ଅନ୍ୟ ରାଜ୍ୟରୁ ଓଡ଼ିଶାକୁ ଫେରୁଥିବା ଲୋକଙ୍କ ପାଇଁ ନିର୍ଦ୍ଦେଶାବଳୀ

ଭୁବନେଶ୍ୱର ୫/୫: କରୋନା ମହାମାରୀର ମୁକାବିଲା ପାଇଁ  ସାରା ଦେଶରେ ଲକଡାଉନର ତୃତୀୟ ପର୍ଯ୍ୟାୟ ଜାରି ରହିଛି । ଏହି ସଙ୍କଟମୟ ପରିସ୍ଥିତିରେ ରାଜ୍ୟର ଅନେକ ଛାତ୍ରଛାତ୍ରୀ କିମ୍ବା ଶ୍ରମିକ ବାହାର ରାଜ୍ୟରେ ଫସି ରହିଛନ୍ତି । ସମସ୍ତଙ୍କୁ ସୁରକ୍ଷିତ ଭାବେ ଫେରାଇ ଆଣିବା ପାଇଁ ରାଜ୍ୟ ସରକାର ଚେଷ୍ଟା କରୁଛନ୍ତି । ତେବେ ଅନ୍ୟ ରାଜ୍ୟରୁ ଓଡିଶା ଫେରିବାକୁ ଚାହୁଁଥିବା ଲୋକଙ୍କ ପାଇଁ ନିର୍ଦ୍ଦେଶାବଳୀ ଜାରି କରାଯାଇଛି । ଇଚ୍ଛୁକ ବ୍ୟକ୍ତି http://covid19.odisha.gov.in ପୋର୍ଟାଲରେ ପଞ୍ଜୀକରଣ କରିବେ ଏବଂ ଓଡ଼ିଶା ଫେରିବା ପରେ ୧୪ ଦିନ କ୍ୱାରେଣ୍ଟାଇନରେ ରହିବା ବାଧ୍ୟତାମୂଳକ। ତେବେ ନିମ୍ନରେ ଦେଖନ୍ତୁ ସୂଚନା ଓ ପ୍ରସାରଣ ବିଭାଗରେ ଜାରି ହୋଇଥିବା  ନିର୍ଦ୍ଦେଶାବଳୀ…

ଅଧିକ ପଢନ୍ତୁ ବସ୍ ବଦଳରେ ଟ୍ରେନରେ ସୁରତରୁ ଫେରିବେ ପ୍ରବାସୀ, ଏଣିକି ପ୍ରତିଦିନ ପରୀକ୍ଷା ହେବ ୧୫ ହଜାର ସାମ୍ପଲ

   ସମ୍ବନ୍ଧିତ ଖବର


ବାଲେଶ୍ବରରେ ନବୀନଙ୍କ ଡିଜିଟାଲ ରାଲି, କହିଲେ- କରୋନା ଦୂର ହେଲେ ଆପଣମାନଙ୍କ ପାଖକୁ ଆସିବି

ଅନନ୍ୟ ଆରମ୍ଭ, ଆଗ୍ରହୀ ପ୍ରତିଭାକୁ ସୁଯୋଗ ଦେବ ନ୍ୟୁଜ 7: ଆସନ୍ତା ୩୦ ତାରିଖରୁ ଆରମ୍ଭ ହେଉଛି ନ୍ୟୁଜ୍ 7 କ୍ଷୁଦ୍ର ଚଳଚ୍ଚିତ୍ର ୨୦୨୦ ମହୋତ୍ସବ

ଚଳିତ ବର୍ଷ ସର୍ବସାଧାରଣଙ୍କ ପାଇଁ ବନ୍ଦ ରହିବ ନାଗାର୍ଜୁନ ବେଶ ଦର୍ଶନ- କୋଭିଡ୍‌ କଟକଣା ଯୋଗୁଁ ଶ୍ରୀମନ୍ଦିର ନୀତି ସବ୍‌କମିଟି ବୈଠକରେ ନିଷ୍ପତ୍ତି

ଚଳିତ ବର୍ଷ କାର୍ତ୍ତିକରେ ଶ୍ରୀକ୍ଷତ୍ର ପୁରୀରେ ହବିଷ୍ୟାଳୀଙ୍କୁ ମନା- ନ ଆସିବା ପାଇଁ କହିଲେ ପୁରୀ ପ୍ରଶାସନ

ସମ୍‌ ଡାକ୍ତରଙ୍କର ସଫଳ ଅସ୍ତ୍ରୋପଚାର ପ୍ଲାଷ୍ଟିକ୍‌ସର୍ଜରୀ ଦ୍ୱାରା ଯୋଡା ହେଲା ୯ ବର୍ଷ ବାଳକର କଟା ଅଙ୍ଗୁଳି

ଖଣ୍ଡୋଲାଇଟ୍‌ ଅଭାବରୁ ଅଟକିଛି ଶ୍ରୀମନ୍ଦିର ବାଇଶି ପାହାଚ ମରାମତି କାମ: ତାପଙ୍ଗ ଖଣିରୁ ଆସୁଥିଲା ପଥର