରଧାନ ଓ ସନକ ପ୍ରଧାନଙ୍କୁ ଗିରଫ କରିଥିବା ସୂଚନା ମିଳିଛି।