PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଳାହାଣ୍ଡି : ହିମାଚଳ ପ୍ରଦେଶରୁ କରୋନା ସଂପର୍କିତ ନକଲି ଔଷଧ ଆଣି ବିତରଣ ଅଭିଯୋଗରେ କେସିଙ୍ଗା ସ୍ଥିତ ବିଜୟ ଫାର୍ମାସିଟିକାଲ ଓ ଧର୍ମଗଡ ସ୍ଥିତ ଜୟହୀନ୍ଦ ଟ୍ରେଡର୍ସ ଉପରେ ଚଢ଼ାଉ
  • ||
  • ନବରଙ୍ଗପୁର: ଭାରସାମ୍ୟ ହରାଇ ଓଲଟିଲା ଟ୍ରାକ୍ଟର, ତଳେ ଚାପି ହୋଇଚାଲିଗଲା ଡ୍ରାଇଭରଙ୍କ ଜୀବନ
  • ||
  • ଭୁବନେଶ୍ୱର: ଜୁନ୍ ଶେଷ ସୁଦ୍ଧା ପ୍ରକାଶ ପାଇବ ମାଟ୍ରିକ୍ ରେଜଲ୍ଟ : ଗଣଶିକ୍ଷା ମନ୍ତ୍ରୀ
  • ||
  • ସମ୍ବଲପୁର: ପୁଣି ଚର୍ଚ୍ଚାରେ ସମ୍ବଲପୁର ଜେଲ, କଏଦୀକୁ ଗଞ୍ଜେଇ ବିକି ଧରାପଡିଲେ ଜେଲ୍ ଓ୍ବାର୍ଡର୍, ବଣେଇଗଡ ଜେଲକୁ ହେଲେ ବଦଳି
  • ||
  • ରାଜସୁନାଖଳା: ଜାଗା ବାଡ଼ି ମଧ୍ୟସ୍ଥତାକୁ ନେଇ ରକ୍ତାକ୍ତ ସଂଘର୍ଷ, ଜଣେ ଗୁରୁତର
  • ||
  • କଣ୍ଟାବାଞ୍ଜି : ବର୍ଷା ଦାଉରୁ ଆଶ୍ରୟ ପାଇଁ ଦୋକାନ ପିଣ୍ଡାକୁ ଯାଇ ଷଣ୍ଢକୁ ଲାଗିଲା ବିଜୁଳି ଝଟକା, ଘଟଣାସ୍ଥଳରେ ଟଳିପଡିଲା…
  • ||
  • ନୀଳଗିରି: ଯୁବକର ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା ସନ୍ଦେହ, ପୁଲିସ ତଦନ୍ତ ଆରମ୍ଭ
  • ||
  • ପୁରୀ : ମହାପ୍ରଭୁଙ୍କ ସ୍ନାନପୂର୍ଣ୍ଣିମା ପ୍ରସ୍ତୁତି, ଭୋର ୪ଟା ସୁଦ୍ଧା ପହଣ୍ଡ ବିଜେ ନୀତି, ସାମାଜିକ ଦୂରତାକୁ ଗୁରୁତ୍ୱ
  • ||
  • ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟାରେ ମଧ୍ୟରେ ୪୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୩୩ଶହ ଟପିଲା
  • ||
  • ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟାରେ ଚିହ୍ନଟ ହେଲେ ଆଉ ୪ ହଜାର ୪୬୯ କରୋନା ପଜିଟିଭ, ସଂକ୍ରମିତଙ୍କ ସଂଖ୍ୟା ୮ ଲକ୍ଷ ୫୧ ହଜାର ପାର୍
  • ||
  • ପୁରୀ : ରଥଖଳା ହାଲ୍‌ଚାଲ, ୨୧ ଅଖରେ ଲାଗିଲା ୪୨ ଚକ, ପ୍ରଭା ଅପସରା କାମ ଆରମ୍ଭ
  • ||
  • ଭୁବନେଶ୍ୱର : ବର୍ଷାରେ ଧୋଇଯିବ ରଜ ମଉଜ, ୪୮ ଘଣ୍ଟା ଭିତରେ ଲଘୁଚାପ ଘନୀଭୂତ ହୋଇ ଅବପାତ ରୂପ ନେଇପାରେ, ଉପକୂଳରେ ବର୍ଷା ଜାରି-ଆଭ୍ୟନ୍ତରୀଣରେ ବଢ଼ିବ
  • ||
  • ବାମରା : ପରିବାରର ୬ ଜଣଙ୍କୁ ହାଣି ଆତ୍ମହତ୍ୟା କଲା ସଂକ୍ରମିତ ବାପା, ଝିଅ ମୃତ, ପୁଅ- ୩ ଝିଅ ଓ ମା’ ଆହତ
  • ||
  • କଟକ : ଲକ୍‌ଡାଉନ୍‌ ବେଳେ କଟକରେ ବେଧଡ଼କ ଚାଲିଛି ଦେହ ବ୍ୟବସାୟ, ଦୁଇଟି ସ୍ଥାନରେ ଚଢ଼ଉ ବେଳେ ୫ ଯୁବତୀ ଉଦ୍ଧାର, ର‌୍ୟାକେଟ୍‌ର ମୁଖ୍ୟ ଓ ଜଣେ ଗ୍ରାହକ ଗିରଫ
  • ||
  • ଭୁବନେଶ୍ୱର : ଓଡ଼ିଶାରେ ସୁଧୁରୁଛି ସ୍ଥିତି, ୨୬ ଜିଲ୍ଲାରେ ହୋଇପାରେ ଅନଲକ, ୪ ଜିଲ୍ଲା ପାଇଁ ସ୍ୱତନ୍ତ୍ର ଷ୍ଟ୍ରାଟେଜି
  • ||

