ଗୁପ୍‌ଚୁପ୍‌ ବିକାଳିଙ୍କୁ ଗୁଳିମାଡ଼

ବ୍ରହ୍ମପୁର – ବୁଗୁଡ଼ା ବାଲିପଦରରେ ଗୁଳିକାଣ୍ଡ । ଗୁପ୍‌ଚୁପ୍‌ ବିକାଳିଙ୍କୁ ଗୁଳିମାଡ଼ କଲେ ଦୁର୍ବୃ୍ତ୍ତ ।  ତାଙ୍କୁ ଗୁରୁତର ଅବସ୍ଥାରେ ବ୍ରହ୍ମପୁର ଏମ୍‌କେସିଜି ହସ୍ପିଟାଲକୁ  ସ୍ଥାନାନ୍ତର କରାଯାଇଛି । ଗୁଳିକାଣ୍ଡର କାରଣ କଣ ଜଣାପଡ଼ିନାହିଁ ।  

   ସମ୍ବନ୍ଧିତ ଖବର


ଅପମିଶ୍ରିତ ନକଲି ଘିଅ କାରଖାନା ଉପରେ ପୁଲିସର ଚଢ଼ାଉ, ମାଲିକ ଛୁ

ନାଗାର୍ଜୁନ ବେଶ- ନିଷ୍ଠା ବଳରେ ମହାପ୍ରଭୁଙ୍କ ଏକ ଲକ୍ଷ ଅକ୍ଷତ ଅରୁଆ ଚାଉଳ ବଛା ଏବଂ କ୍ଷୀରି ପ୍ରସ୍ତୁତି

ଗୁରୁତ୍ୱପୂର୍ଣ୍ଣ ଫାଇଲ ଚରିଯାଇଛନ୍ତି ଊଈ- ଶିକ୍ଷାଧିକାରୀ କାର୍ଯ୍ୟାଳୟର କର୍ମଚାରୀଙ୍କ ମନମୁଖୀ କାର୍ଯ୍ୟ

୧୯୬୦ରେ କରିଥିଲେ ମାଟ୍ରିକ ପାସ୍‌- ସରକାରୀ ଚାକିରି ନକରି ପିଲାଙ୍କୁ ଦେଉଥିଲେ ଶିକ୍ଷାଦାନ, ଏବେ …

ଶୋଇଥିବା ନିରୀହ ପୁଅର ତଣ୍ଟି ଚିପି ଦେଲା ନିଷ୍ଠୁର ପିତା –ପତ୍ନୀଙ୍କୁ କହିଲା ,ଏବେ ସେ ସବୁଦିନ ପାଇଁ ନିରାପଦ !

ଏଇ ଓଡିଶାରେ ଯୁବକ ଦେଉଛନ୍ତି ୨୫ ଟଙ୍କାରେ ପେଟପୁରା ସ୍ୱାଦିଷ୍ଟ ଖାଦ୍ୟ- ୧୦ ଟଙ୍କାରେ ସୁପ୍‌