PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ସୁନ୍ଦରଗଡ଼ ଓ ଅନୁଗୁଳରେ ପ୍ରତିଷ୍ଠା ହେବ ନୂଆ କେନ୍ଦ୍ରୀୟ ବିଦ୍ୟାଳୟ, ଏମସିଏଲ୍‌ ବୋର୍ଡର ଅନୁମୋଦନ ପାଇଁ କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ଧର୍ମେନ୍ଦ୍ର
  • ||
  • ଭୁବନେଶ୍ଵର : ସପ୍ତାହାନ୍ତ ସଟଡାଉନର ଦ୍ଵିତୀୟ ଦିନ, ଆଉ ଚଳିବନି ‘ଆଇ- କାର୍ଡ’, ବେସରକାରୀ ସଂସ୍ଥାର କର୍ମଚାରୀଙ୍କ ତାଲିକା ମାଗିଲା ପୁଲିସ୍‌
  • ||
  • ଭୁବନେଶ୍ୱର : ବରିଷ୍ଠ ସାମ୍ବାଦିକ ତଥା ‘ପ୍ରମେୟ’ର ଖଣ୍ଡପଡ଼ା ପ୍ରତିନିଧି ସୋମନାଥ ମହାନ୍ତିଙ୍କ ପରଲୋକ
  • ||
  • ଘଟଗାଁ : ମାଲବାହୀ ଟ୍ରେନ ଧକ୍କାରେ ହାତୀ ଗୁରୁତର
  • ||
  • କୋଲକାତା : ପଶ୍ଚିମବଙ୍ଗରେ ଥମୁନି ହିଂସା, ପୁଣି ଥରେ ଟିଏମସି ଓ ବିଜେପି କର୍ମୀ ହାତାହାତି, ଜଣେ ମୃତ ୬ ଆହତ
  • ||
  • ଭୁବନେଶ୍ଵର : ଓଡ଼ିଶାରେ ଆଉ ୧୯ ଜଣଙ୍କ ମୁଣ୍ଡ ନେଲା କରୋନା, ମୃତ୍ୟୁ ସଂଖ୍ୟା ୨୧୮୦କୁ ବୃଦ୍ଧି
  • ||
  • ଭୁବନେଶ୍ୱର : ଓଡ଼ିଶାରେ କରୋନା ବିସ୍ଫୋରଣ, ୨୪ଘଣ୍ଟାରେ ଚିହ୍ନଟ ହେଲେ ୧୦ ହଜାର ୬୩୫ ପଜିଟିଭ୍, ସଂକ୍ରମିତଙ୍କ ସଂଖ୍ୟା ୫ଲକ୍ଷ ୩୪ ହଜାର ପାର୍
  • ||
  • ନୂଆଦିଲ୍ଲୀ : ଭାରତକୁ ଡବ୍ଲ୍ୟୁଏଚଓର ସତର୍କ ବାଣୀ, ଘାତକ ହେଉଛି କରୋନାର ନୂଆ ମ୍ୟୁଟାଣ୍ଟ, ଭାରତକୁ ତୀବ୍ର କରିବାକୁ ପଡିବ ଟିକାକରଣ
  • ||
  • ଭୁବନେଶ୍ୱର : ଏବେ ମିଳିଛି ସାମାନ୍ୟ ଆଶ୍ୱସ୍ତି, ଦୁଇଦିନ ପରେ ରାଜ୍ୟରେ ପୁଣି ବଢ଼ିବ ତାତି, ୨୦ ଜିଲ୍ଲାରେ ଘଡ଼ଘଡ଼ି ସହ ଧୂଳିଝଡ଼ ବର୍ଷା ଆଶଙ୍କା
  • ||

ମାଟିଖୋଳାରୁ ୨ ସାହି ମଧ୍ୟରେ ସଙ୍ଘର୍ଷ, ୫ ଆହତ

ଆଠଗଡ, ୨୧|୧୨: କଟକ ଜିଲ୍ଲା ଆଠଗଡ ଖୁଣ୍ଟୁଣି ଥାନା ଅନ୍ତର୍ଗତ ଖଣ୍ଡବନ୍ଧ ଗାଁ ଓ ମାଣିତ୍ରି ହରିଜନ ସାହି ମଧ୍ୟରେ ମାଟିଖୋଳାକୁ ନେଇ ଗୋଷ୍ଠୀ ସଂଘର୍ଷ ସୃଷ୍ଟି ହୋଇଛି। ଏଥିରେ ଉଭୟ ପକ୍ଷରୁ ୫ରୁ ଅଧିକ ଆହତ ହୋଇଛନ୍ତି।

ସୂଚନାନୁସାରେ, ଖଣ୍ଡବନ୍ଧ ଗ୍ରାମରେ ଥିବା ଗୋଟିଏ ସ୍ଥାନରୁ ମାଟି ଖୋଳାଯାଇ ରେଙ୍ଗାଲି କେନାଲକୁ ଯାଉଥିଲା। ତେବେ ଅନ୍ୟ ଏକ ସାହିର ଲୋକେ ସେଠାରେ ପହଁଚି ବିରୋଧ କରିଥିଲେ। ଏପରିକିକ ଏହି ସ୍ଥାନ ସେମାନଙ୍କର ବୋଲି ଦାବି କରିଥିଲେ। ଫଳରେ ଉଭୟ ପକ୍ଷ ମଧୟରେ କଥା କଟାକଟି ହୋଇଥିଲା। ପରେ ଏହା ଉଗ୍ର ରୂପ ଧାରଣ କରିଥିଲା। ଏପରିକି ସେମାନେ ଘଟଣାସ୍ଥଳରେ ମାରପିଟ୍ ମଧ୍ୟ ହୋଇଥିଲେ। ଏଥିରେ ମାଟି ଖୋଳାକାମରେ ଲାଗିଥିବା ଜେସିବିକୁ ସେମାନେ ପଥର ମାରି ଭାଙ୍ଗି ଦେଇଛନ୍ତି।

ତେବେ ଏହି ସଙ୍ଘର୍ଷରେ ଉଭୟ ପକ୍ଷର ୫ଜଣ ଆହତ ହୋଇଛନ୍ତି। ତେବେ ଉତ୍ତେଜନା ଲାଗି ରହିଥିବାରୁ ଗ୍ରାମରେ ପୋଲିସ ଫୋର୍ସକୁ ମୁତୟନ କରାଯାଇଛି।