‘ଫାନି’ ପାଇଁ ଆସନ୍ତା ଶନିବାର ଓ ରବିବାର ଖୋଲା ରହିବ ସମସ୍ତ ସରକାରୀ କାର୍ଯ୍ୟାଳୟ

ଭୁବନେଶ୍ୱର,୧୦।୫:ସାମୁଦ୍ରିକ ଝ଼ଡ ‘ଫାନି’ ଯୋଗୁଁ ଉପକୂଳବର୍ତ୍ତୀ ପୁରୀ, ଖୋର୍ଦ୍ଧା ଓ ଜଗତସିଂହପୁରରେ ପ୍ରବଳ କ୍ଷୟକ୍ଷତି ହୋଇଛି । ଏଠାରେ ରିଲିଫ୍‌ ଓ ପୁନରଉଦ୍ଧାର କାର୍ଯ୍ୟ ଚାଲିଛି । ଏଥିପାଇଁ ଏହି ଜିଲ୍ଲାମାନଙ୍କରେ ମେ ୧୧ ଓ ୧୨ ତାରିଖରେ ସରକାରୀ କାର୍ଯ୍ୟାଳୟ ଖୋଲା ରଖିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦେଶ ଦେଇଛନ୍ତି ।  ବାତ୍ୟାପରେ ଏହି ଜିଲ୍ଲା ଗୁଡିକର ବିଭିନ୍ନ ଅଞ୍ଚଳକୁ ଯୋଗା ଯୋଗ ସହ ବିଜୁଳି ଓ ପାଣି ସଂଯୋଗ ସମ୍ପୂର୍ଣ୍ଣ ଭାବେ ବିଚ୍ଛିନ୍ନ ହୋଇଥିଲା । ଏବେ ସ୍ଥିତି ସାମାନ୍ୟ ସୁଧୁରିଥିବା ବେଳେ ଆହୁରି ଅନେକ କାମ ବାକି ରହିଛି।ଏବେବି ପୁରୀ ଜିଲ୍ଲା ସହ ଖୋର୍ଦ୍ଧା ଓ କଟକ ଜିଲ୍ଲାର ଅନେକ ସ୍ଥାନାରେ ବିଦ୍ୟୁତ ସଂଯୋଗ ସହ ପାନୀୟ ଜଳ ଯୋଗାଣ ସମ୍ଭବ ହୋଇପାରିନାହିଁ ।

   ସମ୍ବନ୍ଧିତ ଖବର


ପୋଷ୍ଟ ଅଫିସ୍‌ର ଏହି ସ୍କିମ୍‌ରେ ଟଙ୍କା ବିନିଯୋଗ କଲେ ହୋଇଯିବ ଦୁଇ ଗୁଣ,୫୦ ହଜାର ବଦଳରେ ମିଳିବ ଏକଲକ୍ଷ ଟଙ୍କା

ଭୁବନେଶ୍ୱରରେ ମିଳୁଛି କୋଭିଡ ଟିକା !

ରାଜ୍ୟର ପ୍ରମୁଖ ୬ ବିଶ୍ୱବିଦ୍ୟାଳୟରେ ନୂଆ କୁଳପତି ନିଯୁକ୍ତ

ରାଜ୍ୟରେ ଏବେ ବେଆଇନ ଧର୍ମଘଟ କଲେ ଏକ ବର୍ଷ ଜେଲ୍‌ କିମ୍ବା ୫ ହଜାର ଜରିମାନା

ଓଡ଼ିଶାର ଚାଷୀଙ୍କୁ ମୋଦି ସରକାରଙ୍କ ସହାୟତା ନେଇ କେନ୍ଦ୍ରମନ୍ତ୍ରୀଙ୍କ ଟ୍ୱିଟ୍‌-ଗତ ୬ବର୍ଷରେ ଓଡ଼ିଶାର ଚାଷୀଙ୍କୁ ୬୦ ହଜାର ୮୩୬ କୋଟି ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ତରୁଣ ଗୋଗୋଇଙ୍କ ସ୍ବାସ୍ଥ୍ୟବସ୍ଥା ଗୁରୁତର,ଗସ୍ତ କାର୍ଯ୍ୟକ୍ରମ ରଦ୍ଦ କରି ଗୌହାଟି ପହଁଞ୍ଚିଲେ ମୁଖ୍ୟମନ୍ତ୍ରୀ ସର୍ବାନନ୍ଦ ସୋନଓ୍ବାଲ