PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବଲାଙ୍ଗୀର: ରେଳ ଲାଇନରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା ନେଇ ସନ୍ଦେହ
  • ||
  • ବଲାଙ୍ଗୀର: କପଡ଼ା ବ୍ୟବସାୟୀଙ୍କ ଝୁଲନ୍ତା ମୃତ ଦେହ ଉଦ୍ଧାର, ପରିବାର ପକ୍ଷରୁ ହତ୍ୟା ଅଭିଯୋଗ
  • ||
  • ଲମତାପୁଟରେ ଅଟୋ ସହ ୨ କୁଇଣ୍ଟାଲ ଗଞ୍ଜେଇ ଜବତ, ଜଣେ ଗିରଫ
  • ||
  • ରାଜ୍ୟରେ ସାମନ୍ୟ ହ୍ରାସ ପାଇଲା ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦ ହଜାର ୭୫୭ ଜଣ ପଜିଟିଭ, ୨୨ ଜୀବନ ନେଲା କରୋନା
  • ||
  • ଚୌଦ୍ଵାର : ଟ୍ରକକୁ ପଛ ପଟୁ ପିଟିଲା ସ୍କୁଟି, ମହିଳା ଗୁରୁତର
  • ||
  • ରେଙ୍ଗାଲି : ହାଇୱାରେ ପିଟିହେଲା କାର୍‌ : ମା’ ଝିଅ ମୃତ, ପୁଅ ଗୁରୁତର
  • ||
  • ଭୁବନେଶ୍ୱର : ଆଜି ବସିବ ସର୍ବଦଳୀୟ ବୈଠକ, କୋଭିଡ୍‌ ମୁକାବିଲା ପାଇଁ ସହଯୋଗ ଲୋଡ଼ିବେ ସରକାର
  • ||
  • ଭୁବନେଶ୍ୱର : ଆସନ୍ତା ୪ରୁ ୫ଦିନ ପାଗ ଶୁଖିଲା, ବଢ଼ିବ ତାତି, ଆଜି କାଁ ଭାଁ କିଛି ସ୍ଥାନରେ ସ୍ୱଳ୍ପ ବର୍ଷା ସମ୍ଭାବନା
  • ||
  • ପୁରୀ : ଜୁନ ୧୫ ପର୍ଯ୍ୟନ୍ତ ମହାପ୍ରଭୁଙ୍କ ଦର୍ଶନ ବନ୍ଦ, ପ୍ରଭାବିତ ହେବ ତିନିପର୍ବ
  • ||

ପାଟଣାଗଡରେ ଗୁଳିକାଣ୍ଡ, ଜଣେ ଗୁରୁତର

ବଲାଙ୍ଗିର ୩୦/୧୨: ପାଟଣାଗଡ ଗଙ୍ଗାସାଗରରେ ଗୁଳିକାଣ୍ଡ। ଡକାୟତିଙ୍କ ଗୁଳିମାଡରେ ଜଣେ ଗୁରୁତର। ପାଟଣାଗଡ଼ ଗଙ୍ଗାସାଗର ଗାଁର ନବୀନ ମେହେର ତାଙ୍କ ବାମ ହାତରେ ଗୁଳି ବାଜିଛି। ତାଙ୍କ ଗୁରୁତର ଅବସ୍ଥାରେ ସ୍ଥାନୀୟ ଲୋକ ଉଦ୍ଧାର କରି ବଲାଙ୍ଗୀର ଡାକ୍ତରଖାନାରେ ଭର୍ତ୍ତି କରିଛିନ୍ତି। ଗୁଳି ମାଡ କରି ଡକାୟତି ଜଣକ ଘଟଣା ସ୍ଥଳରୁ ଫେରାର ହୋଇଯାଇଥିବା ସନ୍ଦେହ କରାଯାଉଛି।

ସୂଚନା ଯୋଗ୍ୟ ଯେ, ଗତକାଲି ବିଳମ୍ବିତ ରାତିରେ ଗଙ୍ଗାସାଗର ଗାଁ କୁ ନବୀନ ଙ୍କ ଘରେ ଡକାୟତି ଉଦ୍ୟମ କରୁଥିବା ବେଳେ ବିରୋଧ କରିବାରୁ ଗୁଳି ମାଡ ହୋଇଥିଲ। ଏହି ଗୁଳି ମାଡରେ ନବୀନଙ୍କ ହାତରେ ବାଜିବାରୁ ସେ ଗୁରୁତର ହୋଇ ପଡିଥିଲେ। ପରେ ଗୁରୁତର ଅବସ୍ଥାରେ ନବୀନଙ୍କୁ ବଲାଙ୍ଗୀର ମୁଖ୍ୟ ଡାକ୍ତରଖାନା ରେ ଭର୍ତ୍ତି କରାଯାଇଛି। ଘଟଣା ସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ସୂଚନା ମିଳିଛି।