ନାବାଳିକା ସହିତ ସୁଇମିଂ ଟ୍ରେନରର ଦୁଷ୍କର୍ମ ଭିଡିଓ ଭାଇରାଲ, କ୍ରୀଡାମନ୍ତ୍ରୀ ଦେଲେ ଏମିତି ଆଦେଶ

ନୁଆଦିଲ୍ଲୀ ୫/୯: ଗୋଆ ପୋଲିସ ଗୁରୁବାର ଜଣେ ପହଁରାଳୀ କୋଚଙ୍କ ବିରୁଦ୍ଧରେ ଦୁଷ୍କର୍ମ ଅଭିଯୋଗରେ ମାମଲା ରୁଜୁ କରିଛନ୍ତି । ଗୋଆ ପହଁରାଳୀ ସଂଘ(ଜିଏସଏ)ରେ କାର୍ଯ୍ୟରତ ସୁରଜିତ୍ ଗାଙ୍ଗୁଲିଙ୍କ ଉପରେ ୧୫ ବର୍ଷିୟା ଜଣେ ନାବାଳିକାଙ୍କୁ ଦୁଷ୍କର୍ମ କରିଥିବା ଅଭିଯୋଗ ଲାଗିଛି । ପଶ୍ଚିମବଙ୍ଗରେ ରହୁଥିବା ଏହି ନାବାଳିକା ତାଙ୍କ ପାଖରେ ଟ୍ରେନିଂ ନେଉଥିଲେ । ଘଟଣା ପରେ କୋଚ୍ ଜଣକ ଫେରାର ହୋଇଯାଇଛି । ତାକୁ ଖୋଜିବା ପାଇଁ ଗୋଆ ପୋଲିସ ଏକ ଟିମ୍ ପ୍ରସ୍ତୁତ କରିଛି ।

ନାବାଳିକା ସହିତ ଦୁଷ୍କର୍ମର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା । ଏହା ପରେ କ୍ରୀଡା ମନ୍ତ୍ରୀ କିରଣ ରିଜ୍ଜୁ ଟ୍ୱିଟ୍ ଜରିଆରେ ଅଭିଯୁକ୍ତକୁ ଧରିବା ପାଇଁ ଏବଂ ଦୃଋ କାର୍ଯ୍ୟାନୁଷ୍ଠାନ ନେବାପାଇଁ ଆଶ୍ୱାସନା ଦେଇଥିଲେ । ଏହା ସହିତ ରିଜ୍ଜୁ ଭାରତୀୟ ପହଁରାଳୀ ମହାସଂଘକୁ ଏହା ସୁନିଶ୍ଚିତ କରିବା ନିର୍ଦ୍ଦେଶ ଦେଇଛନ୍ତି ଯେ ଗାଙ୍ଗୁଲିଙ୍କୁ କେଉଁଠି ବି ନିଯୁକ୍ତି ଦିଆନଯାଉ ।

ଭିଡିଓ ଭାଇରାଲ ହେବା ପରେ ଜିଏସଏ, ଗାଙ୍ଗୁଲିକୁ ବହିଷ୍କାର କରିଦେଇଛି । ଗାଙ୍ଗୁଲିଙ୍କୁ ଜିଏସଏ ୨ ବର୍ଷ ତଳେ ନିଯୁକ୍ତି ଦେଇଥିଲା । ତେବେ ରେକର୍ଡ ଅନୁସାରେ କୋଚଙ୍କ ରେକର୍ଡ ବହୁତ ଭଲ ଥିଲା । ଏହା ପୂର୍ବରୁ ତାଙ୍କ ବିରୁଦ୍ଧରେ କୌଣସି ଅଭିଯୋଗ ଆସିନଥିଲା ।