ଜଙ୍ଗଲରେ ଯୁବତୀକୁ ଗଣଦୁଷ୍କର୍ମ ! ସୋସିଆଲ ମିଡିଆରେ ଭିଡିଓ ଭାଇରାଲ୍ ହେବା ପରେ ତଦନ୍ତ କଲା ପୁଲିସ

କଳାହାଣ୍ଡି ୨୩।୯: କଳାହାଣ୍ଡି ଜିଲ୍ଲା ଜାରିଙ୍ଗ ଜଙ୍ଗଲରେ ଯୁବତୀଙ୍କୁ ଗଣଦୁଷ୍କର୍ମ। ଏଭଳି ଦୁଷ୍କର୍ମ ଅଭିଯୋଗ ଜୁନାଗଡ ଥାନାରେ ହୋଇଛି। ଯୁବତୀ ଜଣକ ପ୍ରେମିକଙ୍କ ସହ ଜଙ୍ଗଲକୁ ଯାଇଥିବାବେଳେ ଦୁଷ୍କର୍ମର ଶିକାର ହୋଇଛନ୍ତି । ତେବେ ଘଟଣାରେ ୫ରୁ ୭ ଜଣ ଯୁବକ ସମ୍ପୃକ୍ତ ଥିବା ଜଣାପଡିଛି ।

ସୋସିଆଲ ମିଡ଼ିଆରେ ଏହାର ଭିଡିଓ ଭାଇରାଲ ହେବା ପରେ ପୋଲିସ ନିଜ ଆଡୁ ତଦନ୍ତ ଆରମ୍ଭ କରିଛି । ଘଟଣା କିଛି ଦିନ ତଳର ହୋଇଥିବାବେଳେ ପୋଲିସରେ ଅଭିଯୋଗ ହୋଇନଥିଲା । ଅଭିଯୁକ୍ତ ଯୁବକ ଜୁନାଗଡ ଅଞ୍ଚଳର ବୋଲି ଚର୍ଚ୍ଚା ହେଉଛି । ତେବେ ପ୍ରେମୀଯୁଗଳ ଧର୍ମଗଡ ସବଡିଭିଜନ୍ ଅଞ୍ଚଳର ବୋଲି ଜଣାପଡିଛି ।

   ସମ୍ବନ୍ଧିତ ଖବର


ଫସର ଫାଟିଲା ଫେସ୍‌ବୁକ୍‌ ପ୍ରେମ: ନାବାଳିକା ବିବାହ ବନ୍ଦ କଲା ପ୍ରଶାସନ, ପ୍ରେମୀ ଯୁଗଳ ଥାନାରେ ଅଟକ

ସିସିଟିଭି ଫୁଟେଜରୁ ମିଳିଲା ସ୍କୁଟିଚୋରି ସୁରାକ, ୫ଜଣକୁ ଗରିଫ କଲା ପୁଲିସ

ବାଲେଶ୍ବରରେ ବେଣୁଧରକଙ୍କ ପଲା ଭାରି : ‘ଏଥର ବେଣୁ ମଉସା’ ଗୀତ ଗାଇଲେ ଅଭିଜିତ୍ ଓ କାକା‌, ପୂର୍ବରୁ ପ୍ରଚାର ସାମିଲ ହୋଇଛନ୍ତି ଅଭିନେତ୍ରୀ

ପ୍ରେମରେ ବିଫଳ: ପ୍ରେମିକାର ତଣ୍ଟି କାଟିବା ପରେ ନିଜେ ସାନିଟାଇଜର ପିଇ ଆତ୍ମହତ୍ୟା ଉଦ୍ୟମ କଲା ହତାସିଆ ଯୁବକ

ଲକ୍ଷ୍ମୀ ପୂଜା ଓ କାଳୀ ପୂଜା ପାଇଁ ପ୍ରଶାସନର କଟକଣା : ପୁରୋହିତ, କର୍ମକର୍ତ୍ତାଙ୍କ ସମେତ ୭ଜଣରୁ ଉର୍ଦ୍ଧ୍ବ ଲୋକ ରହିପାରିବେନି, କୋଭିଡ଼ ନିୟମ ଉଲ୍ଲଂଘନ କଲେ ଗଣିବେ ତଣ୍ଡ

ବଡ଼ ଅଘଟଣ: ବୋମା ଭିଡୁଥିବା ବେଳେ ବିସ୍ପୋରଣ, ଜଣେ ମୃତ, ଦୁଇ ଗୁରୁତର