PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାଲେଶ୍ୱର: ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟରେ ଆରମ୍ଭ ହେଲା ହାଇଦରର ପୋଷ୍ଟମର୍ଟମ, ମାଜିଷ୍ଟେ୍ରଟ୍‌ଙ୍କ ଉପସ୍ଥିତିରେ ​ପୋଷ୍ଟମର୍ଟମ କରିବେ​‌ ୩ ଜଣିଆ ଡାକ୍ତରୀ ଟିମ୍
  • ||
  • ରଙ୍ଗେଇଲୁଣ୍ଡା: ହଳଦିଆପଦର ନିକଟରେ ଟ୍ରାକ୍ଟର ସହ ଅଟୋ ଦୁର୍ଘଟଣା, ୩ ମହିଳା ମତ୍ସ୍ୟଜୀବୀ ଗୁରୁତର
  • ||
  • ସୋର: ହାଇଦର୍ ଏନ୍‌କାଉଣ୍ଟର ସ୍ଥଳରୁ ୨ଟି ଗୁଳି ଜବତ କଲା ପୋଲିସ ଓ ସାଇଣ୍ଟିଫିକ୍‌ ଟିମ୍‌
  • ||
  • ଭୁବନେଶ୍ୱର: ଓଡ଼ିଶାରେ ଆଉ ୬୭ଜଣଙ୍କ ଜୀବନ ନେଲା କରୋନା, ସାଢ଼େ ୫ ହଜାର ଟପିଲା ମୃତ୍ୟୁସଂଖ୍ୟା
  • ||
  • ଭୁବନେଶ୍ୱର: ରାଜ୍ୟରେ ୨୪ ଘଣ୍ଟା ଭିତରେ ଚିହ୍ନଟ ହେଲେ ଆଉ ୧୮୩୩ ଜଣ କରୋନା ପଜିଟିଭ୍
  • ||
  • ଭୁବନେଶ୍ୱର : ରାଜଧାନୀରେ କାୟା ମେଲାଉଛି ଡେଙ୍ଗୁ, ୧୨ ଦିନରେ ଆକ୍ରାନ୍ତଙ୍କ ସଂଖ୍ୟା ୨୫୦ ପାର୍
  • ||
  • ପାରଳାଖେମୁଣ୍ଡି : ଏସିଏଫ୍‌ ସୌମ୍ୟରଞ୍ଜନ ଡେଥ୍ ମିଷ୍ଟ୍ରି, ବଲାଙ୍ଗୀରରେ ପାରଳା ପୁଲିସର ୫ଜଣିଆ ଟିମ୍‌, ବିଦ୍ୟାଙ୍କ ପାର୍ଟି ସହ ସୌମ୍ୟ ମୃତ୍ୟୁର ଲିଙ୍କ୍‌ ଖୋଜିବ
  • ||
  • ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟା ଭିତରେ ଚିହ୍ନଟ ହେଲେ ଆଉ ୧୮୩୩ ଜଣ କରୋନା ପଜିଟିଭ୍
  • ||
  • ଜଳେଶ୍ଵର : ମନ୍ଦାର ଫୁଲ ଗଛ କଟାକୁ ନେଇ ଶଳାକୁ ଭିଣୋଇର ସଙ୍ଘବଦ୍ଧ ଆକ୍ରମଣ, ସଜ୍ଞାହୀନ ଅବସ୍ଥାରେ ନଦୀ କୂଳରୁ ଉଦ୍ଧାର
  • ||
  • ଭୁବନେଶ୍ୱର : ୨୮ରେ ପୁଣି ଏକ ଲଘୁଚାପ, ୨୭ରୁ ବଢ଼ିବ ବର୍ଷା
  • ||

ବିରଳ ପ୍ରଜାତିର କଇଁଛ ଉଦ୍ଧାର

ଚାନ୍ଦବାଲି ୧୦/୦୮: ଭଦ୍ରକ ଜିଲ୍ଲା ଚାନ୍ଦବାଲି ବେନ୍ତାଳପୁର ଗାଁର ଏକ ବିରଳ ପ୍ରତାଜିର ହଳଦିଆ ରଙ୍ଗର କଇଁଚ ଉଦ୍ଧାର କରାଯାଇଛି । ନିଜ ଚାଷ ବିଲରେ ହଳକରୁଥିବା ବେଳେ ଏହି ହଳଦୀ ରଙ୍ଗର ଏହି କଇଁଛକୁ ଦେଖିଥିଲେ ନିରାକର ମହାନ୍ତିଙ୍କ ଉଦ୍ଧାର କରିଥିଲେ । ଏହାର ରଙ୍ଗ ହଳଦିଆ ହୋଇଥିବା ବେଳେ କଇଁଛଟିର ଓଜନ ପ୍ରାୟ ୨ କେଜିର ହେବ ବୋଲି ଅନୁମାନ କରାଯାଉଛି।

ଏହି ହଳଦିଆ ରଙ୍ଗର କଇଁଛ ଦେଖିବାକୁ ଲୋକଙ୍କର ଭିଡ଼ ଜମିବାରୁ ନିରକାର ବନ ବିଭାଗକୁ ଖବର ଦିଆଯାଇଥିଲା । ଘଟଣା ସ୍ଥଳରେ ବନ ବିଭାଗ କର୍ମଚାରୀ ପହଁଚି ଏହି ବିରଳ କଇଁଚଟିକୁ ଉଦ୍ଧାର କରିଛନ୍ତି। ପରେ ଏହି ବିରଳ କଇଁଛଟିକୁ ବୈତରଣୀ ନଦୀରେ ଛଡ଼।ଯିବ ବୋଲି ଚାନ୍ଦବାଲି ବନ ବିଭାଗର ରେଜ ଅଫିସର ସୂଚନା ଦେଇଛନ୍ତି।