PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ତୁମୁଡିବନ୍ଧ: ଗାଈକୁ ବଞ୍ଚାଇଲା, ଛେଳି ପଲ ଉପରେ ଚଢିଗଲା ମାଲ୍ ବୋଝେଇ ଟ୍ରକ୍, ଓଲଟିବାରୁ କ୍ୟାବିନ୍‌ରେ ପଶିଗଲେ ଡ୍ରାଇଭର ଓ ହେଲ୍ପର୍
  • ||
  • ନରସିଂହପୁର: ଅଗ୍ନିକାଣ୍ଡରେ ଜଳିଗଲା ପାଞ୍ଚ ପରିବାରର ୫ ବଖରା ଘର, ପୋଡ଼ି ପାଉଁଶ ହୋଇଗଲା ଆସବାବପତ୍ର
  • ||
  • ଭୁବନେଶ୍ୱର: ଓଜେଇଇର ଏମ୍‌ବିବିଏସ୍, ବିଡ଼ିଏସ୍ କାଉନସେଲିଂ ସ୍ଥଗିତ
  • ||
  • ନୂଆଦିଲ୍ଲୀ: ଲୋକସଭାରେ ୩ କୃଷି ଆଇନ ଉଚ୍ଛେଦ ବିଲ୍ ପାରିତ
  • ||
  • କେନ୍ଦୁଝର: କାନଝରୀ ଡ୍ୟାମରୁ ଯୁବକଙ୍କ ମୃତଦେହ ଉଦ୍ଧାର, ଗତକାଲି ଗାଧୋଇଲା ବେଳେ ବୁଡି ଯାଇଥିଲେ…
  • ||
  • ରାୟଗଡ଼: ନିୟମଗିରି ପାହାଡର ବିଭିନ୍ନ ସ୍ଥାନରେ ମାଓବାଦୀଙ୍କ ବ୍ୟାନର ଓ ପୋଷ୍ଟର, ଡିସେମ୍ବର ୨ ରୁ ୮ ତାରିଖ ପର୍ଯ୍ୟନ୍ତ ପିଏଲଜିଏ ସପ୍ତାହ ପାଳନ
  • ||
  • ବ୍ରହ୍ମପୁର: ସପ୍ତାହେ ହେଲା ଶାଶୂ ଘର ଆଗରେ ତପସ୍ୱିନୀ: ସ୍ୱାମୀ ଘରକୁ ଯିବେ କି ନାହିଁ ଆଜି କୋର୍ଟରେ ଶୁଣାଣି
  • ||
  • ଯାଜପୁର: ପଦ୍ମଶ୍ରୀ ନନ୍ଦ ସାରଙ୍କୁ ହତ୍ୟା ଧମକ, ବଡ଼ ପୁଅକୁ ଲହୁ ଲୁହାଣ କଲେ ଗାଁର ଅସାମାଜିକ ଯୁବକ
  • ||
  • ଭୁବନେଶ୍ୱର : ୪/୫ରେ ଆନ୍ଧ୍ର କିମ୍ବା ଓଡ଼ିଶା ଉପକୂଳ ଛୁଇଁପାରେ ସମ୍ଭାବ୍ୟ ବାତ୍ୟା, ୩ରୁ ପଡ଼ିବ ପ୍ରଭାବ,
  • ||
  • ବ୍ରହ୍ମପୁର : ଭିଜିଲାନ୍ସ ଜାଲରେ କନଷ୍ଟେବଳ, ଏକକାଳୀନ ୩ଟି ସ୍ଥାନରେ ରେଡ୍‌, ବର୍ତ୍ତମାନ ସୁଦ୍ଧା ୫ ଲକ୍ଷ ଟଙ୍କା ଜବତ
  • ||
  • ପୁରୀ : ଦାରୁଦିଅଁଙ୍କ ପଇତାଲାଗି ନୀତି, ଅପରାହ୍ନ ୪ଟାରୁ ସର୍ବସାଧାରଣ ଦର୍ଶନ ମନା
  • ||
  • ଭୋଗରାଇ : ବାବା ଚନ୍ଦନେଶ୍ଵରଙ୍କ ମନ୍ଦିର ସମ୍ମୁଖରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ଟି ଅସ୍ଥାୟୀ ଦୋକାନ
  • ||
  • ଯାଜପୁର : ପଦ୍ମଶ୍ରୀ ନନ୍ଦ ସାରଙ୍କୁ ଆକ୍ରମଣ ଧମକ, ବଡ଼ ପୁଅକୁ ଲହୁ ଲୁହାଣ କଲେ ଗାଁର ଅସାମାଜିକ ଯୁବକ
  • ||

ଚୌଦ୍ୱାରରେ ବନ୍ଧୁକ କାରଖାନା ଠାବ: ୫ଟି ଦେଶୀ ବନ୍ଧୁକ ଓ ୧୨ ଗୁଳି ଜବତ, ୩ ଗିରଫ

source:www.rediff.com

ଚୌଦ୍ୱାର ୧୯/୨: ମଙ୍ଗଳବାର ଚୌଦ୍ୱାରରେ ଏକ ବନ୍ଧୁକ କାରଖାନା ଠାବ ହୋଇଛି ।  ଚୌଦ୍ୱାର ଗୋଡଧୁଆ ଗାଁରେ ଏକ ବନ୍ଧୁକ କାରଖାନା ଠାବ କରିଛି ପୋଲିସ । ଏହି କାରଖାନାରୁ ୫ଟି ଦେଶୀ ବନ୍ଧୁକ ଓ  ୧୨ଟି ଗୁଳି ଜବତ ହୋଇଛି । ଏହା ସହିତ ୩ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୋଲିସ ।