ଗ୍ୟାସ୍ ଟାଙ୍କି ଫାଟି ବାପା ମୃତ, ଗୁରୁତର ଅବସ୍ଥାରେ ପୁଅ ମେଡିକାଲରେ ଭର୍ତ୍ତି

ସୋର ୧୭।୧୧: ଗ୍ୟାସ୍ ଟଙ୍କି ଫାଟି ବାପାଙ୍କର ମୃତ୍ୟୁ ହୋଇଥିବା ବେଳେ ପୁଅ ଗୁରୁତର ଅବସ୍ଥାରେ ଚିକିତ୍ସାଧିନ ଅଛନ୍ତି । ମୃତକ ବାଲେଶ୍ବର ଜିଲ୍ଲା ସିମୁଳିଆ ଥାନା ଅନ୍ତର୍ଗତ ଅନ୍ତରା ଗାଁର ଜଗବନ୍ଧୁ ବେହେରା ।

ସୂଚନାଯୋଗ୍ୟ ଯେ, ଗତ ୧୨ ତାରିଖରେ ଗ୍ୟାସ୍‌ ଫାଟି ଉଭୟ ବାପା ଓ ପୁଅ ଗୁରୁତର ହୋଇଥିଲେ । ତେବେ ଚିକିତ୍ସାଧୀନ ଅବସ୍ଥାରେ ବାପାଙ୍କର ମୃତ୍ୟୁ ହୋଇଛି । ଗୁରୁତର ଅବସ୍ଥାରେ ପୁଅକୁ ଦିଲ୍ଲୀର ଏକ ଘରୋଇ ହସପିଟାଲରେ ଭର୍ତ୍ତି କରାଯାଇଛି । ଜଗବନ୍ଧୁଙ୍କ ପରିବାର ଲୋକେ ଦିଲ୍ଲୀରେ ରୁହନ୍ତି ।

   ସମ୍ବନ୍ଧିତ ଖବର


ଜୀବିକା ନେଲା ଜୀବନ, ମାଛ ଧରିବାକୁ ଯାଇ ମୃତ୍ୟୁର ଜାଲରେ ଫସିଗଲେ ଯୁବକ

ନିର୍ବନ୍ଧ ପରେ ବି ପୁରୁଣା ପ୍ରେମିକାକୁ ଭୁଲି ପାରିଲେନି ପ୍ରେମିକ, ତା’ ପରେ କାହାର ହେଲା ବିଜୟ…

ଭିନ୍ନ ଜାତିରେ ବାହା ହୋଇଥିଲେ ବୋଲି… ଭାଇ ଶବକୁ ଛୁଇଁଲାନି ଭାଇ, ସ୍ୱେଚ୍ଛାସେବୀ କଲେ ସଂସ୍କାର

ଯୁବ ଇଂଜିନିୟର୍‌ଙ୍କୁ ମହଙ୍ଗା ପଡ଼ିଲା ଏକତରଫା ପ୍ରେମ: ଯୁବତୀଙ୍କ ହଷ୍ଟେଲ୍‌ ସମ୍ମୁଖରେ ହାଲ୍ଲାବୋଲ କରିବାରୁ ନିସ୍ତୁକ ଛେଚିଲେ ଦେଖଣାହାରୀ

ଟ୍ରକ୍‌କୁ ପଛରୁ ପିଟିଲା ବୋଲେରୋ, ୫ ବରଯାତ୍ରୀ ଗୁରୁତର

ରାସଗୋବିନ୍ଦପୁର ବନାଞ୍ଚଳ ରାସ୍ତାରୁ ୨୦୦ ଗ୍ରାମର ଭଙ୍ଗା ହାତୀ ଦାନ୍ତ ଉଦ୍ଧାର